ଖାଦ୍ୟ ପ୍ରସ୍ତୁତ ବେଳେ ଅଗ୍ନିକାଣ୍ଡ

ବାଉଁଶୁଣୀ,୧୧ା୧(ଡି.ଏନ.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ସାହାଜପାଲ ଛକ ନିକଟରେ ଥିବା ଏକ ହୋଟେଲରେ ଗ୍ୟାସ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି । ହେଲେ ହୋଟେଲ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଗ୍ୟାସ ଚୁଲାରେ ଖାଦ୍ୟ ପ୍ରସ୍ତୁତ ଚାଲିଥିବା ବେଳେ କୌଣସି କାରଣରୁ ଗ୍ୟାସ ଲିକ୍‌ ହୋଇ ସିଲିଣ୍ଡରରେ ନିଅଁା ଲାଗିଯାଇଥିଲା । ଦୋକାନ କର୍ମଚାରୀ ଓ ଗ୍ରାହକ ମିଶି ନିଆଁକୁ ଆୟତ୍ତ କରିବାରୁ ବଡ ଧରଣର ଅଗ୍ନିକାଣ୍ଡକୁ ଏଡାଇ ଦିଆଯାଇ ପାରିଥିଲା। ଖବର ପାଇ ବାଉଁଶୁଣୀ ଅଗ୍ନିଶମ ସେବା ସଂସ୍ଥାର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଉନ୍ନୟନ କାର୍ଯ୍ୟ ପରିଦର୍ଶନ କଲେ ବିଡିଓ: କାର୍ଯ୍ୟ ତ୍ୱରାନ୍ବିତ କରିବାକୁ କନିଷ୍ଠ ଯନ୍ତ୍ରୀଙ୍କୁ ଦେଲେ ନିର୍ଦ୍ଦେଶ  

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ପଞ୍ଚାୟତ ସମେତ ୮ ଟି ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ଚାଲିଛି। ବିଶେଷ କରି...

ଘରୋଇ ଆବାସିକ କଲେଜରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ଶୋଇଥିବା ଅବସ୍ଥାରେ…

କେନ୍ଦୁଝର,୨୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ମାଇନିଂ ରୋଡ ସ୍ଥିତ ଗାୟତ୍ରୀ କଲେଜରେ ପଢୁଥିବା ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରଙ୍କ...

ଯୁବକଙ୍କୁ ପଥରରେ ଛେଚି ହତ୍ୟା: ମୃତଦେହ ଜବତ

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ଥାନା ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ଶେରଗଡ଼ ବ୍ଲକ କାଳିଆଘାଇ ଗ୍ରାମ...

ନିର୍ମାଣ କାର୍ଯ୍ୟରେ ଅନିୟମିତତା: କାନ୍ଥ ତଡ଼ାରେ ସୂଚନା ଫଳକ ଥୋଇ ଭୁଲିଗଲେ ବ୍ଲକ ପ୍ରଶାସନ

ଥୁଆମୂଳ ରାମପୁର,୨୨।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ନୂତନ କୋଠା ନିର୍ମାଣ କାର୍ଯ୍ୟ ବିନା ସୂଚନା ଫଳକରେ ସରିବାକୁ...

Modi Jeddah Visit: ସାଉଦି ଆରବ ଗସ୍ତରେ ବାହାରିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ଏହା ପଛର ଏଜେଣ୍ଡା

ନୂଆଦିଲ୍ଲୀ,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାଉଦି ଆରବ ଗସ୍ତରେ ଯାଇଛନ୍ତି। ସେ ଦୁଇ ଦିନ ପାଇଁ Jeddahରେ ରହିବେ। ପ୍ରଧାନମନ୍ତ୍ରୀ ମୋଦି ଯୁବରାଜ ମହମ୍ମଦ...

Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ

ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ...

ମିଳିତ ମହାମଞ୍ଚ ପକ୍ଷରୁ ବ୍ରାହ୍ମଣୀଗାଁରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ, ପ୍ରଥମ ଦିନରେ ବାଜିମାରିଲା ଏମ୍‌.ଖାତିଗୁଡ଼ା ଦଳ

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ମିଳିତ ମହାମଞ୍ଚ ପକ୍ଷରୁ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ ହୋଇଯାଇଛି। ସୋମବାର ମୁଖ୍ୟ ଅତିଥିଭାବେ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ...

IPL 2025 ମଧ୍ୟରେ CSKର ଏହି ଖେଳାଳିଙ୍କ ପିତାଙ୍କ ମୃତ୍ୟୁ, ଭାଙ୍ଗିପଡିଲେ…

ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025ର ୩୮ତମ ମ୍ୟାଚରେ, ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗସକୁ ୯ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image