ସକାଳୁ ସକାଳୁ ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ଭୁବନେଶ୍ବର,୧୧।୨: ରାଜଧାନୀ ଭୁବନେଶ୍ୱର ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍‌-ବାଇକ ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ହେଲେ ୩ଜଣ ଯୁବକ ଜିଜିପି କଲୋନୀରେ ରହୁଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଜଗତସିଂହପୁରରୁ ଏକ କାର୍‌ ପୁରୀ ଅଭିମୁଖେ ଯାଉଥିଲା। ହେଲେ ଟଙ୍କପାଣି ସାଇ ମନ୍ଦିର ନିକଟରେ କାର୍‌-ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ ବାଇକ୍‌ରେ ଥିବା ୩ଜଣ ଯୁବକ ଗୁରୁତର ଆହତ ହୋଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନେଇଥିଲା। ସେଠାରେ ଡାକ୍ତର ୩ଜଣ ଯୁବକଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ କାର୍‌ ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ 

ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ,...

ନୌସେନା କର୍ମଚାରୀଙ୍କ ଶ୍ରାଦ୍ଧବାର୍ଷିକୀରେ କ୍ୟାଣ୍ଡେଲ ଶୋଭାଯାତ୍ରା, ସ୍ମୃତିଚାରଣ କଲେ ଯୁବଗୋଷ୍ଠୀ

ବେଲଗୁଣ୍ଠା,୧୬।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗୋବରା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମର ନୌସେନା କର୍ମଚାରୀ ସ୍ବର୍ଗତ କୃଷ୍ଣ ଚନ୍ଦ୍ର ଗୌଡ଼ଙ୍କ ତୃତୀୟ...

ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ, ଉତ୍ତମ ମଣିଷ ହେବାକୁ ପରାମର୍ଶ

କର୍ଲାମୁଣ୍ଡା:୧୬।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋର ପଦର ପଞ୍ଚାୟତ ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ...

କୋକଲୁଣ୍ଡା ରଙ୍ଗମଞ୍ଚରେ କଳାକାରଙ୍କୁ ସମ୍ବର୍ଦ୍ଧନା, ପ୍ରଶଂସା ସାଉଁଟିଲା ‘କିଏ କାନ୍ଦି ନାହଁ ହାତ ଟେକ’

ବେଲଗୁଣ୍ଠା,୧୬।୪( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ଗଞ୍ଜାମ ପ୍ରସିଦ୍ଧ ଦଣ୍ଡନାଚ ଏହାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହା ଭିନ୍ନ ଭିନ୍ନ ସମୟରେ ଆରମ୍ଭ ହୋଇଥିଲେ...

ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ

ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ...

ବସା ପୋଡ଼ାଯିବା ସତ୍ତ୍ୱେ ମୁଣ୍ଡବିନ୍ଧାର କାରଣ ପାଲଟିିଛନ୍ତି ମହୁମାଛି, ବନ ବିଭାଗକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ ଘଟଣା ଚିନ୍ତାର ବିଷୟ ପାଲଟିଥିଲା। ତେବେ ବୁଧବାର ମଧ୍ୟ...

ଭାରତରେ ପ୍ରଥମ: ଏହି ଏକ୍ସପ୍ରେସ୍ ଟ୍ରେନରେ ଆରମ୍ଭ ହେବ ATM ସେବା

ନୂଆଦିଲ୍ଲୀ,୧୬।୪: ଭାରତର ପ୍ରଥମ ଟ୍ରେନ୍ ଭାବେ ମୁମ୍ବାଇ-ମନମାଡ ପଞ୍ଚବଟି ଏକ୍ସପ୍ରେସ୍ ATM ସେବା ଆରମ୍ଭ ହୋଇଛି ହୋଇଛି। ଏହି ATM ଟ୍ରେନର ଏକ ଏୟାରକଣ୍ଡିସନଡ୍(ଏସି) କୋଚ୍‌ରେ...

ମୁର୍ଶିଦାବାଦରେ ହିଂସା: ଓ୍ବକଫ ବିବାଦକୁ ନେଇ କାହିଁକି ଚୁପ୍‌ ମମତା

ମୁର୍ଶିଦାବାଦ, ୧୬।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲାରେ ଓ୍ବକଫ (ସଂଶୋଧନ) ଆଇନ, ୨୦୨୫କୁ ବିରୋଧ କରି ହୋଇଥିବା ବିକ୍ଷୋଭ ହିଂସାରେ ପରିଣତ ହୋଇଛି। ଏହି ଘଟଣାରେ ଅତିକମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image