ପୁଅକୁ ବଞ୍ଚାଇବାକୁ ଯାଇ ବାପା ମୃତ, ସମ୍ପର୍କୀୟ ଗୁରୁତର

ଭଞ୍ଜନଗର,୨୭।୯: ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଗୁନାଖାଇ ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ସମ୍ପର୍କୀୟ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଘର ପାଖରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟରେ କୌଣସି କାରଣ ବଶତଃ ବିଦ୍ୟୁତ୍‌ ଚାର୍ଜ ହୋଇଯାଇଥିଲା। ସେତିକିବେଳେ ପୁଅ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ଏହା ଦେଖି ବାପା ଏବଂ ତାଙ୍କ ଜଣେ ସମ୍ପର୍କୀୟ ପୁଅଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ପୁଅ କୌଶଳ କ୍ରମେ ବିଦ୍ୟୁତ୍‌ ଆଘତରୁ ବର୍ତ୍ତିଯାଇଥିବା ବେଳେ ବାପା ଏବଂ ତାଙ୍କ ସମ୍ପର୍କୀୟ ବିଦ୍ୟୁତ୍‌ ତାର ସମ୍ପର୍କରେ ଆସି ଯାଇଥିଲେ। ଫଳରେ ସେମାନେ ଗୁରୁତର ହୋଇପଡିଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ବାପାଙ୍କୁ ମୃତ ଘୋଷଣା କରିଥିଲେ। ସମ୍ପର୍କୀୟ ଜଣକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଗାଁରେ ଶୋକର ଛାୟା ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କପିଳାସ ଗଲା ନରହନ୍ତା ହାତୀ

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ ଉତ୍ପାତ ଚଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍‌ ପରେ ଚିକିତ୍ସା ନିମନ୍ତେ ଢେଙ୍କାନାଳ ଜିଲାର କପିଳାସକୁ...

ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍‌ଫୁଟ୍‌ରେ ବିଜେଡି

ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ...

ଜେଲରେ ବିଇଓ, ଶିକ୍ଷକଙ୍କୁ ମିଳିପାରୁନି ଦରମା

ଛତ୍ରପୁର,୨୭ା୯(ସନ୍ତୋଷ ପାଢୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ସୀତାରାମ ପାତ୍ରଙ୍କ ଘରେ ଅଗଷ୍ଟ ୩୧ ତାରିଖରେ ଭିଜିଲାନ୍ସ ଟିମ୍‌...

କାନ୍ଥତଳେ ଚାପିହୋଇ ଚାଲିଗଲା ୨ ବର୍ଷର ଶିଶୁ କନ୍ୟାଙ୍କ ଜୀବନ

ପାଟଣା,୨୭।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତର ବାରତଣିଆ ଗ୍ରାମର ଅଘଟଣ ଘଟିଛି। କାନ୍ଥ ତଳେ ଚାପି ହୋଇ ୨...

ଶିକ୍ଷୟିତ୍ରୀଙ୍କ ଡେପୁଟେଶନକୁ ନେଇ ତାତିଗଲେ ଗ୍ରାମବାସୀ: ଆଉ ତା’ପରେ …

ତୁଣ୍ଡଲା,୨୭ା୯(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ପଞ୍ଚାୟତ ତାଲଭଅଁରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେଶନରେ ଅନ୍ୟ ବିଦ୍ୟାଳୟକୁ...

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ତୁମୁଳକାଣ୍ଡ:ଡିଏସ୍‌ପି ଏସ୍‌ଆଇଙ୍କୁ ପଥରମାଡ଼, ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ

ଭଦ୍ରକ,୨୭।୯: ଭଦ୍ରକ ଜିଲା ସିଟି ଡିଏସ୍‌ପି ଓ ଟାଉନ ଥାନା ଏସଆଇଙ୍କୁ ଶୁକ୍ରବାର ଆକ୍ରମଣ ହୋଇଛି। ସଣ୍ଠିଆ ନିକଟରେ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଲୋକ ପୋଲିସ ଉପରକୁ...

ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ଆସିଲା ରାୟ 

ଅନୁଗୋଳ ,୨୭।୯:  ଅନୁଗୋଳ ଜିଲା ଆଠମଲ୍ଲିକ ଏଡିଜେ କୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ବହୁ ଚର୍ଚ୍ଚିତ ଟ୍ରିପଲ ମର୍ଡର ମାମଲାର ବିଚାର କରି...

ତୈଳ ଜାତୀୟ ଫସଲ ବୁଲି ଦେଖିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୨୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ର ଚାଷ ସମ୍ପର୍କିତ ଶିକ୍ଷା ପ୍ରାପ୍ତ ପାଇଁ ତୈଳ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri