ଦକ୍ଷିଣ କାରୋଲିନାରେ ଇଞ୍ଜିନ ବିମାନ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍‌ ସମେତ ୫ମୃତ

ନର୍ଥ ମାର୍ଟଲ,୬।୭:ଆମେରିକାର ଦକ୍ଷିଣ କାରୋଲିନାର ଉପକୂଳବର୍ତ୍ତୀ ରିସର୍ଟ ଟାଉନରେ ଗୋଟିଏ ଇଞ୍ଜିନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନ ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଉତ୍ତର ମିରଟ ବିଚ୍‌ରେ ଥିବା ଏକ ଗଲ୍ଫ କୋର୍ସ ନିକଟରେ ବିମାନର ଧ୍ୱଂସାବଶେଷ ଦେଖିବାକୁ ମିଳିଛି। ଏହି ଦୁର୍ଘଟଣାରେ ପାଇଲଟ୍‌ଙ୍କ ସମେତ ୫ଜଣଙ୍କର ମୃତ୍ୟୁ ହୋଇଛି।

Share