ବାପାଙ୍କୁ ହରାଇଲେ ରାଜପାଲ ଯାଦବ, ୨ ଦିନ ପୂର୍ବେ ମିଳିଥିଲା ହତ୍ୟା ଧମକ

ନୂଆଦିଲ୍ଲୀ,୨୪।୧: ଅଭିନେତା ରାଜପାଲ ଯାଦବଙ୍କ ବାପାଙ୍କ ପରଲୋକ ଘଟିଛି। ଅସୁସ୍ଥତା କାରଣରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କର ଅନ୍ତିମ ସଂସ୍କାର ଶାହାଜାହାଁପୁରରେ କରାଯିବ ବୋଲି ଜଣାପଡ଼ିଛି। ବାପାଙ୍କ ଅସୁସ୍ଥତାକୁ ନେଇ ରାଜପାଲ ଗୁରୁବାର ଥାଇଲାଣ୍ଡରୁ ଦିଲ୍ଲୀ ଫେରିଥିଲେ।

କହିରଖୁଛୁ, ବୁଧବାର ରାଜପାଲଙ୍କୁ ହତ୍ୟା ଧମକ ମିଳିଥିଲା। ଇମେଲରେ ‘ବିଷ୍ଣୁ’ ଲେଖାଯାଇଥିବାରୁ ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ପକ୍ଷରୁ ଏହି ଧମକ ଦିଆଯାଇଥିବା ସନ୍ଦେହ କରାଯାଉଛି। ରାଜପାଲ ମଧ୍ୟ ପୋଲିସ ନିକଟରେ ଏନେଇ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଖରାଦିନେ ପୋଷାକ ଖଣ୍ଡେ ପିନ୍ଧି ନିତିଦିନିଆ କାମ କରୁଥିବେ, କିଛି ସମୟ ପରେ ଦେହରେ ଆପେଆପେ ଏସିର ଥଣ୍ଡା ପବନ ବାଜିବା ଭଳି ଅନୁଭବ ହେବ।...

ସହସ୍ର ରୂପରେ, ସହସ୍ର କ୍ଷେତ୍ରରେ ମଧୁସୂଦନ

ଉତ୍କଳଗୌରବ ମଧୁସୂଦନ ଏବଂ ଉକତ୍ଳମଣି ଗୋପବନ୍ଧୁ ଉଭୟ ଥିଲେ ସ୍ବତନ୍ତ୍ର ଉକତ୍ଳ ପ୍ରଦେଶ ଗଠନ ପାଇଁ ଉତ୍ସର୍ଗୀକୃତ ପ୍ରାଣ। ଓଡ଼ିଆ ଭାଷା ଅଞ୍ଚଳକୁ ନେଇ ଏକ...

ବିବାହର ୩ ମାସ ପରେ ନବବଧୂଙ୍କ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ

ପଟ୍ଟାମୁଣ୍ଡାଇ, ୨୮ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ମାଟିଆ ଗ୍ରାମରେ ଅଧିକ ଯୌତୁକ ପାଇଁ ଶନିବାର ଜନୈକା ବଧୂଙ୍କୁ ହତ୍ୟା...

ପୋକା ପନିପରିବା ଓ କୀଟନାଶକ

ପାଠକ ବନ୍ଧୁ ! ବର୍ତ୍ତମାନ ପନିପରିବାରେ ମାତ୍ରାଧିକ କୀଟନାଶକ ପ୍ରୟୋଗ ଆମ ସମସ୍ତଙ୍କ ସାସ୍ଥ୍ୟକୁ ନଷ୍ଟ କରିବାରେ ଲାଗିଛି। କୀଟନାଶକ ପ୍ରୟୋଗ ହୋଇ ନ ଥିବା...

ଭଡ଼ଭଡ଼

ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମ୍‌ ଅନ୍ତର୍ଗତ ବୈସରନ୍‌ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ବିଷୟକୁ ନେଇ ଭାରତରେ ତର୍ଜମା ଚାଲିଛି। ଏଥର ଅତଙ୍କବାଦୀ ଆକ୍ରମଣରେ...

ଭେଙ୍କୁଭରରେ କାର୍‌ ମଡ଼ାଇ ୧୧ ଜଣଙ୍କୁ ହତ୍ୟା

ଭେଙ୍କୁଭର,୨୮ା୪: କାନାଡାର ବ୍ରିଟିଶ୍‌ କଲମ୍ବିଆସ୍ଥିତ ଭେଙ୍କୁଭରରେ ଶନିବାର ଲାପୁ-ଲାପୁ ଷ୍ଟ୍ରିଟ୍‌ ଫେଷ୍ଟିଭାଲ ବେଳେ ଭିଡ଼ ଉପରକୁ ଜଣେ ବ୍ୟକ୍ତି ଦ୍ରୁତଗତିରେ କାର୍‌ ଚଢ଼ାଇ ଦେଇଛନ୍ତି। ଏଥିରେ ୧୧...

ୟୁକ୍ରେନ୍‌କୁ ୧୪୯ ଡ୍ରୋନ୍‌ ଛାଡ଼ିଲା ରୁଷିଆ

କିଭ୍‌,୨୮ା୪: ରୁଷିଆ ପକ୍ଷରୁ ରବିବାର ଭୋର ସମୟରେ ୟୁକ୍ରେନ୍‌ ଉପରେ ୧୪୯ ଡ୍ରୋନ୍‌ ଛଡ଼ାଯାଇଛି। ଖେର୍‌ସନ ସହରରେ ହୋଇଥିବା ଏହି ଆକ୍ରମଣରେ ଅନୂ୍ୟନ ୪ ଜଣଙ୍କ ମୃତ୍ୟୁ...

ଅଟ୍ଟାରୀ ଦେଇ ଫେରିଲେଣି ୫୩୭ ପାକିସ୍ତାନୀ

ନୂଆଦିଲ୍ଲୀ,୨୮ା୪: ପହଲଗାମ୍‌ ଆକ୍ରମଣ ପରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ି ଚାଲିଯିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ତଦନୁଯାୟୀ ୨୪ରୁ ଅଦ୍ୟାବଧି ଅଟ୍ଟାରୀ-ଓ୍ବାଘା ସୀମା ଦେଇ ୫୩୭ ପାକିସ୍ତାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image