Posted inଜାତୀୟ

ନରେଲା ପ୍ଲାଷ୍ଟିକ୍‌ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ: ୨ ଜୀବନ୍ତ ଦଗ୍ଧ, ଅନେକ ଲୋକ ଫସିଥିବା ଆଶଙ୍କା

ନୂଆଦିଲ୍ଲୀ,୧।୧୧: ଦେଶର ରାଜଧାନୀ ଦିଲ୍ଲୀର ନରେଲା ଅଞ୍ଚଳରେ ଥିବା ଏକ ପାଇପ କାରଖାନାରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଅନେକ ଲୋକ ଏବେ ବି ଫସି ରହିଛନ୍ତି। ସୂଚନା ପାଇବା ମାତ୍ରେ ଅନେକ ଅଗ୍ନିଶମ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ଚାଲିଛି।
ସୂଚନା ଅନୁଯାୟୀ, ସକାଳ ୯.୩୫ରେ ନରେଲା ଅଞ୍ଚଳରୁ ସୂଚନା ପାଇବା ପରେ ୧୦ଟି ଅଗ୍ନିଶମ ଘଟଣାସ୍ଥଳରେ ପହଞ୍ଚିଥିଲେ। କୁହାଯାଉଛି ଯେ କାରଖାନାର ପ୍ରଥମ ଏବଂ ଦ୍ୱିତୀୟ ମହଲାରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲେଣି ରାହୁଲ ଗାନ୍ଧୀ: ଏବେ କରୁଛନ୍ତି ଏହି କାମ

ରାଏବରେଲି,୬।୧୧: ଉତ୍ତର ପ୍ରଦେଶର ରାଏବରେଲିରୁ ଲୋକ ସଭା ଏମ୍‌ପି ଭାବରେ ନିର୍ବାଚିତ ହେବା ପରେ ରାହୁଲ ଗାନ୍ଧୀ ବଦଳିଥିବା ଜଣାପଡିଛି। ଆମେଠି ଏମ୍‌ପି ଥିବାବେଳେ ରାହୁଲ...

ସୁରକ୍ଷାକର୍ମୀଙ୍କ ସହ ମୁହାଁ ମୁହିଁ ବେଳେ ଜଣେ ଆତଙ୍କବାଦୀ ମୃତ

କୁପଓ୍ବାରା,୬।୧୧: ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଖବର ରହିଛି। କୁହାଯାଉଛି ଯେ ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ...

ଭାଜପାର ବଡ଼ ଆକ୍ସନ, ୪୦ ନେତା ବହିଷ୍କୃତ

ମୁମ୍ବାଇ,୬।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ, ଭୋଟ ଦେବା ପୂର୍ବରୁ ମଧ୍ୟ ଭାଜପା ଦଳର ୪୦ ନେତା ଓ କର୍ମୀଙ୍କୁ ବହିଷ୍କାର...

ହତ୍ୟା ଅଭିଯୁକ୍ତଙ୍କୁ ଧରାଇଦେଲା ମାଛି:ଜାଣନ୍ତୁ କେମିତି

ଜବଲପୁର,୬ା୧୧:ମଧ୍ୟପ୍ରଦେଶର ଜବଲପୁର ଜିଲା ଚରଗାଓଁସ୍ଥିତ ଦେଓରି ତାପରିଆ ଗ୍ରାମରେ ମାଛି ଦ୍ୱାରା ଏକ ହତ୍ୟା ମାମଲାର ସମାଧାନ ହୋଇପାରିଛି। ମାଛି ଯୋଗୁ ପୋଲିସ ହତ୍ୟାକାରୀଙ୍କୁ ଧରିବାରେ...

ବଡ଼ ଖବର: ଉପନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଯୋଗୀ! ଏମିତି କହିଦେଲେ…

ଲକ୍ଷ୍ନୌ,୬।୧୧: ଉତ୍ତରପ୍ରଦେଶ ଉପନିର୍ବାଚନ ପରେ ୟୁପି ସିଏମ ଯୋଗୀ ଆଦିତ୍ୟନାଥ ଇସ୍ତଫା ଦେବା ନିଶ୍ଚିତ ବୋଲି ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ବିଧାୟକ ହାଜି ରାଫିକ...

ସିଦ୍ଦାରାମାୟାଙ୍କୁ ହାଇକୋର୍ଟ ନୋଟିସ

ବେଙ୍ଗାଲୁରୁ,୬ା୧୧: ମହୀଶୂର ସହରାଞ୍ଚଳ ବିକାଶ କର୍ତ୍ତୃପକ୍ଷ (ଏମ୍‌ୟୁଡିଏ) ଦୁର୍ନୀତି ମାମଲାରେ କର୍ନାଟକ ହାଇକୋର୍ଟ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା, ତାଙ୍କ ସ୍ତ୍ରୀ ବି.ଏମ୍‌. ପାର୍ବତୀ, ଶାଳକ ମଲ୍ଲିକାର୍ଜୁନ...

ୟୁପି ମଦ୍ରାସା ଆଇନ ବୈଧ

ନୂଆଦିଲ୍ଲୀ,୬।୧୧: ମୁସଲମାନ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ନିୟନ୍ତ୍ରଣ କରୁଥିବା ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଆଇନ, ୨୦୦୪ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟ ମଙ୍ଗଳବାର କାଏମ ରଖିଛନ୍ତି। ଆଲ୍ଲାହାବାଦ...

ଅଧା ରହିଗଲା ଶାରଦାଙ୍କ ସ୍ବପ୍ନ

ବାରାଣସୀ,୬।୧୧: ରାମଲଲାଙ୍କୁ ଦେଖିବା ପରେ ମୋତେ ଦରବାରକୁ କୋର୍ଟକୁ ମଧ୍ୟ ଯିବାକୁ ପଡିବ । ମୋତେ ତାଙ୍କ ପାଦତଳେ ପ୍ରଣାମ କରିବାକୁ ପଡିବ, ଦେଖିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri