ବିବାହ ଭୋଜିରେ ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ

ହିଞ୍ଜିଳିକାଟୁ,୯ା୨(ଡ଼ି.ଏନ୍‌.ଏ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ତଥା ହିଞ୍ଜିଳି ଥାନା ଅଧୀନ ନରେନ୍ଦ୍ରପୁର ଗ୍ରାମରେ ଗୁରୁବାର ସକାଳେ ଏକ ବିବାହ ଭୋଜିରେ ୨ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣକ ହେଲେ ପ୍ରମୋଦ ପୋଲାଇ। ତାଙ୍କୁ ପ୍ରଥମେ ହିଞ୍ଜିଳିକାଟୁ ପରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଛି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ଗୁରୁତର ଆହତ ପ୍ରମୋଦଙ୍କ ପତ୍ନୀ ବବି ପୋଲାଇ, ଗ୍ରାମର ସୁଧାକର ପୋଲାଇ ଓ ଭିକୁ ନାୟକଙ୍କ ଅଭିଯୋଗ କ୍ରମେ ଥାନାରେ ୩ଟି ପୃଥକ ମାମଲା ରୁଜୁ ହୋଇଛି। ପୋଲିସ ୩ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିଲେ ଅତିରିକ୍ତ ତହସିଲଦାର: ଛକିରହିଥିଲା ଭିଜିଲାନ୍ସ ,ପରେ ଯାହା ହେଲା…

ସମ୍ବଲପୁର,୧୯।୪: ଲାଞ୍ଚ ନେଇ ଧରାପଡ଼ିଲେ ସମ୍ବଲପୁର ଜିଲା ମାନେଶ୍ବର ଅତିରିକ୍ତ ତହସିଲଦାର। ମାନେଶ୍ବର ଅତିରିକ୍ତ ତହସିଲଦାର ଭୁବନାନନ୍ଦ ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି। ଚାଷଜମିର କିସମ...

ଟୁଇନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ୱର,୧୯।୪: ଟୁଇନ୍‌ ସିଟିରେ ହେବ ନୂଆ IT ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର...

Scheme: ୨୦୦ଟଙ୍କା ରଖିଲେ ମାସକୁ ମିଳିବ ୧୫ହଜାର! ଏହି ସ୍କିମ୍‌ କରିବ ମାଲାମାଲ୍‌

ନୂଆଦିଲ୍ଲୀ,୧୯।୪: ଏଭଳି କିଛି ସ୍କିମ୍‌ ଅଛି ଯାହା ଆପଣଙ୍କୁ ଲକ୍ଷପତି କରାଇବାରେ ସହାୟକ କରିଥାଏ। ଯାହା ଆପଣଙ୍କ ନିବେଶ କରିବା ତରିକାକୁ ବଦଳାଇ ଦେଇପାରେ ।...

କ’ଣ ବଦଳିଯିବ Google Searchର URL? ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ବ୍ରାଉଜିଂ ଏବଂ ସର୍ଚ୍ଚ ଇଞ୍ଜିନଗୁଡ଼ିକୁ ଉନ୍ନତ କରିବା ପାଇଁ କମ୍ପାନୀଗୁଡ଼ିକ ସମୟ ସମୟରେ ସେମାନଙ୍କର ନିୟମଗୁଡ଼ିକୁ ଅପଡେଟ କରିଚାଲିଛନ୍ତି। ତେବେ ଏକ ବଡ଼ ଟେକ କମ୍ପାନୀ...

ଘଟଗାଁ ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟସଚିବ ଶକ୍ତିକାନ୍ତ ଦାସ

କେନ୍ଦୁଝର,୧୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଓଡ଼ିଶାକୁ ତିନି ଦିନିଆ ଗସ୍ତରେ ଆସିଥିବା ବେଳେ ଶନିବାର କେନ୍ଦୁଝର ଗ୍ରସ୍ତରେ...

ଦାରିଙ୍ଗବାଡି ବନାଞ୍ଚଳରେ ଅବାଧ ଗଛକଟା ଘଟଣା: ବନ ବିଭାଗ ସେଣ୍ଟ୍ରିଙ୍ଗ ଭାଙ୍ଗି ଜବତ କଲା କାଠ

ଦାରିଙ୍ଗବାଡି,୧୯।୪ (ଅରୁଣ ସାହୁ): ପୋଲ ନିର୍ମାଣରେ ମୂଲ୍ୟବାନ ଶାଳ କାଠକୁ ସେଣ୍ଟ୍ରିଙ୍ଗରେ ବ୍ୟବହାରକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ଖବର ଧରିତ୍ରୀରେ...

BJD: ବିଜେଡିରେ ଚାଲିଛି କ’ଣ? ପଛେଇଗଲେ ବଡ଼ ନେତା

ଭୁବନେଶ୍ୱର,୧୯।୪: ୯ମ ଇନିଂସରେ ପାଦ ଛାପିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକଙ୍କୁ ଶନିବାର ବିଜୁ ଜନତା ଦଳ (ବିଜେଡି)ର ସଭାପତି ଭାବେ ପୁନଃ...

ପେଟ ପାଇଁ ଗାଁ ବୁଲୁଛି ଓଟ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ସୁଦୂର ରାଜସ୍ଥାନ ଓ ଉତ୍ତରପ୍ରଦେଶରୁ କେତେଜଣ ବ୍ୟକ୍ତି ଓଟକୁ ଧରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଗାଁକୁ ଗାଁ ବୁଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image