୫୦ବର୍ଷରେ ପ୍ରଥମ: ସାହାରା ମରଭୂମିରେ ବନ୍ୟା

ମୋରୋକୋ,୧୨।୧୦: ମୋରୋକୋର ସାହାରା ମରୁଭୂମିରେ ଗ୍ରୀଷ୍ମ ଋତୁ ଶେଷ ହେବାକୁ ଯାଉଥିବା ବେଳେ ପ୍ରବଳ ବର୍ଷା କାରଣରୁ ବନ୍ୟା ସ୍ଥିତି ଦେଖାଦେଇଛି। ଯାହା ଫଳରେ ଶୁଷ୍କ ମରୁଭୂମି ମଧ୍ୟରେ ନୀଳ ଜଳର ହ୍ରଦ ସୃଷ୍ଟି ହୋଇଛି। ନାସା ପକ୍ଷରୁ ଏହାର ଫଟୋ ଜାରି କରାଯାଇଛି। ଏକ ବିରଳ ଦୃଶ୍ୟ ସମସ୍ତଙ୍କୁ ଚକିତ କରିଦେଇଛି। ଦକ୍ଷିଣ ପୂର୍ବ ମୋରୋକୋର ଏହି ମରୁଭୂମି ଦୁନିଆର ସବୁଠାରୁ ଶୁଷ୍କ ସ୍ଥାନ ଏବଂ ଗ୍ରୀଷ୍ମ ଋତୁରେ କ୍ୱଚିତ ବର୍ଷା ହୁଏ।

ମୋରୋକୋ ସରକାର କହିଛନ୍ତି ଯେ ସେପ୍ଟେମ୍ବରରେ ଅନେକ ଅଞ୍ଚଳରେ ଦୁଇ ଦିନ ମଧ୍ୟରେ ବାର୍ଷିକ ହାରାହାରି ଠାରୁ ଅଧିକ ବର୍ଷା ହୋଇଛି। ତେବେ ହାରାହାରି ବାର୍ଷିକ ବୃଷ୍ଟିପାତ ୨୫୦ ମିମିରୁ କମ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ନିଜ ଘରେ ମୁହଁତୋଡ ଜବାବ ଦେଲେ ଜୟଶଙ୍କର: ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୧୬।୧୦: ଭାରତୀୟ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ବର୍ତ୍ତମାନ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗଦେବା ପାଇଁ ପାକିସ୍ତାନରେ ଅଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ବିବୃତ୍ତି...

ପାକିସ୍ତାନରେ ମର୍ନିଂ ଓ୍ବାକ୍‌ କଲେ ଏସ ଜୟଶଙ୍କର: ଫଟୋ ଶେୟାର କରି କହିଲେ…

ଇସଲାମାବାଦ୍‌,୧୬।୧୦: ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ (ଏସ୍‌ସିଓ)ରେ ଯୋଗଦେବା ପାଇଁ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଆଜିକାଲି ପାକିସ୍ତାନ ଗସ୍ତରେ ଅଛନ୍ତି। ବିଭିନ୍ନ ଦେଶର...

ଶତ୍ରୁତା ପରେ ବି ପାକିସ୍ତାନରୁ ଅନେକ ଜିନିଷ କିଣୁଛି ଭାରତ, ପ୍ରତି ଘର ପାଇଁ ଆବଶ୍ୟକ…

ନୂଆଦିଲ୍ଲୀ/ଇସଲାମାବାଦ,୧୬।୧୦: ୨୦୧୯ରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାଣିଜ୍ୟ ସମ୍ପର୍କ ସ୍ଥଗିତ ରହିଛି। ଅଗଷ୍ଟ ୫, ୨୦୧୯ରେ ଭାରତ ସରକାର ଜମ୍ମୁ କଶ୍ମୀରରୁ ଧାରା ୩୭୦...

ଜୟଶଙ୍କର ପହଞ୍ଚିବାର କିଛି ଘଣ୍ଟା ବଦଳିଗଲା ପାକିସ୍ତାନର ସ୍ବର

ଇସଲାମାବାଦ୍‌,୧୬।୧୦: ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀରେ ଯୋଗଦେବା ପାଇଁ ଇସ୍‌ଲାମାବାଦ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ...

ଭାରତ ସରକାରଙ୍କ ଏଜେଣ୍ଟ ସହ ବିଷ୍ଣୋଇ ଗ୍ୟାଙ୍ଗ୍‌ ସମ୍ପୃକ୍ତ: କାନାଡା ପୋଲିସ

ଓଟ୍ଟାଓ୍ବା,୧୬ା୧୦: ଦକ୍ଷିଣ ଏସୀୟ ସମ୍ପ୍ରଦାୟ ବିଶେଷ ଭାବେ ଖଲିସ୍ତାନୀ ତତ୍ତ୍ୱଙ୍କୁ ଟାର୍ଗେଟ କରିବା ପାଇଁ ଭାରତର ସରକାରୀ ଏଜେଣ୍ଟଗୁଡ଼ିକ ଅପରାଧୀମାନଙ୍କୁ ବ୍ୟବହାର କରୁଥିବା କାନାଡା ପୋଲିସ...

୨୦୩୫ ସୁଦ୍ଧା ଚନ୍ଦ୍ରରେ ମହାକାଶ କେନ୍ଦ୍ର ନିର୍ମାଣ କରିବ ଚାଇନା

ବେଜିଂ,୧୬ା୧୦:ଚନ୍ଦ୍ରରୁ ମାଟି ନମୁନା ଆଣିବା ପରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମିଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଚାଇନା। ୨୦୫୦ ସୁଦ୍ଧା ଚାଇନା ପକ୍ଷରୁ ମାନବ...

ଭାରତ ଉପରେ କଟକଣା ଲଗାଇପାରେ କାନାଡା

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୧୬ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇଦେଶ ମଧ୍ୟରେ କୂଟନୈତିକ...

ଲେବାନନ୍‌ରେ ୪ ଲକ୍ଷ ଶିଶୁ ବିସ୍ଥାପିତ

ବେରୁଟ, ୧୬।୧୦: ଗତ ୩ ସପ୍ତାହ ହେବ ଲେବାନନ୍‌ରେ ଇସ୍ରାଏଲ ଓ ଉଗ୍ରବାଦୀ ସଙ୍ଗଠନ ହେଜବୋଲ୍ଲା ମଧ୍ୟରେ ଯୁଦ୍ଧ ଯୋଗୁ ୪ ଲକ୍ଷରୁ ଅଧିକ ଶିଶୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri