କରୋନାରେ ୧୫ ଜୀବନ ଗଲା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୫ ମୃତକଙ୍କ ମଧ୍ୟରୁ ଅନୁଗୋଳରୁ ୩, ମୟୁରଭଞ୍ଜରୁ ୩, ଭୁବନେଶ୍ୱରରୁ ୨, ଢେଙ୍କାନାଳରୁ ୨, ସୁବର୍ନପୁର ୨, କଟକ ୧, ପୁରୀ ୧, ରାଉରକେଲାରୁ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି।

Share