Posted inଫୁରସତ

ସାପ ସହ ଗୁଣ୍ଡୁଚିମୂଷାର ଭୟଙ୍କର ଲଢ଼େଇ; ଶେଷରେ ଯାହା ହେଲା ଦେଖିଲେ…

ଦୁନିଆରେ ଏପରି ଅନେକ ଜିନିଷ ଦେଖିବାକୁ ମିଳେ, ଯାହା ଉପରେ ବିଶ୍ୱାସ କରିବା କଷ୍ଟକର। ଅନେକ ଥର ପଶୁମାନଙ୍କୁ ନେଇ କିଛି ଘଟଣା ଲୋକଙ୍କୁ ଚିନ୍ତାରେ ପକାଇଥାଏ। ଏହିଭଳି ଏକ ଭିଡିଓ ଏବେ ଭାଇରାଲ ହେଉଛି। ଜଣେ ଭାରତୀୟ ବନସେବା ଅଧିକାରୀ ନିଜ ଟୁଇଟର ହ୍ୟାଣ୍ଡେଲରେ ଭିଡିଓଟିକୁ ଶେୟାର କରିଛନ୍ତି। ଭିଡିଓରେ ଏକ ସାପ ଏବଂ ଗୁଣ୍ଡୁଚିମୂଷା ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳୁଛି। କିଛି ଲୋକେ ଏହାକୁ ପସନ୍ଦ କରୁଥିବା ବେଳେ କିଛି ଚକିତ ହୋଇଯାଇଥିବା କହିଛନ୍ତି।

ଆଇଏଫ୍‌ଏସ୍‌ ସୁଶାନ୍ତ ନନ୍ଦା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ପ୍ରାୟତଃ ଜଙ୍ଗଲ ଦୁନିଆ ସହ ଜଡ଼ିତ କିଛି ଫଟୋ ଏବଂ ଭିଡିଓ ଲୋକମାନଙ୍କ ସହ ବାଣ୍ଟିଥାନ୍ତି। ଏହି କ୍ରମରେ ସେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ଏକ ସାପ ଏବଂ ଗୁଣ୍ଡୁଚିମୂଷାକୁ ଦେଖିବାକୁ ମିଳୁଛି। ଉଭୟ ପରସ୍ପରକୁ ଜୋରଦାର ଆକ୍ରମଣ କରୁଛନ୍ତି। କିଛି ସମୟ ପରେ ସାପଟି ଗୁଣ୍ଡୁଚିମୂଷା ସମ୍ମୁଖରେ ଅସହାୟ ହୋଇଯାଉଛି। ଶେଷରେ ଗୁଣ୍ଡୁଚିମୂଷାଟି ସାପର ମୁହଁକୁ ଖାଉଥିବା ଦେଖିବାକୁ ମିଳିଛି।

ଦେଖନ୍ତୁ ଭିଡିଓ:

ଭିଡିଓ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିବେ ନିଶ୍ଚୟ। ତେବେ କଥାରେ କଛି ଏହି ଦୁନିଆରେ କିଛି ବି ଅସମ୍ଭବ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri