ଜାଣନ୍ତୁ ନିର୍ବାଚନ ପୂର୍ବରୁ ବଣ୍ଟାଯାଇଥିବା ଝୋଟ ବ୍ୟାଗ୍‌ରେ କେତେ ହୋଇଥିଲା ଖର୍ଚ୍ଚ : ଶୁଣିଲେ ଉଡିବ ହୋସ

ଭୁବନେଶ୍ୱର,୪।୯: ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚ ନେଇ ସବୁଠୁ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଝୋଟ ବ୍ୟାଗ ବଣ୍ଟନରେ ଖର୍ଚ୍ଚ ହୋଇଛି ୨୪୭ କୋଟି ୩୬ ଲକ୍ଷ। ବିଧାନସଭା ଚାଲିଥିବା ବେଳେ ଅମରେନ୍ଦ୍ର ଦାସଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଏ ନେଇ ଲିଖିତ ଉତ୍ତର ରଖିଛନ୍ତି। ନିର୍ବାଚନ ପୂବରୁ ୨ଟି ବ୍ୟାଗ ସହ ପରିବାର ପିଛା ୧ ହଜାର ଟଙ୍କା ବଣ୍ଟାଯାଇଥିଲା। ହଜାର ଟଙ୍କା ବଣ୍ଟନରେ ଖର୍ଚ୍ଚ ହୋଇଛି ମୋଟ ୯୫୯ କୋଟି ୫ ଲକ୍ଷ ଟଙ୍କା।

ଓଡ଼ିଶାରେ ଖାଦ୍ୟ ସୁରକ୍ଷା ଯୋଜନାରେ ଅର୍ଥାତ୍ ରାସନ କାର୍ଡ ଥିବା ହିତାଧିକାରୀଙ୍କୁ ହିଁ ମିଳିଥିଲା ୧୦୦୦ ଟଙ୍କା । ଏହା ସହିତ ୨ଟି ଲେଖାଏ ଝୋଟ ବ୍ୟାଗ୍‌ ବି ମିଳିଥିଲା।

ସେହିଭଳି ଏଥିରେ ସାମିଲ ଥିବା ପରିବାରଙ୍କୁ ଦୁଇଟି ଲେଖାଏଁ ଝୋଟ ତିଆରି ବ୍ୟାଗ୍‌ ଦେଇଥିଲେ ପୂର୍ବ ସରକାର । ରାଜ୍ୟର ମୋଟ ୯୫.୯୦ ଲକ୍ଷ ପରିବାର ଏଥିରେ ଉପକୃତ ହୋଇଥିଲେ।

୯୫.୯୦ ଲକ୍ଷ ପରିବାରକୁ ୧୦୦୦ ଟଙ୍କା ଲେଖାଏଁ ଓ ଦୁଇଟି ଝୋଟ ବ୍ୟାଗ୍‌ ବାବଦକୁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri