ଚିଲି ଜଙ୍ଗଲରେ ବ୍ୟାପିଲା ନିଆଁ, ୧୦ ମୃତ

ସାଣ୍ଟିଆଗୋ,୩।୨: ଚିଲି ଜଙ୍ଗଲରେ ବ୍ୟାପକ ଅଗ୍ନିକାଣ୍ଡ ଯୋଗୁଁ ୧୦ଜଣଙ୍କର ମୃତ୍ୟୁ ହୋଇଛି। ନ୍ୟୁଜ ଏଜେନ୍ସି ରଏଟର୍ସ ଏଏଫପିକୁ କହିଛି ଯେ ଶନିବାର ଚିଲିରେ ଜଙ୍ଗଲରେ ଅଗ୍ନିକାଣ୍ଡ ସମ୍ପର୍କରେ ଅଧିକାରୀମାନେ ସୂଚନା ପାଇଥିଲେ। ଏହି ଅଗ୍ନିକାଣ୍ଡରେ ୧୦ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

Share