Posted inଖେଳ

ପ୍ରଥମ ଟି୨୦: ଦକ୍ଷିଣ ଆଫ୍ରିକାର ସହଜ ବିଜୟ

ଡବ୍ଲିନ,୨୧।୭: ଆୟର୍ଲାଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ୩୩ ରନରେ ବିଜୟ ହାସଲ କରିଛି। ସ୍ଥାନୀୟ ମାଲାହାଇଡ୍‌ସ୍ଥିତ ଦି ଭିଲେଜ ଗ୍ରାଉଣ୍ଡରେ ସୋମବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଆୟର୍ଲାଣ୍ଡ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୭ ଉଇକେଟ ହରାଇ ୧୬୫ ରନ ସଂଗ୍ରହ କରିଥିଲା। ଜବାବରେ ଆୟର୍ଲାଣ୍ଡ ୯ ଉଇକେଟରେ ୧୩୨ ରନରେ ସୀମିତ ରହି ପରାସ୍ତ ହୋଇଥିଲା। ଏହି ବିଜୟ ସହ ଦକ୍ଷିଣ ଆଫ୍ରିକ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି। ମାତ୍ର ୨୭ ରନ ବ୍ୟୟ କରି ବାମହାତୀ ସ୍ପିନର ତାବରେଜ ସାମ୍‌ସି ୪ ଉଇକେଟ ଅକ୍ତିଆର କରି ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ଗୁରୁବାର ବେଲଫାଷ୍ଟରେ ଦ୍ୱିତୀୟ ଟି୨୦ ମ୍ୟାଚ୍‌ ଖେଳାଯିବ। ଦକ୍ଷିଣ ଆଫ୍ରିକା ତରଫରୁ ଏଡେନ ମାରକ୍ରାମ ସର୍ବାଧିକ ୩୯ ରନ ସଂଗ୍ରହ କରିଥିଲେ। ସେହିପରି ଆୟର୍ଲାଣ୍ଡ ପକ୍ଷରୁ ହ୍ୟାଟି ଟେକ୍ଟର ସର୍ବାଧିକ ୩୬ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବର୍ଷ ଆରମ୍ଭରୁ ଇତିହାସ ରଚିଲେ ଜସପ୍ରିତ ବୁମ୍‌ରା, ଆଜି ଯାଏ ଯାହା ଭାରତୀୟ କ୍ରିକେଟରେ କେବେ ବି…

ନୂଆଦିଲ୍ଲୀ,୧।୧: ଟିମ ଇଣ୍ଡିଆର ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ବର୍ଡର ଗାଭାସ୍କର ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ସେ ଏହି ସିରିଜରେ ସର୍ବାଧିକ ୱିକେଟ ନେଇଥିବା...

୨୦୨୫ରେ ରୋହିତ-ବିରାଟଙ୍କୁ ବଡ଼ ଝଟ୍‌କା ଦେବ BCCI? ହୋଇପାରେ କୋଟି କୋଟି ଟଙ୍କାର କ୍ଷତି, ଏହି ଖେଳାଳି ପାଇବେ ଲାଭ…

ନୂଆଦିଲ୍ଲୀ,୧।୧: ଟିମ୍‌ ଇଣ୍ଡିଆ ଲାଗି ବର୍ଷ ୨୦୨୪ ବେଶ ରୋମାଞ୍ଚକର ଥିଲା। ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଭଳି ଭେଟେରାନ ଏହି ବର୍ଷ ଫିକା...

୨୦୨୪ର ସର୍ବଶ୍ରେଷ୍ଠ ଟେଷ୍ଟ-୧୧ ଘୋଷଣା: ଦଳରେ ସ୍ଥାନ ପାଇଲେ ଭାରତର ୨ ଖେଳାଳି

ନୂଆଦିଲ୍ଲୀ,୧।୧: ୨୦୨୪ର ସର୍ବଶ୍ରେଷ୍ଠ ଟେଷ୍ଟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଏବଂ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ ସ୍ଥାନ...

ଗମ୍ଭୀର, ରୋହିତ ଶର୍ମାଙ୍କୁ ଟ୍ୟୁସନ୍ କରିବ ବିସିସିଆଇ; ଅଶ୍ବିନୀଙ୍କ ଅବସର ପାଲଟିବ ହଟ୍ ଟପିକ୍

ନୂଆଦିଲ୍ଳୀ,୧।୧: ୨୦୨୪ ବର୍ଷ ଭାରତୀୟ କ୍ରିକେଟ୍ ଦଳ ପାଇଁ ନୈରାଶ୍ୟଜନକ ଫଳାଫଳ ସହିତ ଶେଷ ହୋଇଛି। ଯାହା ଫଳରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ ଯୋଗ୍ୟତା...

ଥ୍ୟାଙ୍କ୍‌ ୟୁ….ପରାଜୟ ପରେ ରୋହିତ ଶର୍ମାଙ୍କ ପୋଷ୍ଟ ହେଉଛି ଭାଇରାଲ୍‌

ନୂଆଦିଲ୍ଳୀ,୧।୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ଖେଳୁଥିବା ଟିମ ଇଣ୍ଡିଆକୁ ମେଲବୋର୍ନରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ପରେ ଅଧିନାୟକ...

ଭାରତର ପରାଜୟ ପରେ ଫିଟିଲା ଗୁମର: ଗମ୍ଭୀରଙ୍କ କଥା ଣୁଣି ନ ଥିଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୧।୧: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମତ ଚୟନକର୍ତ୍ତାଙ୍କ ଶୁଣିନାହାନ୍ତି। ଚୟନକର୍ତ୍ତାମାନେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ପାଇଁ ଅଧିକାଂଶ ଯୁବ ଖେଳାଳିଙ୍କ...

ବୁମ୍‌ରା ହେଲେ ଟେଷ୍ଟ ଟିମ୍‌ର ଅଧିନାୟକ, ମେଲବର୍ନ ଟେଷ୍ଟ ପରେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୩୧।୧୨: ମେଲବର୍ନ ଟେଷ୍ଟ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆର ପରାଜୟ ପରେ ଅଧିନାୟକ ରୋହିତ ଶର୍ମାକୁ ହଟାଇବାକୁ ଲଗାତାର ଦାବି ହେଉଛି। ତାଙ୍କ ସ୍ଥାନରେ ଷ୍ଟାର ଦ୍ରୁତ...

କାହାକୁ ମିଳିବ ୨୦୨୪ ଟି -୨୦ କ୍ରିକେଟର ଅଫ ଦ ଇୟର ଆଓ୍ବାର୍ଡ, ଲିଷ୍ଟରେ ଏମାନେ, ଭାରତରୁ ଅଛନ୍ତି…

ନୂଆଦିଲ୍ଲୀ,୩୧।୧୨: ୨୦୨୪ ବର୍ଷ ଟି -୨୦ ଆନ୍ତର୍ଜାତୀୟ କ୍ରିକେଟ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଏହା ଟିମ ଇଣ୍ଡିଆ ପାଇଁ ମଧ୍ୟ ସ୍ବତନ୍ତ୍ର ଥିଲା କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri