ପ୍ରଥମେ କଳି କଲେ ଆଉ ତା’ପରେ ମନ୍ଦିର ଗଲେ…

ଭୁବନେଶ୍ୱର,୩୦।୯: ତେଜିଲା ଭୁବନେଶ୍ବର ବିଜେଡି କଳି। ଭୁବନେଶ୍ବର ବିଜେଡିର ଭିତିରି କଳି ଏବେ ପଦାରେ ପଡିଛି। ଏନେଇ ଏକାଠି ହୋଇଛନ୍ତି ୨୫/୩୦ ବିଜେଡି କର୍ପୋରେଟର୍‌। ଏହି ସମସ୍ତେ ଅଶୋକ ଓ ଅନନ୍ତଙ୍କ ସମର୍ଥକ କର୍ପୋରେଟର। ସୋମବାର ଗୋଟିଏ ବସରେ ସମସ୍ତେ ପୁରୀ ଲୋକନାଥ ଦର୍ଶନ ପାଇଁ ଯାଇଛନ୍ତି। ହେଲେ ଏମାନଙ୍କ ସହ ବିରଞ୍ଚି ଏବଂ ଅମରେଶ ଜେନାଙ୍କ ଗୋଷ୍ଠୀ ଯାଇ ନାହାନ୍ତି।

ଶୁକ୍ରବାର ଗୋଟିଏ ପଟେ ବିଏମସି କର୍ପୋରେସନ ବୈଠକ ଚାଲିଥିବାବେଳେ ଅନ୍ୟପଟେ କର୍ପୋରେସନ ବୈଠକ ବସିଥିଲା। ସବୁଠାରୁ ବଡ଼ କଥା ହେଉଛି ଏହି କର୍ପୋରେସନ ବୈଠକକୁ ବିଜେଡିର ପ୍ରାୟ ୪୦ ଜଣ କର୍ପୋରେଟର ଯାଇ ନ ଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଉ ଏକ ସ୍ଥାନରେ ଏକାଠି ବସିଥିଲେ। ଏତେ ସଂଖ୍ୟାରେ କର୍ପେରେଟର ବିଏମ୍ସି ବେଠକକୁ ନ ଆସିବା ଏକ ବିଦ୍ରୋହର ସଂଙ୍କେତ ହୋଇପାରେ ବୋଲି ମଧ୍ୟ କୁହାଯାଉଛି। ବିଏମସି କର୍ପୋରେସନ ବୈଠକରେ ଅଧାରୁ ଅଧିକ କର୍ପୋରେଟର ଯୋଗ ନଦେଇ ସମାନ୍ତରାଳ ଭାବେ ବେଠକ କରିବା ଦଳୀୟ କନ୍ଦଳ ଆଡ଼କୁ ଇସାରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଟୁଇନ ସିଟି କମିଶନର , ନୂତନ କମିଶନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂ

ଭୁବନେଶ୍ୱର,୩୦।୯: ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ ସିଟି କମିଶନର । ୧୯୯୮ ବ୍ୟାଚ ବରିଷ୍ଠ ଆଇପିଏସ ସୁରେଶ ଦେବଦତ୍ତ ସିଂ ନୂତନ କମିଶନର ଭାବେ ସୋମବାର...

ବିଜେଡିରେ ହଲଚଲ! ନବୀନଙ୍କ ବଡ଼ ଆକ୍ସନ…

ଭୁବନେଶ୍ୱର,୩୦।୯: ବିଜେଡି କଳି ଏବେ ତେଜିବାରେ ଲାଗିଛି। ବିଜେଡି କଳି ଉଗ୍ର ରୂପ ନେବା ପରେ ବିଜେଡି ସୁପ୍ରିମୋ ଆକ୍ସନ ନେଇଛନ୍ତି। ଏନେଇ ୪ ଜଣଙ୍କୁ...

ଭରତପୁର ମାମଲା: ପ୍ରଥମ ବୈଠକ ପରେ ସଚିବ କହିଲେ ହେବ…

ଭୁବନେଶ୍ୱର,୩୦।୯: ଭରତପୁର ମାମଲାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ପ୍ରଥମ ବୈଠକ ପରେ କମିଶନଙ୍କ ସଚିବ କହିଛନ୍ତି, ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ପ୍ରଫୁଲ୍ଲ ଘଡ଼ାଇ କହିଲେ…

ଭୁବନେଶ୍ୱର,୩୦।୯: ଯାଜପୁରରେ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଉପରେ ବିଜେଡି ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିୀଛନ୍ତି, ନବୀନ ବାବୁଙ୍କ ସମୟରେ ଯାଜପୁରର ଅନେକ...

ଭରତପୁର ମାମଲା: ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ୱର,୩୦।୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ବର ସର୍କିଟ ହାଉସରେ ପ୍ରଥମ ବୈଠକ ବସିଛି। ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଏହି...

ବିମାନ ବନ୍ଦରରୁ ଝାଡଖଣ୍ଡ ଅଭିମୁଖେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୯: ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ବାହାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ସେ ବାହାରିଛନ୍ତି। ଆଜି ପଶ୍ଚିମ...

ରାସନ କାର୍ଡକୁ ନେଇ ବଡ଼ ଖବର, ଏମାନଙ୍କୁ ମିଳିବନି ଚାଉଳ-ଗହମ…

ଭୁବନେଶ୍ୱର,୩୦।୯: ରାସନ କାର୍ଡକୁ ନେଇ ବଡ଼ ଖବର। ଏହି ଜିନିଷ ନ କରିଥିଲେ ଆପଣଙ୍କ ଲିଷ୍ଟରୁ ନାଁ କଟିଯିବ। ଏପରିକି ଅପାଣଙ୍କୁ ଆଉ ଚାଉଳ-ଗହମ ମଧ୍ୟ...

ଆଜି ଝାଡଖଣ୍ଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୩୦।୯: ଆଜି ଦୁଇ ଦିନିଆ ଝାଡଖଣ୍ଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରଥମେ ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଏବଂ ଆସନ୍ତାକାଲି ଚାଇଁବାସାର କୋଲହାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri