ମହାନଦୀରେ ଭାସିଗଲେ ବାପ, ପୁଅ, ଝିଅ

ସମ୍ବଲପୁର ଅଫିସ,୪।୧୦: ସମ୍ବଲପୁର ଜିଲା ଦଲେଇଗଡ଼ା ମହାନଦୀ ଘାଟରେ ସୋମବାର ଏକ ଅଘଟଣ ଘଟିଛି। ଗାଧୋଇବାକୁ ଯାଇ ବାପ, ପୁଅ ଓ ଝିଅ ଭାସି ଯାଇଛନ୍ତି। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ ବାହିନୀ ଖୋଜାଖୋଜି କରିଥିଲେ। ହେଲେ ତାଙ୍କର କୌଣସି ପତ୍ତା ମିଳିପାରି ନାହିଁ। ରାତି ହୋଇଯିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିଛି।

Share