ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କୁ ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ କର୍ମଚାରୀ ପ୍ଲାଜମା ଦାନ କରିବେ। କଟକ ଏସ୍‌ସିବି ମେଡିକାଲରେ ସେମାନଙ୍କଠାରୁ ପ୍ଲାଜମା ସଂଗ୍ରହ କରାଯିବ ବୋଲି ଶନିବାର ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ଟୁଇଟ୍‌ କରି ସୂଚନା ଦେଇଛନ୍ତି।

Share