ଇଭିଏମ୍‌ରେ ସିଲ୍‌ ପ୍ରାର୍ଥୀଙ୍କ ଭାଗ୍ୟ, ଅଙ୍କକଷାରେ ଲାଗିଛନ୍ତି ଦଳୟୀ କର୍ମୀ

ରାଇକିଆ,୩୦।୫(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଜି ଉଦୟଗିରି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଶେଷ ହୋଇଯାଇଛି। ଏବେ ଜୁନ ୪ ତାରିଖ ଫଳାଫଳକୁ ଅପେକ୍ଷା । ଏହାକୁ ନେଇ ଚା’ ଖଟିରେ ମଧ୍ୟ ଚର୍ଚ୍ଚା ଜୋର୍‌ ଧରିଛି । କେଉଁ ଦଳର ପ୍ରାର୍ଥୀ ବିଜୟୀ ହେବାର ସମ୍ଭାବନା ରହିଛି, କେତେ ଭୋଟ ବ୍ୟବଧାନ ରହିବ, କେଉଁଠୁ କେତେ ଭୋଟ ଆସିବ ଏହି ସବୁକୁ ନେଇ ବିଭିନ୍ନ ଆକଳନ କରାଯାଉଛି। ଗୋଟିଏ ପଟେ ଭୋଟରଙ୍କ ନଜର ଫଳାଫଳ ଉପରେ ରହିଥିବା ବେଳେ ଅନ୍ୟପକ୍ଷେ ଦଳୀୟ କର୍ମୀ ଅଙ୍କକଷାରେ ଲାଗିପଡିଛନ୍ତି।

୨୦୧୯ରେ ସାଲୁଗା ପ୍ରଧାନ ଏହି ଆସନରୁ ବିଜେଡ଼ି ଟିକେଟରୁ ଲଢି ବିଜୟୀ ହୋଇଥିଲେ। ୨୦୨୪ରେ ସମସ୍ତ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ ହୋଇଛି। ପ୍ରାୟତଃ ତ୍ରିମୁଖୀ ପ୍ରତିଦ୍ବନ୍ଦ୍ୱିତା ହେଉଥିବା ଏହି ଆସନ ଚଳିତ ନିର୍ବାଚନରେ ସବୁ ଦଳ ନିଜର ସମସ୍ତ ଶକ୍ତି ଖଟାଇ ମଇଦାନକୁ ଓହ୍ଲାଇଥିଲେ। ଏହି ଆସନ କାହା ଭାଗ୍ୟକୁ ଯାଉଛି, କିଏ ବିଧାୟକ ଭାବେ ନିର୍ବାଚିତ ହେଉଛନ୍ତି ଫଳାଫଳକୁ ନେଇ ସମସ୍ତଙ୍କ ଅପେକ୍ଷା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସୂଚନା ଫଳକରେ ଉନ୍ନୟନ କାର୍ଯ୍ୟ

ନବରଙ୍ଗପୁର,୨୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିନା ସୂଚନା ଫଳକରେ ବହୁ ଉନ୍ନୟନ କାର୍ଯ୍ୟ ଚାଲିଥିବା ଦେଖିବାକୁ ମିଳିଛି । କିଏ ଓ କେଉଁ...

Mohan Bhagwat:‘ଗୋଟିଏ ମନ୍ଦିର, ଗୋଟିଏ କୂଅ, ଗୋଟିଏ ଶ୍ମଶାନ’, ହିନ୍ଦୁ ଏକତାକୁ ନେଇ ଭାଗବତଙ୍କ ନୂଆ ଫର୍ମୁଲା

ନୂଆଦିଲ୍ଲୀ,୨୧।୪: ବାଂଲାଦେଶ ଏବଂ ପଶ୍ଚିମବଙ୍ଗରେ ହିଂସାର ଭୟଙ୍କର ଦୃଶ୍ୟ ଦେଖିବା ପରେ, ଅନେକ ଲୋକ ହିନ୍ଦୁ ଏକତା ପାଇଁ ଆହ୍ବାନ ଦେଉଛନ୍ତି। ଆରଏସଏସ ମୁଖ୍ୟ Mohan...

ଲିକ ହେଲା ଆମେରିକାର War Plan, Signalରେ ଶେୟାର କରି ଗୁଇନ୍ଦା ସୂଚନା ଦେଲେ ରକ୍ଷା ସଚିବ

ଓ୍ବାଶିଂଟନ,୨୧।୪: ହୁଥି ବିଦ୍ରୋହୀଙ୍କ ଉପରେ ଆକ୍ରମଣ ଯୋଜନା ପୁଣି ଥରେ ପ୍ରକାଶ ପାଇଛି। ଆମେରିକାର ପ୍ରତିରକ୍ଷା ସଚିବ ପିଟ ହେଗସେଥ ମାର୍ଚ୍ଚ ମାସରେ ୟେମେନର ଇରାନ-ସମର୍ଥିତ...

ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ

ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ...

ଏଇ ଭାରତରେ

ନିନ୍ଦା, ଟାହିଟାପରା କରିବା ଲୋକେ ତ ସମାଜରେ ଅନେକ ମିଳନ୍ତି, କିନ୍ତୁ ଲୋକନିନ୍ଦାକୁ ନିଜର ସାମର୍ଥ୍ୟ କରି ଗଢ଼ି ତୋଳନ୍ତି କ୍ୱଚିତ୍‌। ଏମିତି ଜଣେ ବ୍ୟକ୍ତିତ୍ୱ...

ବୁଦ୍ଧିଜୀବୀ ବନାମ ରାଜନେତା

ନସାଧାରଣଙ୍କ ପୁଞ୍ଜିରେ ନିର୍ମିତ ବିଭିନ୍ନ ପ୍ରକାର ଲୋକାର୍ପଣ ଉତ୍ସବଗୁଡ଼ିକରେ ଫିତାକଟା ସମୟରେ ଅତିଥି ଭାବରେ ଉପସ୍ଥିତ ବ୍ୟକ୍ତିମାନଙ୍କ ମଧ୍ୟରେ ମୁଖ୍ୟତଃ ରାଜନେତାଙ୍କର ଫଟୋ ଦେଖିବାକୁ ମିଳୁଛି।...

ମଣିଷ ଦର

ମଗ୍ରିକ ଭାବେ ବିଚାରକଲେ ଦର ହେଉଛି ଏକ ମୂଲ୍ୟ ନିରୂପଣର ମାଧ୍ୟମ। ତେବେ ବସ୍ତୁ, ସାମଗ୍ରୀ ଆଦି ଯଥାର୍ଥରେ ମୂଲ୍ୟ ନିରୂପଣ ଯୋଗ୍ୟ ବା କରିବା...

JD Vance: ସପରିବାର ଜୟପୁର ଯିବେ ଆମେରିକା ଉପରାଷ୍ଟ୍ରପତି, ଚନ୍ଦା-ପୁଷ୍ପା କରିବେ ସ୍ବାଗତ

ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେମ୍ସ ଡେଭିଡ ଭାନ୍ସ ସୋମବାର(ଏପ୍ରିଲ ୨୧) ରାଜସ୍ଥାନର ରାଜଧାନୀ ଜୟପୁରରେ ପହଞ୍ଚିଛନ୍ତି। ଶୁଳ୍କ ବିବାଦ ମଧ୍ୟରେ ଭାରତ ଆସୁଥିବା ଆମେରିକାର ଉପରାଷ୍ଟ୍ରପତିଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image