ବିିଧାୟକଙ୍କୁ ଗାଳିଦେବାରୁ ହାତାହାତି

କଣାସ,୪ା୧୦(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ପଞ୍ଚାୟତ ସମିତିର ନବମ ବୈଠକ ଗୁରୁବାର ପଞ୍ଚାୟତ ସମିତି ସଭାଗୃହରେ ଚାଲିଥିବା ସମୟରେ ବିଧାୟକଙ୍କ ଗୋଷ୍ଠୀ ଓ ବିରୋଧୀ ଗୋଷ୍ଠୀର ଶତାଧିକ ଯୁବକ ବାହାରେ ରହିଥିଲେ। ଏହି ସମୟରେ ବିରୋଧୀ ଗୋଷ୍ଠୀର କେତେଜଣ ଯୁବକ ସତ୍ୟାବାଦୀ ବିଧାୟକ ଓମ୍‌ ପ୍ରକାଶ ମିଶ୍ରଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳିକରିବାରୁ ବିଧାୟକଙ୍କ ଗୋଷ୍ଠୀର କେତେଜଣ ଯୁବକ ଏହାକୁ ବିରୋଧ କରିଥିଲେ। ପରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଯୁକ୍ତିତର୍କ ସହ ହାତାହାତି ଆରମ୍ଭ ହୋଇଯାଇଥିଲା। ଘଟଣାସ୍ଥଳରେ କଣାସ ଆଇଆଇସି ରାକେଶ ତ୍ରିପାଠୀ, ଏଏସ୍‌ଆଇ ଦେବୀପ୍ରସାଦ ଲେଙ୍କା, ଏସ୍‌ଆଇ କୃଷ୍ଣଚନ୍ଦ୍ର ବେହେରା ଉପସ୍ଥିତ ଥିବାରୁ ଉଭୟ ପକ୍ଷଙ୍କୁ ବୁଝାଶୁଝା କରି ଛାଡ଼ି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହବିଷ୍ୟାଳୀଙ୍କ ପାଇଁ ୬ରୁ ଆବେଦନ ଆରମ୍ଭ, କାର୍ତ୍ତିକ ମାସରେ ପୁରୀରେ ମିଳିବ ସବୁ ସୁବିଧା

ପୁରୀ,୪।୧୦: ହବିଷ୍ୟାଳିଙ୍କ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ...

ମା’ ବନଦୁର୍ଗା ମନ୍ଦିର ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ, ରାଇକିଆ ଉତ୍ସବମୁଖର

ରାଇକିଆ, ୪।୧୦(ପ୍ରଦୀପ ବେହେରା):ରାଇକିଆର ପ୍ରତିଷ୍ଠିତ ଦେବୀ ମା’ ବନଦୁର୍ଗାଙ୍କର ମନ୍ଦିର ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ ଶୁକ୍ରବାର ଅନୁଷ୍ଠିତ ହେଉଛି । ଏହାକୁ ଅତ୍ୟନ୍ତ ଜାକଜମକରେ ରାଇକିଆବାସୀ...

ପୋଖରୀରେ ବୁଡି ଚାଲିଗଲା ୪ ବର୍ଷ ଶିଶୁ ପୁତ୍ରଙ୍କ ଜୀବନ

ପାଟଣା,୪।୧୦(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡା ପଞ୍ଚାୟତ ଟାଙ୍ଗରପଡ଼ା ଦେଉଳିସାହିର ଗାଁ ପୋଖରୀରେ ବୁଡି ଜଣେ ୪ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତ...

ନିଲାମ ହେଲା ଅର୍ପଣ ଚାଉଳ, ଏତେ କୋଟି ଟଙ୍କାରେ ହେଲା ବିକ୍ରି…

ଭୁବନେଶ୍ୱର,୪।୧୦: ନିଲାମ ହେଲା ଅର୍ପଣ ଚାଉଳ। ପରିକ୍ରମା ପ୍ରକଳ୍ପବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା। କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ...

ରେଳଧାରଣାରେ ପଡ଼ିଛି ଯୁବକଙ୍କ ହାତଗୋଡ଼ ବନ୍ଧା ଖଣ୍ଡବିଖଣ୍ଡିତ ମୃତଦେହ

ଚୌଦ୍ୱାର,୪ା୧୦(ଆଶୁତୋଷ ଦାସ): କଟକ ଟାଙ୍ଗୀ ନର୍ଗୁଣ୍ଡ ରେଳଧାରଣା ଉପରେ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଛ। ଯୁବକ ଜଣଙ୍କ ହେଲେ ତେରୁଆଁ ବଙ୍ଗାଳୀ ସାହିରେ ରହୁଥିବା...

ମାଣ୍ଡିଆ ଚାଷ ପ୍ରତି ଆଗ୍ରହ ବଢୁଛି

ଛେନାପଦି,୪ା୧୦(ନିରାକାର ପରିଡ଼ା): ରାଜ୍ୟ ସରକାରଙ୍କ ପକ୍ଷରୁ ମାଣ୍ଡିଆ ଚାଷର ଅଗ୍ରଗତି ନେଇ ପ୍ରୟାସ କରାଯାଉଛି। ମିଲେଟ୍‌ ମିଶନ ଜରିଆରେ ମାଣ୍ଡିଆ ଜାତୀୟ ଖାଦ୍ୟ ବିକ୍ରି ପାଇଁ...

ପରିବର୍ତ୍ତନ ଧାରାରେ ଅଫିମ ଚାଷୀ

ବାରିପଦା, ୪ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଦିନ ଥିଲା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଲୋକେ ଅଫିମ ଚାଷ କରୁଥିଲେ। ପୋଲିସ ହାତରେ ଧରାପଡ଼ିଯିବା ଆଶଙ୍କାରେ...

ଛାତକୁ ଯାଇଥିଲେ ମହିଳା, ଗୋଡାଇଲା ମାଙ୍କଡ, ଆଉ ତା’ପରେ…

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ୱାର୍ଡ ନଂ.୪ ସୁନାରି ସାହିର ଜଣେ ମହିଳା ଶୁକ୍ରବାର ସକାଳେ ଛାତରୁ ଖସିପଡି ଗୁରୁତର ଆହାତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri