Categories: ମେଟ୍ରୋ

ରାଜଧାନୀରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯ା୬(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଅନ୍ତର୍ଗତ ଭବାନୀ ମଲ୍‌ ନିକଟରେ ଥିବା ଏକ  ବାର୍‌ରେ ଅଗ୍ନିକାଣ୍ଡ ଘଟିଛି। ଶଟ୍‌ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥିସହ ବାର୍‌ ଭିତରେ ଫସି ରହିଥିବା ୪ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

Share