ଜାଣନ୍ତୁ ଏଥର ବଜେଟ୍‌ରେ କ’ଣ  ରହିଛି

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଅଭିଭାଷଣ ଆରମ୍ଭରେ ଅର୍ଥମନ୍ତ୍ରୀ କହିଛନ୍ତି, ଲଗାତାର ତୃତୀୟ ଥର ପାଇଁ ମୋଦି ସରକାର କ୍ଷମତାକୁ ଆସିଛନ୍ତି। ଭାରତରେ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ହ୍ରାସ ପାଉଛି। ଭାରତର ଅର୍ଥନୀତି ଦ୍ରୁତ ଗତିରେ ବଢୁଛି। ବଜେଟରେ ଅର୍ଥମନ୍ତ୍ରୀ ଅନେକ ବଡ଼ ଘୋଷଣା କରିଛନ୍ତି। ଯୁବ, ଶିକ୍ଷା, କୃଷି ଏବଂ ରୋଜଗାରର ଦକ୍ଷତା ବିକାଶ ଭଳି କ୍ଷେତ୍ରରେ ସେ ବଜେଟ୍‌ରେ ବିଶେଷ ଧ୍ୟାନ ଦେଇଛନ୍ତି। ଜେଟରେ ମହିଳା, ଚାଷୀ, ଯୁବବଗଙ୍କୁ ଗୁରୁତ୍ୱ ଦିଆଯାଇଛି । ଚାଷୀଙ୍କୁ ଉଚିତ ମୂଲ୍ୟ ଦେବାକୁ ସରକାର ପ୍ରତିଶୃତିବଦ୍ଧ । ମୁଦ୍ରାସ୍ପିତୀ ୪ ପ୍ରତିଶତ ରଖିବାକୁ ଆକଳନ । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ଚାକିରି ଦେବାକୁ ଲକ୍ଷ୍ୟ ରହିଛି । ଶିକ୍ଷା, ରୋଜଗାର ଓ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ। ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା ।
ଅନ୍ୟପକ୍ଷେ ବଜେଟ୍‌ରେ ୧୦ ଟି ବଡ଼ ଖବର  ରହିଛି ସେଗୁଡିକ ହେଲା
୩- ପିଏମ ଆବାସରେ ୩ କୋଟି ଘର
୪- କୃଷି ପାଇଁ ୧.୫୨ ଲକ୍ଷ କୋଟି
୫- ୫ ରାଜ୍ୟରେ କିଷାନ କ୍ରେଡିଟ କାର୍ଡ
୬- ୧୨ ନୂଆ ଇଣ୍ଡଷ୍ଟ୍ରିଆଲ ହବ ପାଇଁ ମଞ୍ଜୁରୀ
୭- ସୁନା, ରୂପା, ପ୍ଲାଟିନମ, ମୋବାଇଲ ଶସ୍ତା
୮- ଓଡିଶାର ପର୍ଯ୍ୟଟନସ୍ଥଳକୁ ବିଶ୍ୱସ୍ତରୀୟ କରାଯିବ
୯- ମହାକାଶ ଅର୍ଥନୀତି ପାଇଁ ୧୦୦୦ କୋଟି
୧୦- ୫ କୋଟି ଆଦିବାସୀଙ୍କ ପାଇଁ ଉନ୍ନତ ଗ୍ରାମ

Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri