ଥାନାରେ ଅଗ୍ନିକାଣ୍ଡ: ପୋଡ଼ିଗଲା ଜବତ ୨ଟି କାର୍‌

ବୌଦ୍ଧ,୨୧।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ପରିସରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଥାନା ପରିସରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜବତ ୨ଟି କାର୍‌ ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ମିଳିଥିବା ସୂଚନା ମୁତାବକ, କୌଣସି କାରଣରୁ ଥାନା ପରିସରରେ ଥିବା ଦୁର୍ଗା ମନ୍ଦିର ନିକଟ ଏକ ଶୁଖିଲା ଗଛରେ ନିଆଁ ଲାଗିଯାଇଥିଲା। ଏହା ବ୍ୟାପି କାର୍‌ରେ ଲାଗିଯାଇଥିଲା। ଖବର ପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ କାର୍‌ ଦ୍ୱୟ ପୋଡି ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଙ୍କୁଭରରେ କାର୍‌ ମଡ଼ାଇ ୧୧ ଜଣଙ୍କୁ ହତ୍ୟା

ଭେଙ୍କୁଭର,୨୮ା୪: କାନାଡାର ବ୍ରିଟିଶ୍‌ କଲମ୍ବିଆସ୍ଥିତ ଭେଙ୍କୁଭରରେ ଶନିବାର ଲାପୁ-ଲାପୁ ଷ୍ଟ୍ରିଟ୍‌ ଫେଷ୍ଟିଭାଲ ବେଳେ ଭିଡ଼ ଉପରକୁ ଜଣେ ବ୍ୟକ୍ତି ଦ୍ରୁତଗତିରେ କାର୍‌ ଚଢ଼ାଇ ଦେଇଛନ୍ତି। ଏଥିରେ ୧୧...

ୟୁକ୍ରେନ୍‌କୁ ୧୪୯ ଡ୍ରୋନ୍‌ ଛାଡ଼ିଲା ରୁଷିଆ

କିଭ୍‌,୨୮ା୪: ରୁଷିଆ ପକ୍ଷରୁ ରବିବାର ଭୋର ସମୟରେ ୟୁକ୍ରେନ୍‌ ଉପରେ ୧୪୯ ଡ୍ରୋନ୍‌ ଛଡ଼ାଯାଇଛି। ଖେର୍‌ସନ ସହରରେ ହୋଇଥିବା ଏହି ଆକ୍ରମଣରେ ଅନୂ୍ୟନ ୪ ଜଣଙ୍କ ମୃତ୍ୟୁ...

ପରିବେଶ ପାଇଁ ଅନୁକୂଳ ହେନ୍ତାଳ ଜଙ୍ଗଲ ସୃଷ୍ଟି

ମହାକାଳପଡ଼ା,୨୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱରେ ଜଳବାୟୁ ପରିବର୍ତ୍ତନରେ ପରିବେଶ ବିଜ୍ଞାନୀମାନଙ୍କ ଚିନ୍ତା ବଢ଼ାଇଛି। ପୂର୍ବ ଅପେକ୍ଷା ପରିବେଶ ବିଗିଡ଼ିବାରେ ଲାଗିଛି। ଗ୍ରୀନ୍‌ଲ୍ୟାଣ୍ଡରୁ ବରଫ ତରଳି ସମୁଦ୍ର...

ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ

ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା...

ମା’ ମାହେଶ୍ୱରୀଙ୍କ ପୂଜାର୍ଚ୍ଚନା: ଡୁମାଳ ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ...

ପାକିସ୍ତାନ ସୁପର ଲିଗରେ ସାମିଲ ଥିବା ୨୩ ଭାରତୀୟ ସ୍ବଦେଶ ଫେରିଲେ

କରାଚୀ,୨୭ା୪: ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରଡକଶନ ଓ ବ୍ରଡକାଷ୍ଟ ଦଳର ଅଂଶଥିବା ୨୩ ଭାରତୀୟଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପହଞ୍ଚାଇବା ଲାଗି ପାକିସ୍ତାନ କ୍ରିକେଟ...

Pakistan: ପାକ୍‌ ଗିରଫ କରିଥିବା ଭାରତୀୟ ଯବାନଙ୍କୁ ଖୋଜି ଖୋଜି ପାକିସ୍ତାନ ପଳାଇଲେ ଗର୍ଭବତୀ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୭।୪: ସ୍ବାମୀଙ୍କୁ ମୁକୁଳେଇବା ପାଇଁ ପାକିସ୍ତାନ ଗସ୍ତ କରୁଛନ୍ତି ସ୍ତ୍ରୀ। ପଞ୍ଜାବର ଫେରୋଜପୁର ଜିଲାରେ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରିବା ଅଭିଯୋଗରେ ପାକିସ୍ତାନ ରେଞ୍ଜର୍ସ ଦ୍ୱାରା...

ଏସିଆନ ଭଲିବଲ୍‌ରୁ ଓହରିଲା ଭାରତ

ଲାହୋର,୨୭ା୪: ପହଲଗାମ୍‌ରେ ଏପ୍ରିଲ ୨୨ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୨୬ ପର୍ଯ୍ୟଟକ ନିହତ ହେବାପରେ ଆସନ୍ତା ମାସରେ ଭାରତ ଓ ପାକିସ୍ତାନ ଇସ୍‌ଲାମାବାଦରେ ଖେଳାଯିବାକୁଥିବା ସେଣ୍ଟ୍ରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image