ପୁୁରୀ ମେଡିକାଲରେ ନକଲି ଡାକ୍ତର: ୭ ଦିନ ହେଲା କରୁଥିଲେ ରୋଗୀଙ୍କ ଚିକିତ୍ସା

ଭୁବନେଶ୍ୱର, ୩୧।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ୭ ଦିନ ହେଲା ଜଣେ ଡାକ୍ତର ବେଶରେଆପ୍ରନ ପିନ୍ଧି ଷ୍ଟେଥୋସ୍କୋପ ପକାଇ ୱାର୍ଡ ବୁଲୁଥିଲେ। ୱାର୍ଡରେ ରୋଗୀଙ୍କୁ ଦେଖୁଥିଲେ, ହେଲେ ଔଷଧ ଲେଖୁ ନ ଥିଲେ। କମ ବୟସର ହୋଇଥିବାରୁ ନର୍ସିଂ ଷ୍ଟାଫ ସନ୍ଦେହ କରିଥିଲେ। ଷ୍ଟାପଙ୍କ ଅଭିଯୋଗ ପରେ ଗିରଫ କଲା ମେଡିକାଲ ଫାଣ୍ଡି। ଗିରଫ ପୁରୀ ଏସ୍ସିଏ୍‌ସ କଲେଜ ଯୁକ୍ତ ୨ ବିଜ୍ଞାନ ଛାତ୍ର ବୋଲିସ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜକୋଟରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା/ରିଷିଡ଼ା,୩।୧(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କାମଧନ୍ଦା ନ ପାଇ ରାଜକୋଟକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ଅଭିଯୋଗ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା

ଧୂଷୁରୀ,୩।୧(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ହସନାବାଦ ପଞ୍ଚାୟତ ବନବାଗ ଗ୍ରାମରେ ଶୁକ୍ରବାର ଏକ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଭରତ ଦାସ ଏବଂ...

ଧନୁଯାତ୍ରାକୁ ସ୍ବାଗତ ପାଇଁ ସାଂସ୍କୃତିକ ଶୋଭାଯାତ୍ରା ଆରମ୍ଭ, ଦୁଲୁକିଲା ବରଗଡ

ବରଗଡ, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟାରେ ଉଦ୍‌ଘାଟିତ ହେବ। ତେବେ ବିଶ୍ୱ ପ୍ରସିଦ୍ଧ ଏହି ମହୋତ୍ସବକୁ...

ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୩ ମାଓବାଦୀ

ଭୁବନେଶ୍ୱର,୩।୧: ଛତିଶଗଡ଼ ଗରିଆବନ୍ଧ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ଘଟିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଗରିଆବନ୍ଧ ଅଞ୍ଚଳରେ...

ହତ୍ୟାକାରୀ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର , ୩।୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୩ରେ ଘଟିଥିବା ଏକ ଜଘନ୍ୟ ହତ୍ୟାକାଣ୍ଡ ମାମଲାରେ ଗଞ୍ଜାମ ଜିଲା ଦୌରା ଜଜ୍‌ ରୂପଶ୍ରୀ ଚୌଧୁରୀ ରାୟ ଦେଇଛନ୍ତି।...

ଧନୁଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ବରଗଡ଼ ଲୋକ ସଭା...

କେମିତି ମଣ୍ଡିରେ ଦେବେ ଧାନ, ସୂଚନା ଦେଲେ ମନ୍ତ୍ରୀ

ଗୋପାଳପୁର,୩।୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅନ୍ତର୍ଗତ ଦାସପୁର ସେବା ସମବାୟ ସମିତିର କୋଳଥି ଗାଁରେ ଶୁକ୍ରବାର ଜିଲାସ୍ତରୀୟ ଧାନମଣ୍ଡି ଶୁଭ ଆରମ୍ଭ...

ପାଣିପାଗରେ ହେବ ବଡ଼ ପରିବର୍ତ୍ତନ: ୫ ଦିନ ପରେ…

ଭୁବନେଶ୍ୱର,୩ା୧: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଏପରିକି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ କିମ୍ବା ଏହାଠାରୁ କମ୍‌ ରହୁଥିବା ରେକର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri