Posted inରାଜ୍ୟ

‘ଫିଜି ମେଁ ଭାରତୀୟୋଁ କା ଇତିହାସ ତଥା ଉନ୍‌କା ଜୀବନ’ ଉନ୍ମୋଚିତ

ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା): ପ୍ରବାସୀ ଭାରତୀୟ ଦିବସ ଅବସରରେ ବିଶିଷ୍ଟ ଲେଖିକା ତଥା ଶିକ୍ଷାବିତ୍‌ ଡ. ରେଖା ଚତୁର୍ବେଦୀଙ୍କ ପୁସ୍ତକ ‘ଫିଜି ମେଁ ଭାରତୀୟୋଁ କା ଇତିହାସ ତଥା ଉନ୍‌କା ଜୀବନ’ ଉନ୍ମୋଚିତ ହୋଇଛି। ଏହି ଅବସରରେ ରେଖା ଚତୁର୍ବେଦୀ କହିଛନ୍ତି, ‘ଫିଜି ମେଁ ଭାରତୀୟୋଁ କା ଇତିହାସ ତଥା ଉନ୍‌କା ଜୀବନ (୧୮୭୯ – ୧୯୪୭)’ରେ ଭାରତରୁ ଆସିଥିବା ଶ୍ରମିକଙ୍କ ଜୀବନ ଓ ଦୁଃଖ ବିଷୟରେ ଉପସ୍ଥାପନା କରାଯାଇଛି। ଡ. ଚତୁର୍ବେଦୀଙ୍କ ଏହି ଐତିହାସିକ ପ୍ରକାଶନ ପ୍ରବାସୀ ଭାରତୀୟ ଶ୍ରମିକଙ୍କ ଦୁର୍ଦ୍ଦଶାକୁ ଉନ୍ମୋଚନ କରିଛି। ପ୍ରବାସୀ ଭାରତୀୟ ଦିବସରେ ପୁସ୍ତକର ଉନ୍ମୋଚନ ଭାରତୀୟ ପ୍ରବାସୀଙ୍କ ପାଇଁ ବେଶ୍‌ ଗୁରୁତ୍ୱ ବହନ କରୁଛି ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍‌ଯାପନୀ ସମାରୋହରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି।...

ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଆପଣଙ୍କ ଉପସ୍ଥିତି ସମସ୍ତ…

ଭୁବନେଶ୍ୱର,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।...

ମଧ୍ୟାହ୍ନ ଭୋଜନରେ ଏହି ସବୁ ଦେଶୀ ଖାଦ୍ୟ ଖାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ସମୟରେ ଶୁକ୍ରବାର ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିଛନ୍ତି। ଷ୍ଟୋର୍ଟରରେ ପନିର ଟିକା, ବେବିକର୍ଣ୍ଣ, କୋଳଥ...

ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା...

ବିବାହ ବିଚ୍ଛେଦ ମାମଲାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ମାମଲା ବିଚାରାଧୀନ ଥିଲେ ଜଣେ ନେଇପାରିବେ…

କଟକ,୧୦ା୧: ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି...

ସ୍ବାମୀଙ୍କ ସହ ଜେଲ୍‌ ଗଲେ ସହଦେବ ହତ୍ୟାଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା

ଭୁବନେଶ୍ୱର,୧୦ା୧: ବ୍ରାଉନଗୁଗାର ବିକ୍ରି  ଏବଂ ରସୁଲଗଡ଼ ବ୍ରିଜ୍‌ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି।...

ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ

ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ...

ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା…ଜାଣନ୍ତୁ କ’ଣ

ଭୁବନେଶ୍ୱର, ୧୦ା୧(ସୁନିତ୍‌ ମିଶ୍ର):ସୁଭଦ୍ରା ଯୋଜନାରୁ ଅପ୍‌ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଯାଇଥିଲେ ସେମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri