ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇ ଟ୍ରୋଲ୍ ହେଲେ ଫରହାନ୍‌

ମୁମ୍ବାଇ: ଟୋକିଓରେ ଚାଲିଥିବା ଅଲିମ୍ପିକ୍‌ସରେ ଭାରତୀୟ ପୁରୁଷ ହକି ଦଳ ଇତିହାସ ରଚିଛନ୍ତି । ଦୀର୍ଘ ୪୧ ବର୍ଷ ପରେ ଏମାନେ ବ୍ରୋଞ୍ଚ ପଦକ ଜିତି ଦେଶର ନାମ ଗୌରବାନ୍ୱିତ କରିଛନ୍ତି । ଏହି ଖୁସିର ମୁହୂର୍ତ୍ତକୁ ଦେଖି ସମଗ୍ର ଦେଶବାସୀ ଖୁସିରେ ଝୁମି ଉଠିଛନ୍ତି । ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବଲିଉଡ୍‌ର ବହୁ ସେଲିବ୍ରିଟି, ରାଜନେତା ପୁରୁଷ ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ଏହି କ୍ରମରେ ବଲିଉଡ୍ ନାୟକ ଫରହାନ ଅଖତର ବି ଶୁଭେଚ୍ଛା ଜଣାଇବାକୁ ଭୁଲି ନାହାନ୍ତି । ହେଲେ ଶୁଭେଚ୍ଛା ଜଣାଇବା ପରେ ସେ ଟ୍ରୋଲ ହୋଇଛନ୍ତି । ଘଟଣା ହେଲା ସେ ପୁରୁଷ ହକି ଟିମ୍ ବଦଳରେ ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇ ଦେଇଛନ୍ତି । ଟୁଇଟ କରି ସେ ଏହି ଶୁଭେଚ୍ଛା ଜଣାଇଥିବା ବେଳେ ଭୁଲ ହୋଇଥିବା ଦେଖି ଏହାକୁ ସାଙ୍ଗେସାଙ୍ଗେ ଡିଲିଟ୍ କରି ଦେଇଛନ୍ତି । ହେଲେ ଏହାର ସ୍କ୍ରିନ୍ ସଟ୍ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଆଉ ଏହାକୁ ଦେଖି ୟୁଜର୍ସ ଫରହାନଙ୍କୁ ଟ୍ରୋଲ କରିବା ଆରମ୍ଭ କରି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ...

ପୁରୀ ନୀଳାଦ୍ରୀ ଭକ୍ତ ନିବାସ ନକଲି ୱେବସାଇଟ୍ ମାମଲା, ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ସିଆଇଡି ସାଇବର କ୍ରାଇମ୍ ୟୁନିଟ୍ ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ତିଆରି କରି ଭକ୍ତମାନଙ୍କୁ ଠକେଇ କରୁଥିବା...

କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଧର୍ମଗଡ଼, ୨୮ା୪ (ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଚିଲିଚିଲା ଗ୍ରାମର ହେମନ୍ତ ନାଏକ ଦାଦନ ଖଟିବାକୁ ତାମିଲନାଡୁ ଯାଇଥିବାବେଳେ ରବିବାର ଏକ କାର୍‌...

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ନୂଆପଡା,୨୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।...

ୟୁରୋପରେ ମହା ବିଦ୍ୟୁତ୍ ବିଭ୍ରାଟ: ପରିବହନ, ଯୋଗାଯୋଗ, ଜରୁରୀ ସେବା ଗୁରୁତର ପ୍ରଭାବିତ

ମାଦ୍ରିଦ/ଲିସବନ,୨୮।୪: ସ୍ପେନ, ପର୍ତ୍ତୁଗାଲ ଏବଂ ଫ୍ରାନ୍ସର କିଛି ଅଂଶରେ ଏକ ବିଶାଳ ବିଦ୍ୟୁତ୍ ବିଭ୍ରାଟ ଯୋଗୁଁ ପରିବହନ, ଯୋଗାଯୋଗ ଏବଂ ଜରୁରୀ ସେବା ଗୁରୁତର ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image