ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭୁବନେଶ୍ୱର, ଝାରସୁଗୁଡାରୁ ଏଣିକି ଏହି ସବୁ ସହରକୁ ଉଡ଼ିବ ବିମାନ

ଭୁବନେଶ୍ୱର,୩୦।୧୨: ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡାରୁ  ଅଧିକ ସହରକୁ ସିଧାସଳଖ ଯୋଡି ହେବ ବିମାନସେବା । ଜାନୁଆରୀ ୧ରୁ ଝାରସୁଗୁଡା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁଆରୀ ୩ରୁ ଭୁବନେଶ୍ୱର ବିମାନ ବନ୍ଦରରୁ ଆଉ ୫ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ॥ ଝାରସୁଗୁଡ଼ାରୁ ସିଧାସଳଖ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ଉଡ଼ିବ। ସେହିପରି ଭୁବନେଶ୍ବରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର, ଲକ୍ଷ୍ନୌକୁ ଉଡ଼ିବ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଏହି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି, ଦୁଇଗୁଣା ହେଲା ପେନ୍‌ସନ

ଭୁବନେଶ୍ୱର,୨।୧: ଭାରତର ସ୍ୱାଧୀନତା ସଂଗ୍ରାମରେ ସେମାନଙ୍କର ପ୍ରମୁଖ ଭୂମିକାକୁ ସ୍ୱୀକୃତି ଦେଇ ଓଡ଼ିଶା ସରକାର ଗୁରୁବାର ସ୍ୱାଧୀନତା ସଂଗ୍ରାମୀଙ୍କ ପାଇଁ ପେନ୍‌ସନ୍‌ରେ ଯଥେଷ୍ଟ ବୃଦ୍ଧି ଘୋଷଣା...

ପରକୀୟାପ୍ରୀତି: ସ୍ବାମୀଙ୍କ ତୀରମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା

କେନ୍ଦୁଝର,୨।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ପରକୀୟା ପ୍ରୀତିକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ତୀରମାଡ଼ କରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି।...

ଗଣତନ୍ତ୍ର ଦିବସ ୨୦୨୫ ପରେଡରେ ଗଡିବନି ଓଡ଼ିଶା ପ୍ରଜ୍ଞାପନ ମେଢ଼, ଜାଣନ୍ତୁ କେଉଁଠି ରହିଲା ଭୁଲ୍

ଭୁବନେଶ୍ୱର,୨।୧: ଗଣତନ୍ତ୍ର ଦିବସ ପରେଡରେ ରାଜ୍ୟର ପ୍ରଜ୍ଞାପନ ମେଢ଼ ଦେଖିବା ପାଇଁ ଆଶା ରଖିଥିବା ଓଡିଶାବାସୀଙ୍କୁ ନିରାଶ ହେବାକୁ ପଡିବ। କାରଣ ରାଜ୍ୟ ସରକାର ପଠାଇଥିବା...

ଖସିଲା ପାରଦ: ବଢ଼ିଲା ଶୀତ, କାଲୁଆ ମାରିଯାଉଛି ଦେହହାତ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): ପୁଣି ବାହୁଡ଼ିଲା ଶୀତ। ଲଘୁଚାପ ଜନିତ ବର୍ଷା କିଛିଦିନ ଲାଗିରହିଥିଲା। ଫଳରେ ଦିନରେ କୋହଲା ପାଗ ସହ ରାତିରେ ତାପମାତ୍ରା ବୃଦ୍ଧି ପାଇ...

ଭୁବନେଶ୍ୱରରେ ପହଞ୍ଚିଲେ ନୂଆ ରାଜ୍ୟପାଳ: ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨ା୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କେନ୍ଦୁଝର-ସମ୍ବଲପୁର ଜିଲାପାଳଙ୍କୁ ମାନବାଧିକାର କମିଶନଙ୍କ ନୋଟିସ୍‌

କେନ୍ଦୁଝର,୨ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଡ୍ୟାମ୍‌ ଆଖପାଖ ଅଞ୍ଚଳରେ ରହୁଥିବା ଲୋକଙ୍କ ସୁରକ୍ଷାକୁ ନେଇ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଓ ସମ୍ବଲପୁର ଜିଲାପାଳଙ୍କୁ ପଦକ୍ଷେପ ଗ୍ରହଣ...

ମୋହନଙ୍କୁ ଚିଠି ଲେଖିଲେ ନବୀନ, ଏଥିରେ ଲେଖାଅଛି ଏମିତି…

ଭୁବନେଶ୍ୱର,୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିରୋଧୀଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ଅଦିନିଆ ବର୍ଷାରେ ଚାଷ କ୍ଷତି ଭରଣା...

ରାଜ୍ୟ ଭିଜିଲାନ୍ସରେ ୮ ଏଏସ୍‌ପି, ୨୪ ଡିଏସ୍‌ପି,୧୬ ଏସ୍‌ଆଇ ପଦବୀ ହେବ ସୃଷ୍ଟି

ଭୁବନେଶ୍ୱର,୨ା୧(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଆସିଛନ୍ତି। ବିଶେଷକରି ଉଚ୍ଚସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri