ପହିଲି ଶୀତରେ ପହିଲି ପର୍ଯ୍ୟଟକ: ଭୋଜି ପାଇଁ ଲଗାଇଲେ ଭିଡ଼, ବୁଲିଲେ କଫି ବଗିଚା

ଦାରିଙ୍ଗବାଡ଼ି,୧୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଯେମିତି ତାପମାତ୍ରା କମିବାରେ ଲାଗିଛି ସେହିଭଳି ଶୀତ ମଧ୍ୟ ଧୀରେ ଧୀରେ ସ୍ପର୍ଶ କରିବାରେ ଲାଗିଛି। ଏହାର ମଜା ଉଠାଇବା ପାଇଁ ରବିବାର ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଡୁଲୁରୀ ପାଇନବଣ ସମେତ ଦାରିଙ୍ଗବାଡ଼ିର ମିଡିୟୁବାନ୍ଦା ଜଳପ୍ରପାତ,ସରାମୁଳି ପଞ୍ଚାୟତର ଯୋଗୀମଠ, କିରିକୁଟିର ଲଭର୍ସ ପଏଣ୍ଟ, କିସୁବାଡ଼ି ଜଳପ୍ରପାତ ଆଦି ଅଞ୍ଚଳରେ ବଣ ଭୋଜି ପାଇଁ ପ୍ରବଳ ଭିଡ଼ ଲାଗିରହିଛି।

ସେହିପରି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଥିବା କଫି ବଗିଚା, କଫି କାଫେ ସମେତ ଶାନ୍ତି ଉପତ୍ୟକା, ସୁଲେଇ ସରୁ ଭିୟୁ, ହିଲ୍‌ଭିୟୁ ପାର୍କ, ନେଚର ପାର୍କ ଆଦି ପର୍ଯ୍ୟଟନକ୍ଷେତ୍ର ବୁଲିବା ସହ ମଜା ନେଇଛନ୍ତି। ରବିବାର ଛୁଟି ରହିଥିବା ବେଳେ ଛାଡ଼ ଖାଇ ପରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକ ଏହାର ଭରପୂର ଫାଇଦା ନେଇଛନ୍ତି। ଦାରିଙ୍ଗବାଡ଼ିରେ ତାପମାତ୍ରା ୧୨ ଡିଗ୍ରୀ ରହିଥିବା ବେଳେ ଶୀତ ମଧ୍ୟ ଅନୁଭୂତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ

ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ...

IPL 2025 ମଧ୍ୟରେ CSKର ଏହି ଖେଳାଳିଙ୍କ ପିତାଙ୍କ ମୃତ୍ୟୁ, ଭାଙ୍ଗିପଡିଲେ…

ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025ର ୩୮ତମ ମ୍ୟାଚରେ, ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗସକୁ ୯ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଯେତେବେଳେ...

ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପ୍ରଥମ ଥର ନରମିଲେ Russia ରାଷ୍ଟ୍ରପତି ପୁଟିନ

ମସ୍କୋ,୨୨।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ଇରାନ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ସହଭାଗୀତା ଚୁକ୍ତିକୁ ଅନୁମୋଦନ କରିଛନ୍ତି। ପୂର୍ବରୁ, Russia ସଂସଦ ଏହି...

ବଢୁଛି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ, ଟ୍ରମ୍ପ ସରକାରଙ୍କ ମଧ୍ୟରେ ବିବାଦ

ଓ୍ବାଶିଂଟନ,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟ୍ରମ୍ପ ପ୍ରଶାସନ ହାର୍ଭାର୍ଡକୁ ୨.୨ ବିଲିୟନ ଡଲାରର ପାଣ୍ଠି...

ନବଗ୍ରହ ମନ୍ଦିରରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟିନେଲେ…

ସାବରଙ୍ଗ,୨୨।୪(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନରସିଂହପୁର ପଞ୍ଚାୟତର ବାଣପୁର ଗ୍ରାମରେ ଥିବା ନବଗ୍ରହ ମନ୍ଦିରରୁ ସୋମବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଛି।...

Pop Francis Death: ଫ୍ରାନ୍ସିସଙ୍କ ପରଲୋକରେ ଭାରତରେ ୩ ଦିନିଆ ଶୋକ, ଅର୍ଦ୍ଧନମିତ ରହିବ ତ୍ରିରଙ୍ଗା

ନୂଆଦିଲ୍ଲୀ,୨୨।୪: ପୋପ ଫ୍ରାନ୍ସିସଙ୍କ ଦେହାନ୍ତରେ ଭାରତ ସରକାର ସୋମବାର ତିନି ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ସୋମବାର Pop Francisଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ...

IPL 2025: ପ୍ରିତୀ ଜିଣ୍ଟାଙ୍କୁ ନିଜ ପୁଅର ଭିଡିଓ ଦେଖାଇଲେ ବିରାଟ କୋହଲି, ହସି ପକାଇଲେ ଅଭିନେତ୍ରୀ, ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025 ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୭ ୱିକେଟରେ ପରାସ୍ତ କରି ପୂର୍ବ ପରାଜୟର ପ୍ରତିଶୋଧ ନେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image