ଅଳଙ୍କାର ଦୋକାନରେ ଅଗ୍ନିକାଣ୍ଡ

କଟକ,୫ା୨(କାର୍ତ୍ତିକ ସାହୁ): କଟକ ଜିଲା ନିମଚଉଡ଼ିସ୍ଥିତ ଓମ୍‌ ଅଳଙ୍କାର ନାମକ ଗହଣା ଦୋକାନରେ ସୋମବାର ସରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ବକ୍ସିବଜାର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ଛି। ଜିଲା ଅଗ୍ନିଶମ ଅଧିକାରୀ ସଞ୍ଜୀବ ବେହେରାଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀମାନେ ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି। ଅଗ୍ନିକାଣ୍ଡର କାରଣ ଏଯାବତ୍‌ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିବିଦ୍ଧ ବାରହାର ମୃତଦେହ ଜବତ; ଦେଶୀ ବନ୍ଧୁକ ଜବତ, ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି,୨୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ବାରିହାକଟା ଗ୍ରାମ ନିକଟ ଗାଇଡା ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ସକାଳ ପ୍ରାୟ ସାଢ଼େ...

ମତ୍ସ୍ୟଜୀବୀଙ୍କ ସହ ଆର୍ଯ୍ୟପଲ୍ଲୀ ମତ୍ସ୍ୟ ଜେଟି ବୁଲି ଦେଖିଲେ ପ୍ରଶାସନିକ ଟିମ୍‌

ଛତ୍ରପୁର, ଦିଲ୍ଲୀପ ସାମଲ ୨୧।୩ : ସମୁଦ୍ର ଆଁ କରି ରହିଛି । କେଉଁ ମୁହୁର୍ତ୍ତରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତକୁ ସମୁଦ୍ର ଗିଳି ଦେବ । ଆର୍ଯ୍ୟପଲ୍ଲୀ...

ଉପରସେମ୍ବି ଗ୍ରାମ ଜଙ୍ଗଲରେ ପଡିରହିଛି ସୀମା ଚିହ୍ନଟ ଖୁଣ୍ଟି: ଫଟୋ,ଭିଡ଼ିଓ ଭାଇରାଲ

ପଟ୍ଟାଙ୍ଗି,୨୧ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧିନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଉପରସେମ୍ବି ଗ୍ରାମର ଜଙ୍ଗଲରେ ପଡି ରହିଥିବା ସୀମା ଚିହ୍ନଟ...

ଦୁର୍ଘଟଣାରେ ପ୍ରଧାନଶିକ୍ଷକଙ୍କ ମୃତ୍ୟୁ ଘଟଣା: ଗାଡ଼ି ଚାଳକଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାରେ ବୁଧବାର ସକାଳେ ନୀଳକଣ୍ଠ ନାମକ ଯାତ୍ରୀବାହୀ ବସ ନଂ. (ଓଡ଼ି ୦୭ ଟି –...

ପୋଲରେ ପିଟିହେଲା ସ୍କୁଟି : ୨ ମୃତ, ୨ ଆହତ

ଜି.ଉଦୟଗିରି,୨୧ା୩(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କଳିଙ୍ଗା ରାଜ୍ୟ ରାଜପଥ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାଇପଦା ଛକ ନିକଟ ଏକ ପୋଲରେ ସ୍କୁଟି ପିଟିହୋଇ...

ନାମ ଯଜ୍ଞ ଦେଖି ଫେରିଲା ବେଳକୁ ନ ଥିଲା ଗାଡ଼ି

ଭଞ୍ଜନଗର,୨୧।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରୁ ଗୁରୁବାର ରାତିରେ ଏକ ବାଇକ ଚୋରି ହୋଇଛି। ଏ ନେଇ ହରିଗଡ ଗ୍ରାମର...

ଏପ୍ରିଲ ୨ରେ ହେବ ବାଲ ବାଟିକା “ଖଡ଼ିଛୁଆଁ ” ଓ ପ୍ରବେଶ ଉତ୍ସବ: ନାମ ଲେଖାଇବେ …

ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ) – ଆସନ୍ତା ଏପ୍ରିଲ ମାସ ୨ ତାରିଖ ରାଜ୍ୟର ପ୍ରତ୍ୟେକ ବିଦ୍ୟାଳୟରେ ବାଲ ବାଟିକା ପାଇଁ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ...

ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ଆର୍‌. ସନ୍ତୋଷ, କହିଲେ…

ଛତ୍ରପୁର,୨୧।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଛାତ୍ର ସଂସଦର ପୂର୍ବତନ ସଭାପତି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image