Posted inଖେଳ

୫ ମହିଳା ଚେସ୍‌ ଖେଳାଳିଙ୍କୁ ମିଳିବ ୧କୋଟି ଅନୁଦାନ

ହାଇଦ୍ରାବାଦ,୨୨ା୪: ଭାରତରେ ମହିଳା ଖେଳର ପ୍ରତିଷ୍ଠାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ରଖିଥିବା ୬୪ ସ୍କୋୟାର୍ସ ନାମକ ଏକ ସଂଗଠନ ମଙ୍ଗଳବାର ଇଣ୍ଟରନ୍ୟାଶନାଲ ମାଷ୍ଟର(ଆଇଏମ୍‌) ଭାନ୍ତିକା ଅଗ୍ରଓ୍ବାଲଙ୍କ ବ୍ୟତୀତ ଅନ୍ୟ ୪ଜଣ ଉଦୀୟମାନ ଚେସ୍‌ ଖେଳାଳି ୧କୋଟି ଟଙ୍କାର ଫେଲୋଶିପ୍‌ ଅନୁଦାନ ପାଇବା ପାଇଁ ମନୋନୀତ କରିଛି।

୬୪ ସ୍କୋୟାର୍ସ ହେଉଛି ହାଇଦ୍ରାବାଦସ୍ଥିତ ପ୍ରଭାହ ଫାଉଣ୍ଡେଶନ ଏବଂ ଚେସ୍‌ ଷ୍ଟାର୍ଟଅପ୍‌ ଏମ୍‌ଜିଢି-୧ର ଏକ ମିଳିତ ପ୍ରୟାସ। ଉପକୃତ ହେବାକୁଥିବା ୫ ଖେଳାଳି ହେଲେ ଆଇଏମ୍‌ ଭାନ୍ତିକା, ଡବ୍ଲ୍ୟୁଏଫ୍‌ଏମ୍‌ ଶୁଭି ଗୁପ୍ତା, ଡବ୍ଲ୍ୟୁଏଫ୍‌ଏମ୍‌ ଚାର୍ଭି ଅନିଲକୁମାର ଏବଂ ଉଦୀୟମାନ ପ୍ରତିଭା ଡବ୍ଲ୍ୟୁଆଇଏମ୍‌ ସାରାୟୁ ଭେଲପୁଲା ଓ ଡବ୍ଲୁଆଏଇଏମ୍‌ ସାହିଥି ଭାର୍ଷିନୀ।

ଫେଲୋଶିପ୍‌ ଅନୁଦାନ ଏହି ଖେଳାଳିମାନଙ୍କ ଏକ ବର୍ଷ ପାଇଁ ଟ୍ରେନିଂ, ଟୁର୍ନାମେଣ୍ଟରେ ଅଂଶଗ୍ରହଣ ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ବ୍ୟୟ ପରାଯିବ। ଏମାନଙ୍କ ମଧ୍ୟରୁ ପୂର୍ବରୁ ଅର୍ଜୁନ ପୁରସ୍କାର ବିଜେତା ଭାନ୍ତିକା ୨୦୨୩ରେ ସହାୟତା ପାଇଥିଲେ।

ଏହାପରେ ସେ ଇଣ୍ଟରନ୍ୟାଶନାଲ ମାଷ୍ଟର ଟାଇଟଲ ହାସଲ କରିଥିଲେ। ଦେଶ ପାଇଁ ସେ ଅନେକ ସମ୍ମାନ ଆଣି ଦେଇଛନ୍ତି। ୨୦୨୪ରେଚେସ୍‌ ଅଲିମ୍ପିଆଡ୍‌ରେ ସେ ବ୍ୟକ୍ତିଗତ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ଫେଲୋଶିପ୍‌ ଅନୁଦାନ ସହାୟତାରେ ସମ୍ମାନଜନକ ଗ୍ରାଣ୍ଡମାଷ୍ଟର ଟାଇଟଲ ହାସଲ କରିବା ପରେ ଭାନ୍ତିକା ପୁଣି ସୁଯୋଗ ପାଇବା ପାଇଁ ପୁଣି ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri