ପେପର ମିଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଟିଟିଲାଗଡ଼,୩୦।୬: ବଲାଙ୍ଗୀର ଜିଲା ଚୋରମରାସ୍ଥିତ ଏକ ପେପର ମିଲ୍‌ ଗୋଦାମରେ ରବିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପେପର ମିଲ୍‌ର କେମିକାଲ ଗୋଦାମରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। କେଉଁ ପରିସ୍ଥିତିରେ ଏହି ଅଗ୍ନିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଖୋଲିବ କି ନାହିଁ ଜଷ୍ଟିସ୍‌ ଅରିଜିତ୍‌ ପଶାୟତ ଦେଲେ ଏହି ବଡ଼ ସୂଚନା

ପୁରୀ,୪ା୭: ଆସନ୍ତା ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବାକୁ କୁହାଯାଇଥିବା ବେଳେ ଏବେ ରତ୍ନଭଣ୍ଡାର ତଦାରଖ ଜଷ୍ଟିସ୍‌ ଅରିଜିତ ପଶାୟତ ଏନେଇ ଏକ ବଡ଼ ସୂଚନା...

ମହିଳାଙ୍କ ମୁଣ୍ଡଗଣ୍ଡି ଅଲଗା କରି ରାସ୍ତାରେ ଫିଙ୍ଗିଦେଲେ ପଡ଼ୋଶୀ

ବାରିପଦା,୪ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ କେନ୍ଦୁଡିହା ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ...

ଟ୍ରକ୍‌ ପଛରେ ପିଟି ହେଲା କାର୍‌: ଚାଲିଗଲା ସ୍ତ୍ରୀ-ସ୍ବାମୀଙ୍କ ଜୀବନ, ଅନ୍ୟ ୨ ଜଣ ଗୁରୁତର

ଯାଜପୁର,୪ା୭: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ଶର୍ମା ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଟ୍ରେଲର ଚାଳକଙ୍କ ଜୀବନ ଗଲା

ପାଟଣା,୪ା୭(ବୀରକିଶୋର ଦାଶ): ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜଣେ ଟ୍ରେଲର ଚାଳକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ମୁମ୍ବାଇ କୋଲକାତା...

ଗାଁ ମୁଣ୍ଡରୁ ମିଳିଲା ଭିଏଲ୍‌ଡବ୍ଲ୍ୟୁଙ୍କ ମୃତଦେହ

ଚୌଦ୍ୱାର,୪ା୭: କଟଜ ଜିଲା ଚୌଦ୍ବାର ଥାନା ଆଗ୍ରାହାଟ ପଞ୍ଚାୟତର ଏକ ଗାଁ ମୁଣ୍ଡରୁ ଜଣେ ଭିଏଲ୍‌ଡବ୍ଲ୍ୟୁଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ଗଦାଧର ଗୁରୁ...

ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଫୁଲ ଓ ରଙ୍ଗୋଲିରେ ସଜେଇ ହୋଇଥିଲା ଲୋକସେବା ଭବନ।   ତେବେ ଗୁରୁବାର ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ...

‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’

ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ...

ପୋଖରୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଗୁରୁବାର ଭୋରରୁ ପୋଖରୀରେ ବୁଡ଼ି ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri