ଓୟୁଏଟି କ୍ୟାମ୍ପସରେ ମହିଳା ପ୍ରଫେସରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଭୁବନେଶ୍ବର ଓୟୁଏଟି କ୍ୟାମ୍ପସରେ ଗୁରୁବାର ରାତିରେ ମହିଳା ପ୍ରଫେସର ଆତ୍ମହତ୍ୟା କରିଛନ୍ତି। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଗୁରୁବାର ସକାଳୁ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଓୟୁଏଟି କ୍ୟାମ୍ପସ ପରିସରରୁ ଆସିଷ୍ଟାଣ୍ଟ ମହିଳା ପ୍ରଫେସର ବାସନ୍ତୀ ଜେନାଙ୍କ ମୃତଦେହ ମିଳିଛି। ଖଣ୍ଡଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Share