Posted inଖେଳ

ପ୍ରଥମ ଟେଷ୍ଟ: ଅଷ୍ଟ୍ରେଲିଆ ୪୮୭, ପାକିସ୍ତାନ ୧୩୨/୨

ପର୍ଥ, ୧୬।୧୨: ଏଠାରେ ଚାଲିଥିବା ପ୍ରଥମ କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୮୭ ରନ ସ୍କୋର କରିଛି। ଦ୍ୱିତୀୟ ଦିବସ ଖେଳ ଶେଷ ବେଳକୁ ପାକିସ୍ତାନ ୨ ଉଇକେଟ ହରାଇ ୧୩୨ ରନ ସଂଗ୍ରହ କରିଛି। ଅବଦୁଲ ଶଫିକ ୪୨ ଓ ଅଧିନାୟକ ଶାନ ମାସୁଦ ୩୦ ରନକରି ଆଉଟ ହୋଇଥିବାବେଳେ ଇମାମ-ଉଲ-ହକ୍‌ ୩୮ ଓ ଖୁରାମ ଶାହାଜାଦ ୭ ରନରେ ଅପରାଜିତ ରହିଛନ୍ତି। ଫଳରେ ୭ ଉଇକେଟ ଥାଇ ପାକିସ୍ତାନ ଆହୁରି ୩୫୫ ରନ ପଛରେ ରହିଛି। ପ୍ରଥମ ଦିବସର ଅସମାପ୍ତ ସ୍କୋର ୩୪୬/୫ରୁ ଖେଳ ଆରମ୍ଭ କରିଥିବା ଅଷ୍ଟ୍ରେଲିଆ ୪୮୭ ରନର ବୃହତ୍‌ ସ୍କୋର କରିଥିଲା। ମିଚେଲ ମାର୍ଶ ୯୦ ଓ ଆଲେକ୍ସ କାରେ ୩୪ ରନ କରିଥିବାବେଳେ ଅତିରିକ୍ତ ଭାବେ ପାକିସ୍ତାନ ବୋଲରମାନେ ୪୧ ରନ ବ୍ୟୟ କରିଥିଲେ। ପ୍ରଥମ ଦିବସରେ ଅଷ୍ଟ୍ରେଲିଆ ଓପନର ଡେଭିଡ ଓ୍ବାର୍ନର ୧୬୪ ରନର ଦର୍ଶନୀୟ ଇନିଂସ ଖେଳିଥିଲେ। ପାକିସ୍ତାନ ବୋଲରଙ୍କ ମଧ୍ୟରେ ଅମିର ଜମାଲ ୬ ଉଇକେଟ ସଫଳତା ପାଇଥିବାବେଳେ ଖୁରାମ ଶାହାଜାଦ ୨ଟି ଏବଂ ଶାହିନ ଶାହା ଆଫ୍ରିଦି ଓ ଫହିମ ଅଶ୍ରଫ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୩ କୋଟିରେ ପନ୍ତଙ୍କୁ କିଣିଲା ପଞ୍ଜାବ, ମେଗା ଅକ୍ସନ ପୂର୍ବରୁ…

ନୂଆଦିଲ୍ଲୀ,୨୩।୧୧: ଆଇପିଏଲ୍‌ ମେଗା ଅକ୍ସନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି। ଏହାପରେ ଅନେକ ଖେଳାଳିଙ୍କ ଭାଗ୍ୟର ଫଳାଫଳ ଆସିବ। ନଭେମ୍ବର ୨୪ରୁ ଆରମ୍ଭ...

ପ୍ରଥମ ଟେଷ୍ଟ: ୨୧୮ ରନ୍‌ରେ ଆଗୁଆ ରହି ଦୃଢ ସ୍ଥିତିରେ ଭାରତ

ପର୍ଥ,୨୩ା୧୧: ପର୍ଥରେ ଅନୁଷ୍ଠିତ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟରେ ଦୃଢ ସ୍ଥିତିରେ ରହିଛି ଭାରତ। ଯଶପ୍ରୀତ୍‌ ବୁମ୍‌ରାଙ୍କ ୫ ଉଇକେଟ ସଫଳତା, ଅଷ୍ଟ୍ରେଲିଆ ମାଟିରେ ଜୟସ୍ବାଲଙ୍କ...

ଇତିହାସ ରଚିଲେ ରାହୁଲ-ଜୟସ୍ବାଲ: ୨୦୦୪ ପରେ ପ୍ରଥମଥର ଘଟିଲା ଏମିତି

ପର୍ଥ,୨୩।୧୧: ପର୍ଥ ଟେଷ୍ଟରେ ଯଶସ୍ବୀ ଜୟସ୍ବାଲ ଏବଂ କେ.ଏଲ ରାହୁଲ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ରାହୁଲ ଏବଂ ଯଶସ୍ବିଙ୍କ ମଧ୍ୟରେ...

ଭାବପ୍ରବଣ ହୋଇ ସ୍ବାମୀ ବୁମ୍‌ରାଙ୍କ ପାଇଁ ଏମିତି କହିଦେଲେ ସଞ୍ଜନା

ପର୍ଥ,୨୩।୧୧: ପର୍ଥରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଖେଳାଯାଉଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରି...

ଅଷ୍ଟ୍ରେଲିଆ ମାଟିରେ ବଡ଼ ରେକର୍ଡ କଲେ ଜସପ୍ରୀତ ବୁମ୍‌ରା

ପର୍ଥ,୨୩।୧୧: ପର୍ଥରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଖେଳାଯାଉଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରି...

ବୁମ୍‌ରାଙ୍କ ବୋଲିଂ ଆଗରେ ଫେଲ୍‌ ମାରିଲା ଅଷ୍ଟ୍ରେଲିଆ: ୧୦୪ ରନ୍‌ରେ ଅଲଆଉଟ୍‌

ପର୍ଥ,୨୩।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ କଙ୍ଗାରୁ ଦଳ ମାଟି କାମୁଡିଛି। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆର୧୦୪ ରନ୍‌ରେ ଅଲଆଉଟ୍‌ ହୋଇଛି। ଫଳରେ ଭାରତ ପ୍ରଥମ...

ମାର୍ଚ୍ଚ ୧୪ରୁ ମେ’ ୨୫

ନୂଆଦିଲ୍ଲୀ, ୨୩ା୧୧ (ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆସନ୍ତାବର୍ଷ ହେବାକୁଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଲାଗି ଦିନ ଧାର୍ଯ୍ୟ କରିଛି। ଏହି...

ଚମକିଲେ ଜୁନିଅର୍‌ ସେହ୍ବାଗ: ବାପାଙ୍କ ପରେ ପୁଅ କରିପାରନ୍ତି କମାଲ୍‌

ଶିଲଂ, ୨୨ା୧୧: ୧୯ ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟରେ ଦିଲ୍ଲୀ ତରଫରୁ ଖେଳୁଥିବା ଭାରତର ମହାନ ବ୍ୟାଟର ବୀରେନ୍ଦ୍ର ସେହ୍ବାଗଙ୍କ ପୁତ୍ର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri