ସାଙ୍ଗଙ୍କୁ ବଞ୍ଚାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ସାଙ୍ଗ

ବ୍ରଜରାଜନଗର,୧୨ା୩(ଡି.ଏନ୍‌.ଏ.): ବ୍ରଜରାଜନଗର ଥାନା ଅଧୀନ ରେମଜା ଗ୍ରାମର ରୋହିତ ସାହୁଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଗୋକୁଳ ତପଙ୍କ କୂଅରେ ଗଣେଶ ନଗରର କେତେଜଣ ଯୁବକ ଗାଧୋଉଥିଲେ। ହେଲେ ଗୋକୁଳ ମନା କରିବାରୁ ସେମାନେ ତାଙ୍କୁ ଆକ୍ରମଣ କରିଥିଲେ। ହେଲେ ପାଖରେ ଥିବା ଗୋକୁଳଙ୍କ ସାଙ୍ଗ ରୋହିତ ପ୍ରତିବାଦ କରିବାରୁ ଯୁବକମାନେ ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଫଳରେ ରୋହିତଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ମଣ୍ଡଳୀୟା ସ୍ଥିତ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନର ସ୍ରୋତରେ ଡଙ୍ଗରିଆ

ନିଜର ନିଆରା ତଥା ଭିନ୍ନ ସଂସ୍କୃତି ଓ ପରମ୍ପରା ପାଇଁ ସାରା ବିଶ୍ୱରେ ପରିଚିତ ରାୟଗଡ଼ା ଜିଲା ଆଦିମ ଜନଜାତି ଡଙ୍ଗରିଆ କନ୍ଧ। ରାୟଗଡ଼ା ଜିଲାର...

ଅହରହ ଜଳୁଛି ଷ୍ଟ୍ରିଟ୍‌ଲାଇଟ୍‌, ପଚାରିଲେ ବିଦ୍ୟୁତ୍‌ କର୍ମଚାରୀ କହୁଛନ୍ତି…

ନିରାକାରପୁର,୨୩ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଦୁର୍ଘଟଣା ରୋକାଯିବା ସହିତ ଦୂର ସ୍ଥାନକୁ କିଭଳି ଶୀଘ୍ର ତଥା ସୁବିଧାରେ ଯାତାୟାତ କରିପାରିବେ ସେଥିପାଇଁ ରାଜରାସ୍ତାର ଅନେକ ସ୍ଥାନରେ...

ଚନ୍ଦକା ଗଲା ଛୁଆହାତୀ, ଭାବବିହ୍ବଳ ହେଲେ ବନ କର୍ମଚାରୀ

କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗାନର୍ସରୀରେ ରଖାଯାଇଥିବା ୩ମାସର ଛୁଆହାତୀକୁ ବନ ବିଭାଗର ‘ରକ୍ଷକ’ ଯାନରେ ଶନିବାର ଚନ୍ଦକା ସ୍ଥାନାନ୍ତର...

କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା...

ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ

ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା...

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ...

ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ...

ଆଇଜି ପାର୍କକୁ ଆସିଲେ ୨ ଚିତା ବାଘ

ରାଉରକେଲା,୨୩।୧୧(ବିପ୍ଳବ ରଞ୍ଜନ ଦାସ): ଆର୍‌ଏସ୍‌ପିର ଇନ୍ଦିରା ଗାନ୍ଧୀ ପାର୍କ ପ୍ରାଣୀ ଉଦ୍ୟାନକୁ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ଚିତାବାଘ ଆସିଛନ୍ତି। ଗତ ୨୧ତାରିଖରେ କେନ୍ଦ୍ରୀୟ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri