ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର

ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍‌ ରାଜ୍‌ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର ଓଡ଼ିଶାରେ ପରିଚିତ ରାଜ୍‌ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ଚଳିତ ବର୍ଷର ଦୁର୍ଗାପୂଜା, ଦୀପାବଳି ଏବଂ ଧନ୍‌ତେରସ ନିମନ୍ତେ ଫେଷ୍ଟିଭ ଅଫର ଆରମ୍ଭ ହୋଇଯାଇଛି। ଏହି ଅବସରରେ ଗ୍ରାହକଙ୍କୁ ଆକର୍ଷଣୀୟ ଅଫର ଓ ରିହାତି ପ୍ରଦାନ କରାଯାଉଛି। ବିଶେଷକରି ଏୟାର କଣ୍ଡିଶନର, ଏଲ୍‌ଇଡି ଟିଭି, ସାଇଡ୍‌ ବାଇ ସାଇଡ୍‌ ରେଫ୍ରିଜରେଟର,ଓ୍ବାଶିମେଶିନ, ମାଇକ୍ରୋଓଭନ, ଓ୍ବାଟର ପ୍ୟୁରିଫାୟାର ଏବଂ ଡାଓସ୍‌ ରେଫ୍ରିଜରେଟର ସହିତ ମିନି ରେଫ୍ରିଜରେଟର ଓଏଲ୍‌ଇଡି ଟିଭି ସହିତ ଏଲ୍‌ଇଡି ଟିଭି ଫ୍ରି, ସାଉଣ୍ଡବାର ଏବଂ ଅନ୍ୟାନ୍ୟ ଉପହାର ଆଦି ଗ୍ରାହକ ଗ୍ରାଣ୍ଡ ଅଫରରେ ଜିତିପାରିବେ। ଏତଦ୍‌ବ୍ୟତୀତ ଗ୍ରାହକମାନେ ଶୋ’ରୁମ୍‌ରୁ ବିଭିନ୍ନ ମଡେଲ ଉପରେ ୪୦% ପର୍ଯ୍ୟନ୍ତର ରିହାତି ପାଇପାରିବେ । ଏପରିକି ଫାଇନାନ୍ସରେ କିଣୁଥିବା ବିଭିନ୍ନ ଉତ୍ପାଦ ଉପରେ ୨୬,୦୦୦ ଟଙ୍କା ପର୍ଯ୍ୟନ୍ତର କ୍ୟାଶ୍‌ବ୍ୟାକ୍‌ ଅଫର ଓ ବିଭିନ୍ନ କମ୍ପାନୀର କ୍ରେଡିଟ୍‌ କାର୍ଡ କ୍ରୟରେ ନୋ କଷ୍ଟ ଇଏମ୍‌ଆଇ ଏବଂ ସବୁଠାରୁ କମ୍‌ ମୂଲ୍ୟର କିସ୍ତି ୮୮୮ଟଙ୍କାରେ କିଣିବାର ବ୍ୟାପକ ସୁଯୋଗ ଯୋଗାଇ ଦିଆଯାଉଛି। ଏ ସମ୍ପର୍କରେ ରାଜ୍‌ ଇଲେକ୍ଟ୍ରୋନିକ୍ସର ସ୍ବତ୍ୱାଧିକାରୀ ପ୍ରକାଶ ବିଶ୍ୱାଳ (ଟୁଟୁଭାଇ) କହିଥିଲେ, ଆମେ ଆମର ପାର୍ବଣ ଅଫରର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ପାର୍ବଣର ଖୁସିକୁ ଦ୍ୱିଗୁଣିତ କରିବା ପାଇଁ ଆମେ ବ୍ୟାପକ ବର୍ଗର ରିହାତି ଓ ଅଫର ଗ୍ରାହକଙ୍କୁ ଯୋଗାଇଦେଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍‌ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ...

ଆଲିଶାନ୍‌ର ‘ପୂଜା ପାୱାର’ ଅଫର

ଭୁବନେଶ୍ୱର,୫।୧୦: ଭୁବନେଶ୍ୱରର ଅଗ୍ରଣୀ ଗାର୍ମେଣ୍ଟ ବ୍ରାଣ୍ଡ ତଥା ସ୍ବତଃ ପୁରୁଷ (ମେନ୍ସ ଏକ୍ସକ୍ଲୁସିଭ) ପରିଧାନ ଶୋ’ରୁମ୍‌ ଆଲିଶାନ୍‌ର ବହୁ ପ୍ରତୀକ୍ଷିତ ପାର୍ବଣ ଅଫର ‘ପୂଜା ପାୱାର’ର...

ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ...

ବିଗେଷ୍ଟ ଓଲା ସିଜନ ସେଲ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୧୦: ଓଲା ଇଲେକ୍‌ଟ୍ରିକ୍‌ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ତଥା ଚଳିତ ପାର୍ବଣ ଋତୁରେ ବିଗେଷ୍ଟ ଓଲା ସିଜନ ସେଲ୍‌ (ବସ୍‌)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି...

ପାର୍ବଣରେ ୫୦ ହଜାର କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୫।୧୦ (ଅନୁରାଧା ମହାରଣା): ନବରାତ୍ରିରେ ରାମଲୀଲା ଗରବା ଏବଂ ଦାଣ୍ଡିଆ ଉସତ୍ବ ପ୍ରତିବର୍ଷ ସାରା ଦେଶରେ ୧୦ ଦିନ ପାଳନ କରାଯାଉଥିବାବେଳେ ଦେଶରେ ବ୍ୟବସାୟିକ କ୍ଷେତ୍ରରେ...

ଇଣ୍ଡିଆ ପୋଷ୍ଟ ସହ ଆମାଜନ୍‌ର ବୁଝାମଣା

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆ ପୋଷ୍ଟ ଏବଂ ଆମାଜନ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଆମାଜନ୍‌ ଟ୍ରାନ୍ସପୋର୍ଟେଶନ ସର୍ଭିସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଓ ଡିପାର୍ଟମେଣ୍ଟ ଅଫ୍‌...

ରିଲାଏନ୍ସ ଟ୍ରେଣ୍ଡ୍‌ସର ଶରତ-ଶୀତ କଲେକ୍ସନ

ମୁମ୍ବାଇ,୫।୧୦: ଚଳିତ ବର୍ଷର ପାର୍ବଣ ପାଇଁ ରିଲାଏନ୍ସ ଟ୍ରେଣ୍ଡ୍‌ସ ପକ୍ଷରୁ ଶରତ-ଶୀତ କଲେକ୍ସନର ଶୁଭାରମ୍ଭ କରାଯାଇଛି। ଏପରିକି ପ୍ରତ୍ୟେକ ଦିନ କମ୍‌ ମୂଲ୍ୟର ଚିନ୍ତାଧାରା ସହ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri