ସ୍ପେନ୍‌ରେ ବାତ୍ୟା ପରେ ପ୍ରଳୟଙ୍କରୀ ବନ୍ୟା: ୨୧୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ମାଡ୍ରିଡ୍‌,୨ା୧୧: ସ୍ପେନ୍‌ରେ ପ୍ରଳୟଙ୍କରୀ ବନ୍ୟାଜନିତ ମୃତ୍ୟୁସଂଖ୍ୟା ଶନିବାର ୨୧୧ରେ ପହଞ୍ଚିଛି। ସର୍ବାଧିକ କ୍ଷତିଗ୍ରସ୍ତ ପୂର୍ବ ଭାଲେନ୍‌ସିଆ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ଅତିରିକ୍ତ ୧୦,୦୦୦ ସୈନ୍ୟ ଏବଂ ପୋଲିସ୍‌ ଅଫିସର ନିୟୋଜିତ କରିବାକୁ ନିଷ୍ପତ୍ତି ନିଆଯାଇଥିବା ସ୍ପେନ୍‌ ପ୍ରଧାନନ୍ତ୍ରୀ ପେଡ୍ରୋ ସାଞ୍ଚେଜ୍‌ ଘୋଷଣା କରିଛନ୍ତି।

ସ୍ପେନ୍‌ରେ ବହୁ ଦଶନ୍ଧି ମଧ୍ୟରେ ଏହା ସବୁଠୁ ଘାତକ ବନ୍ୟା ବୋଲି କୁହାଯାଉଛି। ସାମୁଦ୍ରିକ ବାତ୍ୟା ଜନିତ ପ୍ରବଳ ବର୍ଷା ଯୋଗୁ କାଦୁଅ, ପାଣି ମାଡ଼ିଆସି କେତେକ ସହର ଜଳାର୍ଣ୍ଣବ ହୋଇଯାଇଥିଲା। ଏହି ବନ୍ୟାରେ ବହୁ ଭିତ୍ତିଭୂମି ଧ୍ୱଂସ ହେବା ସହ ବହୁସଂଖ୍ୟାରେ ଲୋକେ ଭାସିଯାଇ ନିଖୋଜ ଅଛନ୍ତି।

ସେମାନଙ୍କୁ ଖୋଜି ବାହାର କରିବା ପାଇଁ ୩ ଦିନ ହେଲା ଉଦ୍ୟମ ଜାରି ରହିଛି। ସର୍ବାଧିକ କ୍ଷତିଗ୍ରସ୍ତ ଭାଲେନ୍‌ସିଆ ଅଞ୍ଚଳରେ ଜରୁରୀ ସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଅକ୍ଳାନ୍ତ ଉଦ୍ୟମ ଜାରି ରଖିଛନ୍ତି। ମାଟି ତଳେ ବହୁ ଲୋକ ପୋତିହୋଇ ରହିଯାଇଥିବା ଆଶଙ୍କା କରାଯାଉଥିବାରୁ ଭଗ୍ନାବଶେଷ ଓ କାଦୁଅ ଉଠାଇବା କାର୍ଯ୍ୟରେ ଅନେକେ ନିୟୋଜିତ ହୋଇଛନ୍ତି। ହଜାର ହଜାର ସ୍ବେଚ୍ଛାସେବୀ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁଙ୍କ ନାଁରେ ଓ୍ବାରଣ୍ଟ ଜାରି କରିଥିବା ଓକିଲ ଯୌନ ଶୋଷଣ ଅଭିଯୁକ୍ତ

ଜେରୁଜେଲମ,୨୨।୧୧: ଗାଜାରେ ଯୁଦ୍ଧ ଅପରାଧ ଅଭିଯୋଗରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ବିରୋଧରେ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଗିରଫ ପରୱାନା ଜାରି କରିଛି। ଏହା...

ଉତ୍ତର କୋରିଆ ରୁଷିଆକୁ ପଠାଇଲା ସେନା, ରିଟର୍ନ ଗିପ୍ଟରେ ମିଳିଲା ବାଘ, ଭାଲୁ

ମସ୍କୋ,୨୨।୧୧: ଉତ୍ତର କୋରିଆ ସହ ବନ୍ଧୁତାକୁ ମଜବୁତ କରିବାକୁ ରୁଷିଆ ଚେଷ୍ଟା କରୁଛି। ରୁଷିଆ ବର୍ତ୍ତମାନ ପଶୁମାନଙ୍କୁ ଏକ ମାଧ୍ୟମ ଭାବରେ ବ୍ୟବହାର କରି ଉତ୍ତର...

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ମଧ୍ୟରେ ଟେନସନ ବଢାଇଲା ଉତ୍ତର କୋରିଆ, ଆମେରିକାକୁ ପରମାଣୁ ଆକ୍ରମଣର ଚେତାବନୀ ଦେଲେ କିମ!

ସିଓଲ,୨୨।୧୧: ଉତ୍ତର କୋରିଆର ନେତା କିମ ଜୋଙ୍ଗ ଉନ ଆମେରିକାକୁ ତିକ୍ତତା ବୃଦ୍ଧି କରୁଥିବା ଅଭିଯୋଗ କରିଛନ୍ତି ଏବଂ କୋରିଆ ଉପଦ୍ୱୀପ ପୂର୍ବରୁ ପରମାଣୁ ଯୁଦ୍ଧର...

ଗିରଫ ହେବେ କି ନେତାନ୍ୟାହୁ: ଜାଣନ୍ତୁ କ’ଣ ରହିଛି ନିୟମ

ହେଗ୍‌,୨୨ା୧୧ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଅପରାଧ ଏବଂ ଗାଜାରେ ମାନବତା ବିରୋଧରେ ଅପରାଧ ଅଭିଯୋଗ ନେଇ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି)...

ଭାରତ ବିରୋଧରେ ନୂଆ ଷଡଯନ୍ତ୍ର ରଚୁଛି ମାଳଦ୍ୱୀପ

ମାଲେ,୨୨।୧୧: ମାଳଦ୍ୱୀପ ସରକାରଙ୍କ ଆଦେଶ ପୁଣି ଥରେ ସେଠାରେ କିଛି ଭାରତୀୟଙ୍କ ଚିନ୍ତା ବଢାଇ ଦେଇଛି। ଭାରତଠାରୁ ଉପହାରରେ ମିଳିଥିବା ଡୋର୍ନିଅର୍‌ ଏବଂ ହେଲିକପ୍ଟରକୁ ଉଡ଼ାଉଥିବା...

ଶେଷରେ ହାର୍‌ ମାନିଲେ ଟ୍ରୁଡୋ: ମୋଦିଙ୍କ ବିରୋଧରେ….

ଓଟଓ୍ବା,୨୧।୧୧:କାନାଡା ସରକାର ପୁଣି ଥରେ ଭାରତ ଆଗରେ ହାର୍‌ ମାନିଛି। ପ୍ରକାଶ ପାଇଛନ୍ତି। ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ମାମଲାରେ କାନାଡା ଲଜ୍ଜାର ସମ୍ମୁଖୀନ ହୋଇଛି।...

ଭାରତ-ଗୁୟାନାକୁ ଯୋଡୁଛି ସଂସ୍କୃତି, ଖାଦ୍ୟ ଆଉ କ୍ରିକେଟ

ଜର୍ଜଟାଉନ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗୁୟାନାଠାରେ ପହଞ୍ଚି ସେଠାରେ ଅନେକ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ଏଥି ସହିତ, ୫୦ ବର୍ଷରୁ ଅଧିକ ସମୟ ମଧ୍ୟରେ...

ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ମୃତ୍ୟୁସଂଖ୍ୟା ୪୪,୦୦୦ ଟପିଲା

ଡେଇର ଅଲ୍‌-ବଲାହ,୨୧ା୧୧:ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ୧୩ ମାସ ହେଲା ଯୁଦ୍ଧ ଲାଗିରହିଥିବାବେଳେ ଗାଜାଷ୍ଟ୍ରିପ୍‌ରେ ମୃତ୍ୟୁସଂଖ୍ୟା ୪୪,୦୦୦ ଟପିଲାଣି। ଗାଜା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri