ବାପ-ପୁଅ ହତ୍ୟା ମାମଲା: ଧରାପଡ଼ିଲେ ୪ ଅଭିଯୁକ୍ତ

ପୁରୀ,୩୧।୧୦(ଅଜିତ୍‌ କୁମାର ମହାନ୍ତି): ପୁରୀ ସଦର ସମଙ୍ଗରାରେ ଘଟିଥିବା ଡବଲ ମର୍ଡର ଘଟଣାରେ ଗୁରୁବାର ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁରୀ ପୋଲିସ l ଗିରଫ ଅଭିଯୁକ୍ତମାନେ ହେଲେ ଜଟାଧାରୀ ପ୍ରଧାନ, ବଳିଆ ପ୍ରଧାନ, ଜଗା ପ୍ରଧାନ, ରତନି ପ୍ରଧାନ। ଗିରଫ ଅନ୍ୟ ଜଣେ ନାବାଳକ ବୋଲି ଜଣାପଡିଛି।

ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ଛୁରୀ ଏବଂ ଇଟାକୁ ଜବତ କରଇଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପା ରବି ସ୍ବାଇଁ ଏବଂ ପୁଅ ପ୍ରକାଶ ସ୍ବାଇଁଙ୍କୁ ଅଭିଯୁକ୍ତମାନେ ଅତି ନିର୍ମମ ଭାବେ ହତ୍ୟା କରିଥିବା ପୋଲିସ କହିଛି।

ମିଳିଥିବା ସୂଚନା ମୁତାବକ, ଗତ ୬ ମାସ ହେଲା ଜମିବାଡ଼ିକୁ ନେଇ ବିବାଦ ଲାଗି ରହିଥିଲା। ହେଲେ ଗତକାଲି ରାତିରେ ବାପ-ପୁଅ ଘରକୁ ଫେରୁଥିବା ବେଳେ ୫ଜଣ ଅଭିଯୁକ୍ତ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ଏ ନେଇ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Pahalgam Attack: ଆକ୍ରମଣବେଳେ ଜାମା ମସଜିଦରେ ଚାଲିଥିଲା ଏମିତି, ସେଦିନ ନମାଜ ପାଠ ସାରି ମୁସଲମାନମାନେ କହିଥିଲେ…

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ପରେ ସମଗ୍ର...

ଭାରତ-ପାକିସ୍ତାନ ଭିତରେ ଯୁଦ୍ଧ! AIର ଭୟଙ୍କର ଆକଳନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି...

ମଦ ବିରୋଧରେ ତାତିଲେ ମହିଳା

କୁତ୍ରା,୨୭ା୪(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଧୀନ ବୁଡାକଟା ଗ୍ରାମର ମହିଳାମାନେ ରବିବାର ମଦ ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ୫୦ରୁ ଊର୍ଦ୍ଧ୍ୱ ମହିଳା...

Recharge Plan: ଥରେ ରିଚାର୍ଜ କଲେ ୨୦୨୬ଯାଏ ପୁରା ଫ୍ରି, ଦିନକୁ ମିଳିବ ୨.୫ଜିବି ଡାଟା

ଯଦି ଆପଣ ୨୮, ୫୬ କିମ୍ବା ୮୪ ଦିନର ଭ୍ୟାଲିଡିଟି ସହିତ ରିଚାର୍ଜ ପ୍ଲାନ ନେବାକୁ ଚାହୁଁନାହାଁନ୍ତି ଏବଂ ବାରମ୍ବାର ରିଚାର୍ଜ କରିବାର ଅସୁବିଧା ଚାହୁଁନାହାଁନ୍ତି,...

ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି...

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ...

Pakistan: ଦିଲ୍ଲୀରେ ହଲଚଲ: ଯେକୌଣସି ମୂହୁର୍ତ୍ତରେ ହେବ ଆକ୍ସନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ଆକ୍ରମଣରେ...

IPLରେ ବୁମରାଙ୍କ ଆଉ ଏକ ସଫଳତା

ମୁମ୍ବାଇ,୨୭ା୪: ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ତଥା ଭାରତୀୟ ଦଳର ପ୍ରିମିୟର ପେସର ଯଶପ୍ରୀତ ବୁମରା ତାଙ୍କ ଉଲ୍ଲେଖନୀୟ କ୍ୟାରିୟରରେ ଆଉ ଏକ ସଫଳତା ଯୋଡ଼ିଛନ୍ତି। ସେ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image