୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା

ପୁରୀ,୪।୬: ପୁରୀ ଜିଲା ବାଲୁଗାଁ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଛତ୍ରଗଡ଼ ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରାଭେରାକୁ ଆଇରନ ବୋଝେଇ ଟ୍ରକ ପଛପଟୁ ଧକ୍କା ଦେବାରୁ ଡ୍ରାଇଭଙ୍କ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଜଣାପଡିଛି।

ଟ୍ରଭେରା ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ଏକ ଆଇରନ ବୋଝେଇ ଟ୍ରକ ଆସି ଟ୍ରାଭେରାକୁ ପଛପଟୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଟ୍ରାଭେରା ଡ୍ରାଇଭର ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯବାନଙ୍କ ପାଦ ଛିଣ୍ଡିଲା

ମାଲକାନଗିରି,୨୪ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକମା ଜିଲାରେ ଯବାନମାନେ କୋମ୍ବିଂ ସମୟରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଜଣେ ଯବାନଙ୍କ ପାଦ ଛିଣ୍ଡି ଗୋଡ଼ରୁ ଅଲଗା ହୋଇଯାଇଛି। ସେ ହେଲେ...

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୪ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ...

ଘରେ ପଶି ଦେଇଥିଲେ ହତ୍ୟା ଧମକ: ପଡ଼ିଲା ମହଙ୍ଗା

ଆସିକା,୨୪ା୧୧(ସୁରେନ୍ଦ୍ର ନାଥ ସାହୁ): ଆସିକା ଏନଏସିର ଗଣ୍ଡପୋଲି ଗ୍ରାମରେ ଶନିବାର ରାତିରେ ତାଲା ଭାଙ୍ଗି କୋଠ ଘରେ ପଶିବା ଓ ହତ୍ୟା ଧମକ ଦେଇଥିବା ଅଭିଯୋଗରେ...

ସଶକ୍ତ ଓଡ଼ିଶା ଗଠନରେ ସହାୟକ ହେବେ ସୁଭଦ୍ରା ଯୋଜନା ହିତାଧିକାରୀ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨୪।୧୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ପଡିଆଠାରେ ଆୟୋଜିତ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯୋଗ ଦେଇ ସୁଭଦ୍ରା ଯୋଜନାର ପ୍ରଥମ...

ଗୋପାଳପୁର ବନ୍ଦରରେ ଲାଗିଛି ନୌସେନା ଜାହାଜ ‘କୁଠାର’, ଦେଖିବାକୁ ପ୍ରବଳ ଭିଡ଼

ଛତ୍ରପୁର,୨୪ା୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଗୋପାଳପୁର ବନ୍ଦର ନିକଟ ବର୍ଥ ନଂ ୧ରେ ଭାରତୀୟ ନୌସେନାର ଯୁଦ୍ଧ ଜାହାଜ ‘କୁଠାର’ ରବିବାର ଲଙ୍ଗର ପକାଇଛି। ଏହି...

ଜେଲ୍‌ରେ ପୂରାଇବୁ ନା ସସ୍‌ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ…

ଭୁବନେଶ୍ୱର,୨୪ା୧୧: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍‌ ରାସ୍ତାରେ ଏନ୍‌ଏଚ୍‌ ଅଧିକାରୀଙ୍କୁ ଫୋନ୍‌ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର...

ବାଂଲାଦେଶୀ ନାବାଳିକା ପ୍ରସଙ୍ଗରେ ଦମ୍ପତିଙ୍କୁ ଉଠାଇନେଲା ପୋଲିସ

କଟକ,୨୪ା୧୧: ବାଂଲାଦେଶୀ ନାବାଳିକା ପ୍ରସଙ୍ଗରେ ପୋଲିସ ୨ ଜଣଙ୍କୁ ଉଠାଇ ନେଇଛି। କଟକ ସଦର ଥାନା ଅଞ୍ଚଳର ଦୁଇ ଜଣଙ୍କୁ ମଧୁପାଟଣା ପୋଲିସ ଉଠାଇ ନେଇଥିବା...

ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୪ା୧୧: ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri