ଖସୁଛି ସଂକ୍ରମଣ: ଆଜି ୬୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ରବିବାର ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୮୭ ହଜାର ୨୮୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୯ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୬, ଭଦ୍ରକରୁ ୧, ବଲାଙ୍ଗରୀରୁ ୪, ବୌଦ୍ଧରୁ ୩, କଟକରୁ ୩, ଗଜପତିରୁ ୪, ଗଞ୍ଜାମରୁ ୩, ଯାଜପୁରରୁ ୫, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୬ କୋରାପୁଟରୁ ୪, ମୟୂରଭଞ୍ଜରୁ ୩, ନୟାଗଡ଼ରୁ ୧, ରାୟଗଡ଼ାରୁ ୧, ସମ୍ବଲପୁରରୁ ୨ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

କେନ୍ଦୁଝର,୨୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ବ୍ଲକ ଅଧୀନ ନରଣପୁରରେ ଥିବା ସାହୁ ଜୁଏଲାରୀ ମାଲିକ ଦୀପକ ସାହୁଙ୍କୁ ଆକ୍ରମଣ କରି ୫ ଲକ୍ଷରୁ...

ଭୁବନେଶ୍ୱର ଷ୍ଟେଶନରେ ହାଇ ଆଲର୍ଟ: ଆର୍‌ପିଏଫ୍‌ର ଫ୍ଳାଗ ମାର୍ଚ୍ଚ

ଭୁବନେଶ୍ୱର,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ଦିଲ୍ଲୀ,...

ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୮।୪: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ ବୋଲି ମନ୍ତ୍ରୀ ସୂଚନା...

ମନ୍ତ୍ରୀଙ୍କ ପାଖଲୋକ କହି ହାଇପ୍ରୋଫାଇଲ ଠକେଇ: ମାଡ଼ିବସିଲା ପୋଲିସ

ଦେବଗଡ,୨୮ା୪(ଶଶାଙ୍କ ଶେଖର ଝାଙ୍କର):ନିଜକୁ ପ୍ରଭାବଶାଳୀ ନେତା, ମନ୍ତ୍ରୀଙ୍କ ପାଖଲୋକ ଦର୍ଶାଇବା ସହ ସେମାନଙ୍କ ସହିତ ଉଠାଇଥିବା ଫଟୋ ଦେଖାଇ ଅଭିନବ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...

୧୦୦ ବିଶୃଙ୍ଖଳିତ ଭିସୁଟ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୮।୪(ପ୍ରମୋଦ ବହିଦାର): ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ୧୦୦ ଜଣ ଛାତ୍ରଙ୍କ ହିରୋଧରେ ବିଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କର୍ତ୍ତୃପକ୍ଷ। ଭିସୁଟ ଶୃଙ୍ଖଳା...

ପାରାଦୀପ ଷ୍ଟକ୍‌ୟାର୍ଡ଼ରେ ଭୟଙ୍କର ଅଗ୍ନିକାଣ୍ଡ

ପାରାଦୀପ,୨୮।୪: ପାରାଦୀପ ଜିରୋ ପଏଣ୍ଟରେ ଥିବା ଏକ ଷ୍ଟକ୍‌ୟାର୍ଡରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଷ୍ଟକ୍‌ୟାର୍ଡରେ ଥିବା ପ୍ଲାଷ୍ଟିକ କୋଟେଡ ଆଇରନ୍‌ ପାଇପ୍‌ରେ ନିଆଁ ଲାଗି...

‘ଧନ ଛାଡ଼ି ଜ୍ଞାନ ଅର୍ଜନ କଲେ ସମ୍ମାନ ମିଳିବ’

ଭଞ୍ଜନଗର,୨୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ପକ୍ଷରୁ ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଇନଜୀବୀ ଦିବସ ପାଳିତ ହୋଇଯାଇଛି।...

ପ୍ରଶ୍ନପତ୍ର ବିଭ୍ରାଟରେ ଯିଏ ଦୋଷୀ ତାଙ୍କୁ ଛଡ଼ା ଯିବନାହିଁ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୨୮ା୪: OPSC/SSC ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପ୍ରଶ୍ନପତ୍ର ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image