Posted inଜାତୀୟ

ରାଜଧାନୀରେ ବାଣଫୁଟା ମନା, କଟକଣା ଜାରିକଲେ ସରକାର

ନୂଆଦିଲ୍ଲୀ,୧୪ା୧୦: ରାଜଧାନୀ ଦିଲ୍ଲୀ ଏନ୍‌ସିଆର୍‌ରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବା ମନା। ୨୦୨୫ ଜାନୁଆରୀ ୧ ଯାଏ କଟକଣା ଜାରି କରିଛନ୍ତି ସରକାର। ଅନ୍‌ଲାଇନ୍‌ ବିକ୍ରି ଉପରେ ମଧ୍ୟ କଟକଣା ଲଗାଇଛନ୍ତି ସରକାର।

ରବିବାର ଦିଲ୍ଲୀ ପୋଲିସ କହିଛି ଯେ, ସେମାନେ ୧,୩୨୩ କିଲୋଗ୍ରାମ ବେଆଇନ ବାଣ ଜବତ କରିଛନ୍ତି। ଏକ କୋଠରିରୁ ଏହି ବାଣ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ତିନି ଜଣଙ୍କୁ ଦିଲ୍ଲୀ-ଏନ୍‌ସିଆର ଅଞ୍ଚଳରୁ ଗିରଫ କରାଯାଇଛି।

ଗତ ମାସରେ ସରକାର ଆସନ୍ତା ଶୀତଋତୁରେ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ଦିଲ୍ଲୀରେ ବାଣ ତିଆରି, ବିକ୍ରି ଏବଂ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଥିଲେ। ଦିଲ୍ଲୀରେ ବାୟୁ ପ୍ରଦୂଷଣ ବଢୁଥିବାରୁ ସରକାରଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍‌ଜି ମନୋଜ ସିହ୍ନା

ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି...

କିଏ ସେ ସୁରିନ୍ଦର ଚୌଧୁରୀ? ଯାହାକୁ ଉପମୁଖ୍ୟମନ୍ତ୍ରୀ କଲା ଉମର ସରକାର.. ଭାଜପାର ତୁଙ୍ଗ ନେତାଙ୍କୁ କରିଥିଲେ ପରାଜିତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀରରେ ନୂଆ ସରକାର ଗଠନ ହୋଇଛି। ବୁଧବାର ନ୍ୟାଶନାଲ କନ୍‌ଫରେନ୍ସର ନେତା ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେହିଭଳି ନୌସେରାରୁ ବିଧାୟକ...

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୬।୧୦: ଆଜି କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି...

ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି...

ହେଜବୋଲ୍ଲାର ପେଜରଠାରୁ ଅଧିକ ଶକ୍ତିଶାଳୀ ଇଭିଏମ୍‌, କଂଗ୍ରେସର ଦାବିକୁ ନେଇ ଏମିତି କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୬।୧୦: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ କଂଗ୍ରେସ ନେତା ରସିଦ ଅଲଭି ମଙ୍ଗଳବାର ବାଲାଟ ପେପର ମାଧ୍ୟମରେ ଭୋଟ ଦେବାକୁ...

ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ

ଶ୍ରୀନଗର,୧୬।୧୦: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ...

ବାବା ସିଦ୍ଦିକୀ ହତ୍ୟାକାଣ୍ଡ: ୟୁଟ୍ୟୁବ ଦେଖି ଗୁଳି ଚଳାଇବା ଶିଖିଥିଲେ ଅଭିଯୁକ୍ତ

ମୁମ୍ବାଇ,୧୬।୧୦: ଶନିବାର ବିଳମ୍ବିତ ରାତିରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଭେଟେରାନ ଏନସିପି ନେତା ଅଜିତ ପାୱାର ଗ୍ରୁପର ବାବା ସିଦ୍ଦିକୀଙ୍କୁ ଗୁଳି କରି ହତ୍ୟା...

ଯେବେ ମେଜର ଜେନରାଲଙ୍କ ଝିଅଙ୍କୁ ଭଲପାଇ ବସିଥିଲେ ଓମାର ଅବଦୁଲ୍ଲା, କୋର୍ଟରେ ପହଞ୍ଚିଥିଲା ମାମଲା…

ନୂଆଦିଲ୍ଲୀ,୧୬।୧୦: ନ୍ୟାଶନାଲ କନଫରେନ୍ସର ନେତା ଓମାର ଅବଦୁଲ୍ଲା ଆଜି ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ୫୪ ବର୍ଷୀୟ ଅବଦୁଲ୍ଲା ଦ୍ୱିତୀୟ ଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri