Posted inଜାତୀୟ

ଆସାମରେ ବନ୍ୟା ବିତ୍ପାତ, ୧୬ଲକ୍ଷ ଲୋକ ପ୍ରଭାବିତ

ନୂଆଦିଲ୍ଲୀ,୪।୭: ଆସାମର ବନ୍ୟା ସ୍ଥିତି ଭୟଙ୍କର ହେଲାଣି। ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ଜନଜୀବନ ସହ ପଶୁପକ୍ଷୀ ପ୍ରଭାବିତ ହୋଇଛନ୍ତି। ବନ୍ୟା ବିତ୍ପାତ ଯୋଗୁ ୧୯ଟି ଜିଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି। ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୪୬ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ଆଉ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଏବଂ ସେନା ସହାୟତାରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି। ଏମିତିକି ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଥିବାରୁ ଲୋକେ ଘରଦ୍ୱାର ଛାଡି ଅନ୍ୟତ୍ର ମୁଣ୍ଡ ଗୁଞ୍ଜିଛନ୍ତି। ସେପଟେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ରହୁଥିବା ପ୍ରାଣୀଙ୍କ ଲାଗି ମଧ୍ୟ ବିପଦ ଦେଖାଦେଇଛି। ଚାରିଆଡେ ପାଣି ପଶିଯାଇଛି। ଜାତୀୟ ଉଦ୍ୟାନର ଅନେକ ସ୍ଥାନ ପାଣିରେ ବୁଡି ରହିଛି। ଫଳରେ ହାତୀ, ହରିଣ, ଗଣ୍ଡାଠୁ ଆରମ୍ଭ କରି ଅନେକ ପଶୁପକ୍ଷୀ ଏବେ ଜନବସତି ମୁହାଁ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ଘେରରେ କାଜିରଙ୍ଗା ଜାତୀୟ ଉଦ୍ୟାନ; ୧୧୪ ବନ୍ୟଜନ୍ତୁ ମୃତ

ଗୁଆହାଟୀ, ୬।୭: ଆସାମ ବନ୍ୟା ବିଭୀଷିକାରୁ ପ୍ରସିଦ୍ଧ କାଜିରଙ୍ଗା ଜାତୀୟ ଉଦ୍ୟାନ ବାଦ୍‌ ପଡ଼ିନାହିଁ। ଏହି ଭୟଙ୍କର ବନ୍ୟାରେ କାଜିରଙ୍ଗା ଜାତୀୟ ଉଦ୍ୟାନର ୧୧୪ ବନ୍ୟଜନ୍ତୁଙ୍କର...

ଜମ୍ମୁ-କଶ୍ମିରରେ ଏନକାଉଣ୍ଟର; ଦୁଇ ଯବାନ ଶହୀଦ, ୪ ଆତଙ୍କୀ ନିପାତ

ନୂଆଦିଲ୍ଲୀ,୬।୭: ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ଚାରି ଆତଙ୍କୀ ମଧ୍ୟ...

ପ୍ରଥମ ଦେଖାରେ ପଡ଼ିଥିଲେ ପ୍ରେମରେ, ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେବା ବେଳେ ସ୍ମୃତିକୁ ମନେ ପକାଇ କାନ୍ଦିଲେ ଶହୀଦ ଅଂଶୁମାନଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୬ା୭: ସେନା ମେଡିକାଲ କୋର୍‌ର କ୍ୟାପଟେନ ଅଂଶୁମାନ ସିଂ ଶହୀଦ ହେବା ପରେ ତାଙ୍କୁ କୀର୍ତ୍ତିଚକ୍ର ପୁରସ୍କାର ପ୍ରଦାନ କରାଯାଇଛି। ଏକ ଧଳା ଶାଢ଼ି ପିନ୍ଧି...

ସୁରଟରେ ଭୁଶୁଡ଼ିଲା ୫ ମହଲା କୋଠା: ତଳେ ବହୁ ଲୋକ ଚାପି ହୋଇଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି

ଗାନ୍ଧୀନଗର,୬ା୭: ଗୁଜରାଟର ସୁରଟରେ ଶନିବାର ଏକ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ଅନେକ ଲୋକ ଏହା ତଳେ ଫସି ରହିଥିବା ଅନୁମାନ କରାଯାଉଛି।...

ରାଜନୈତିକ ଭବିଷ୍ୟତ ଶେଷ ହୋଇଯିବା ଭୟରେ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିଲେନି ମୋଦି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୬।୭: ରାମମନ୍ଦିର ପ୍ରତିଷ୍ଠା କରି ସମସ୍ତ ହିନ୍ଦୁ ସଂପ୍ରଦାୟ ଭାଜପା ସପକ୍ଷରେ ଥିବା ଅନୁମାନରେ ଅଯୋଧ୍ୟାରୁ ଲୋକ ସଭା ନିର୍ବାଚନ ଲଢ଼ିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି, କହିଲେ ରଣନୀତିକ ଭାଗିଦାରୀକୁ…

ନୂଆଦିଲ୍ଲୀ,୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଏଥିସହିତ ମୋଦି ଷ୍ଟାର୍ମରଙ୍କୁ ଅଭିନନ୍ଦନ...

ଆସିବ ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌

ନୂଆଦିଲ୍ଲୀ,୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌ ଆସିବ। ଏହି ବଜେଟ୍‌ ଆସନ୍ତା ୨୩ ତାରିଖରେ ଉପସ୍ଥାପନ କରାଯିବ ବୋଲି ଶନିବାର କେନ୍ଦ୍ରୀୟ...

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସରିଲା ସିବିଆଇ ଯାଞ୍ଚ, ମୁଖ୍ୟମନ୍ତ୍ରୀଙ୍କୁ ନେଇ ଅଧିକାରୀ କହିଲେ…

ମୁମ଼୍ବାଇ, ୬।୭: ଦିଲ୍ଲୀରେ ହୋଇଥିବା ମଦ ଦୁର୍ନୀତି ମାମଲା ଯାଞ୍ଚ କରୁଥିବା କେନ୍ଦ୍ର ତଦନ୍ତକାରୀ ସଂସ୍ଥା ସିବିଆଇ ତଦନ୍ତ ଶେଷ କରିଛି । ଶନିବାର ସିବିଆଇ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri