ସକାଳୁ ସକାଳୁ କେନ୍ଦୁଝରରେ ଘନ କୁହୁଡ଼ି: ଯାତାୟାତ ବ୍ୟାହତ

କେନ୍ଦୁଝର,୧୧।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶନିବାର ଘନ କୁହୁଡ଼ି ଦେଖାଯାଇଛି। ଘନ କୁହୁଡ଼ି ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଯାତାୟାତ ବ୍ୟାହତ ହୋଇଥିଲା। ସକାଳ ପ୍ରାୟ ୫ ଟାରୁ କୁହୁଡି ଚାରିଆଡ଼େ ବ୍ୟାପିଥିଲା। ଫଳରେ କେନ୍ଦୁଝର ମୁଖ୍ୟାଳୟ ସମେତ ଏନ୍‌ଏଚ ୨୦ ଓ ୪୯ରେ ଅତି ପାଖରୁ ମଧ୍ୟ ଦୃଶ୍ୟମାନନ ହେବାରୁ ଅନେକ ଗାଡ଼ି ଅଟକି ରହିଥିଲା। ସେହିପରି ସକାଳୁ ଲୋକେ ଘରୁ ବାହାରି ପାରି ନ ଥିଲେ। ବହୁ ଦୋକାନ ବଜାର ବିଳମ୍ବରେ ଖୋଲିଥିଲା। ଅନେକ ସ୍ଥାନରେ ଛୋଟ ବଡ ଦୁର୍ଘଟଣା ମଧ୍ୟ ଘଟିଥିବା ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ

ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ...

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image