ଲଗାଣ ବର୍ଷାରେ ଚାଷ ଜମି ଜଳମଗ୍ନ

ଗଞ୍ଜାମ,୧୩।୧୧(ଡି.ଏନ୍‌.ଏ.): ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ସହର ବାସୀ l ଏଥି ସହିତ ଦିନ ଓ ରାତି ତମାମ ବର୍ଷା ଫଳରେ ଧାନ ଚାଷ ଜମି ଗୁଡିକ ଜଳମଗ୍ନ ରହିଥିବା ଦେଖିବାକୁ ମିଳିଛି l ବିଶେଷ କରି ପୁଇଁତୋଳା, ଝଡକୁଦା, ଲକ୍ଷ୍ମୀପୁର, ପାଳିବନ୍ଧ, କାଇଁଚପୁର, କଲ୍ୟାଣପୁର ଆଦି ଗ୍ରାମର ଚାଷ ଜମି ପ୍ରଭାବିତ ହୋଇଛି l ବର୍ଷା ଯଦି ଲାଗି ରହେ ତା’ହେଲେ ଧାନ ଗଛ ପଚିଯିବାର ଯଥେଷ୍ଟ ସମ୍ଭାବନା ରହିଛି l ଏଣୁ ଗଞ୍ଜାମ ଅଞ୍ଚଳର ଚାଷୀ ଚିନ୍ତାରେ ପଡିଯାଇଛନ୍ତି l ତେଣୁ ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ କ୍ଷତି ପୂରଣ ଦେବାକୁ ଦାବି ହୋଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଲଘୁଚାପ ବର୍ଷା: ବିଲରେ ପଡ଼ିଛି କଟା ଧାନ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୦ା୧୨(ବିଦ୍ୟାଧର ସାହୁ): ଦୁଇଦିନ ଧରି ମେଘୁଆ ପାଗ ଥିବା ବେଳେ ଶୁକ୍ରବାର ସକାଳୁ ଝିପିଝିପି ବର୍ଷା ଲାଗିରହିଛି। ଏହି ଅଦିନିଆ ବର୍ଷାକୁ ନେଇ ଚିନ୍ତାରେ ପଡ଼ିଛନ୍ତି...

ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍: ସୂଚନା ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୦।୧୨: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍ ଖୁବ ଶୀଘ୍ର ପରିବର୍ତ୍ତନ ହେବ। ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ପୁରୁଣା ଡିଜାଇନ୍ ଆଉ...

ଚାଷୀଙ୍କ ପାଇଁ କାଳ ସାଜିଛି ଲଘୁଚାପ ବର୍ଷା: ଖଳାରେ ଭିଜୁଛି ପାଚିଲା ଧାନ

ବାଲିଗୁଡ଼ା,୨୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ଲଘୁଚାପ ପ୍ରଭାବରେ ଗୁରୁବାରଠାରୁ ବାଲିଗୁଡ଼ା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି...

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର

ବୌଦ୍ଧ,୨୦।୧୨(ଅଜିତ୍‌ ବାରିକ): ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୌଦ୍ଧ ଜିଲାର ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର...

ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର,୨୦ା୧୨(ସୁନୀଲ କୁମାର ମହାନ୍ତି): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପରେ ଆକ୍ରମଣ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବେଶ ପଥରେ...

ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ମାଡ଼ିଗଲା ପିକଅପ୍‌: ଚାଲିଗଲା ଜଣଙ୍କ ଜୀବନ, ସିସିଟିଭିରେ କଏଦ ହେଲା ଦୁର୍ଘଟଣାର ଚିତ୍ର

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ବନ୍ଧୋପଲା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

‘ରାଜ୍ୟସ୍ତରରେ କୃତିତ୍ୱ ଅର୍ଜନ କରି ବିଦ୍ୟାଳୟର ମାନ ବୃଦ୍ଧି କରିଛନ୍ତି ଛାତ୍ରୀଛାତ୍ର’

ଦାରିଙ୍ଗବାଡ଼ି,୨୦ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପ୍ରାରମ୍ଭ -୨୦୨୪ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଜଗନ୍ନାଥ ମହାରଣାଙ୍କ ସଭାପତିତ୍ୱରେ...

ଟିକେଟ୍‌ ଯାଞ୍ଚ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ଟିଟିଇ, ଜିଆରପି ପହଞ୍ଚିଲା ବେଳକୁ…

ଟିଟିଲାଗଡ଼,୨୦ା୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନ୍ଦେ ଭାରତ ଏକ୍ସପ୍ରେସରୁ ଶୁକ୍ରବାର ଜଣେ କାର୍ଯ୍ୟରତ ଟିଟିଇଙ୍କ ମୃତଦେହ ଜବତ କରିଛି ଟିଟିଲାଗଡ଼ ଜିଆରପି। ଟିଟିଇ ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri