ଜଳକା ନଦୀରେ ବନ୍ୟା: ସରକାରୀ କାର୍ଯ୍ୟାଳୟରେ ପଶିଲା ପାଣି

ବସ୍ତା,୨୨।୯(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ଦେଇ ପ୍ରବାହିତ ଜଳକା ନଦୀରେ ଭୀଷଣ ବନ୍ୟା ଜଳ ପ୍ରବାହିତ ହେଉଛି। ଏ ନେଇ ବନ୍ୟା ଜଳ ବସ୍ତା ଥାନା, ଏସ୍‌ଡିପିଓ ଅଫିସ, ତହସିଲ ଅଫିସ ଜଳମଗ୍ନ ହୋଇଛି। ଏ ସମସ୍ତ କାର୍ଯ୍ୟାଳୟରେ ପାଣି ପଶିଯାଇଛି। ଜଳକା ନଦୀରେ ମଥାନୀଠାରେ ବିପଦ ସଙ୍କେତ ୫.୫୦ ମିଟର ଥିବା ବେଳେ ସକାଳ ୭ଟା ସୁଦ୍ଧା ୭.୦ରେ ପ୍ରବାହିତ ହେଉଛି। ଉପର ମୁଣ୍ଡରେ ଅଧିକ ବର୍ଷା ହୋଇଥିବା ଯୋଗୁ ଅଧିକ ପାଣି ଆସିବାର ସମ୍ଭାବନା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶ ଫେରିଲା ଜିନତ୍‌ : ମଧ୍ୟ ରାତିରେ ଆସିଲା

ବାରିପଦା,୧।୧: ମଧ୍ୟରାତ୍ରିରେ ବାଘୁଣୀ ଜିନତ୍‌ ଓଡ଼ିଶା ଫେରିଛି। ପ୍ରାୟ ୪୮ ଘଣ୍ଟାଯାଏ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ...

ଚାଷୀଙ୍କ ସମସ୍ୟାକୁ ନେଇ ଏମିତି କହିଦେଲେ ନବୀନ

ପଟ୍ଟାମୁଣ୍ଡାଇ, ୧ା୧(କଳ୍ପତରୁ ନାୟକ):ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ କେନ୍ଦ୍ରାପଡ଼ା ଜିଲା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁ...

ନବ ବଷର୍ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ କୃପାରୁ…

ଭୁବନେଶ୍ୱର,୧।୧: ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ...

ଚାଷୀଙ୍କ ଧାରଣାକୁ ପ୍ରଶାସନର ଅଣଦେଖା

ବରଗଡ଼,୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଅବ୍ୟବସ୍ଥା ଲାଗି ରହିଛି। ଜିଲାର ବିଭିନ୍ନ ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି। କିନ୍ତୁ ଉକ୍ତ ଧାନକୁ...

୨୦୦ ଆପରାଧିକ ମାମଲା, ୧୬୦ ସରକାରୀ ବାବୁ ଗିରଫ

ଭୁବନେଶ୍ୱର,୧ା୧(ସତ୍ୟଜିତ୍‌ ରାଉତ):ସରକାରୀ ଅର୍ଥ ଆତ୍ମସାତ୍‌ ହେଉ କିମ୍ବା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସହ ଲାଞ୍ଚ ମାମଲା। ଦୁର୍ନୀତିଗ୍ରସ୍ତ ସରକାରୀ ବାବୁମାନେ ଭିଜିଲାନ୍ସ ଜାଲରେ ଫସିବା...

ଆଜିଠୁ ଅଚଳ ହେବ ୩ ବର୍ଗର ବ୍ୟାଙ୍କ ଆକାଉଣ୍ଟ: ଆର୍‌ବିଆଇ

ଭୁବନେଶ୍ୱର,୧ା୧(ଅନୁରାଧା ମହାରଣା): ୨୦୨୫ର ପ୍ରଥମ ଦିନରୁ ବ୍ୟାଙ୍କ କାରବାର ସମ୍ପର୍କିତ ଅନେକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ତେବେ ଜାନୁଆରୀ ପହିଲାରୁ ୩ ପ୍ରକାରର ବ୍ୟାଙ୍କ...

ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହେଉଛି ରାଜଧାନୀ

ଭୁବନେଶ୍ୱର,୧।୧(ସୁଚିସ୍ମିତା ସାହୁ):ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ସଜେଇ ହେଉଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ସ୍ଥାନରେ କାନ୍ଥଗୁଡ଼ିକ ପାରମ୍ପରିକ ଚିତ୍ରକଳାରେ ଝଲସୁଛି। ଏଥିରେ ଓଡ଼ିଶାର ଲୋକକଳା, ପରମ୍ପରା,...

ପାରାଗ୍ଲାଇଡିଂ, ପାରା ଲ୍ୟାଣ୍ଡିଂର ମଜା ନେଉଛନ୍ତି ପର୍ଯ୍ୟଟକ

କୋରାପୁଟ,୧ା୧(ଅମିତାଭ ବେହେରା):କୋରାପୁଟ ଜିଲା ସେମିଳିଗୁଡ଼ାର କୁନ୍ଦୁଲିରୁ କୋଟିଆ ଆଡ଼କୁ ଦେଓମାଳି ପର୍ବତ ରହିଛି। ସମୁଦ୍ର ପତ୍ତନଠାରୁ ୧୬୭୨ ମିଟର ଉଚ୍ଚତାରେ ଥିବା ଏହା ଓଡ଼ିଶାର ଉଚ୍ଚତମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri