ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୦।୩: ସାଧାରଣ ନିର୍ବାଚନ ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରଥମ ପର୍ଯ୍ୟାୟ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ୨୧ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶର ୧୦୨ଟି ସଂସଦୀୟ କ୍ଷେତ୍ରରେ ଆସନ୍ତା ଏପ୍ରିଲ ୧୯ ତାରିଖରେ ମତଦାନ ହେବ।

ବିହାରକୁ ବାଦ୍‌ ଦେଇ ସମସ୍ତ ୨୦ଟି ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ୨୭ ମାର୍ଚ୍ଚ ରହିଥିଲା ବେଳେ ବିହାରରେ ଶେଷ ତାରିଖ ୨୮ ମାର୍ଚ୍ଚ ରହିଛି। ପ୍ରଥମ ପର୍ଯ୍ୟାୟରେ ଏହିସବୁ ସଂସଦୀୟ ନିର୍ବାଚନ ମଣ୍ଡଳୀ ଗୁଡ଼ିକରେ ୧୯ ଏପ୍ରିଲ ୨୦୨୪ରେ ମତଦାନ ହେବ।

ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ମିଜୋରାମ, ନାଗାଲାଣ୍ଡ, ରାଜସ୍ଥାନ, ସିକିମ, ତାମିଲନାଡୁ, ତ୍ରିପୁରା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ, ଜମ୍ମୁ-କଶ୍ମୀର, ଲାକ୍ଷାଦ୍ୱୀପ ଏବଂ ପୁଡୁଚେରୀରେ ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ, ଉପୁଡ଼ିଲା ବଡ଼ବଡ଼ ଗଛ

ଝରିଗାଁ,୧୮ା୪(କିଶୋର ଚନ୍ଦ୍ର ମଣ୍ଡଳ): କାଳବୈଶାଖୀ ପ୍ରଭାବରେ ଝରିଗାଁ ସଦରମହକୁମାସ୍ଥିତ ଶିରାଗୁଡ଼ା ସାହିଠାରେ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ି ଯାତାୟାତ ବାଧାପ୍ରାପ୍ତ ହୋଇଛି। ଫଳରେ ଏହି...

ଜିଲାସ୍ତରୀୟ ଚେସ୍‌ ପ୍ରତିଯୋଗିତା ଆରମ୍ଭ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ): ଭବାନୀପାଟଣା ତାରିଣୀ ମନ୍ଦିର ରୋଡ ସ୍ବାମୀ ବିବେକାନନ୍ଦ ପବ୍ଲିକ ସ୍କୁଲଠାରେ ଶୁକ୍ରବାର କଳାହାଣ୍ଡି ଜିଲାସ୍ତରୀୟ ଚେସ୍‌ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। କଳାହାଣ୍ଡି...

ଘର ପୋଡି କ୍ଷତିଗ୍ରସ୍ତଙ୍କୁ ମିଳିଲା ସହାୟତା

ଧରାକୋଟ,୧୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତର ଡାକିବଜା ଗ୍ରାମରେ ଶଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟି ୧୦ଟି ପରିବାରର ୧୧...

ଘରର ଛପର ଉଡ଼ାଇ ନେଲା କାଳବୈଶାଖୀ, ବାସହରା ପରିବାର

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ/ବିପିନ ଦାସ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ପଣସଡିହା ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ପବନ...

ଭାଉଜଙ୍କ ସୁନା ଗହଣା ଚୋରି କରିବା ଦିଅରଙ୍କୁ ପଡ଼ିଲା ମହଙ୍ଗା

ଜୟପୁର,୧୮।୪ (ପବନ ପାଣିଗ୍ରାହୀ): ଭାଉଜଙ୍କ ସୁନା ଗହଣା ଚୋରି ଅଭିଯୋଗରେ ଜୟପୁର ସଦର ପୋଲିସ ଦିଅରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ...

Dream11: ଆପଣ ବି ଅନଲାଇନ ଗେମ୍‌ ଖେଳି ଜିତିପାରିବେ ୩କୋଟି ଟଙ୍କା ଆଉ ମହିନ୍ଦ୍ରା ଥାର୍‌, ଜାଣନ୍ତୁ ଟ୍ରିକ୍‌

ଆଜିର ଡିଜିଟାଲ ଯୁଗରେ ଅନଲାଇନ ଫ୍ୟାନ୍ଟାସି ସ୍ପୋର୍ଟସ ଗେମ ଭାରତରେ ବେଶ ଲୋକପ୍ରିୟ ହୋଇଛି। ତେବେ Dream11 ଡ୍ରିମ ୧୧ ହେଉଛି ଏକ ଏପରି ପ୍ଲାଟଫର୍ମ,...

Tahawwur Rana: ପ୍ରଥମେ ମାଗିଲେ ପେନ-ପେପର-କୁରାନ, ଏବେ ଡିମାଣ୍ଡ କରୁଛନ୍ତି ନନଭେଜ…

ନୂଆଦିଲ୍ଲୀ,୧୮।୪: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ରାଣାକୁ NIA ନିରନ୍ତର ପଚରାଉଚରା କରୁଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତହଉର ରାଣା ତାଙ୍କ...

ବଦଳିଲା ସରକାରୀ ମହାବିଦ୍ୟାଳୟର ନାମ

କୋରାପୁଟ,୧୮ା୪(ଅମିତାଭ ବେହେରା): କୋରାପୁଟ ଲାଣ୍ଡିଗୁଡ଼ାସ୍ଥିତ ସରକାରୀ ମହାବିଦ୍ୟାଳୟର ପୁଣିଥରେ ନାଁ ବଦଳିଛି। ଗତ ୧୬ ତାରିଖରେ ଏହାକୁ ରାଜ୍ୟ ସରକାର ବିଜ୍ଞପ୍ତି ମାଧ୍ୟମରେ ସରକାରୀ ଡିଏଭି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image