ପିଲାମାନଙ୍କୁ ସବୁକ୍ଷେତ୍ର ସଫଳ କରିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଟିପ୍ସ

ପିଲାଙ୍କର ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଷ୍ଟାଚାର ଓ ଅନୁଶାସନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ପିଲାବେଳୁ ଅଭିଭାବକମାନେ ହିଁ ଏନେଇ ଧ୍ୟାନଦେବା ଦରକାର…
ପିଲାଙ୍କ ବ୍ୟବହାର ଉପରେ ଦୃଷ୍ଟି ରଖନ୍ତୁ। ଭୁଲ୍‌ ବ୍ୟବହାର କଲେ ସେମାନଙ୍କୁ ବୁଝାନ୍ତୁ।
ପିଲାମାନେ ଚଞ୍ଚଳ ସ୍ବଭାବର ହୋଇଥାନ୍ତି। ସବୁବେଳେ ମସ୍ତି ମୁଡ୍‌ରେ ରହିଥାନ୍ତି। କିନ୍ତୁ ସବୁ ସମୟରେ ତାହା ଠିକ୍‌ ନୁହେଁ ବୋଲି ବୁଝାନ୍ତୁ। ଏକାଠି ଗୋଟିଏ ସ୍ଥାନରେ ବସି କିଛି କରିବା, ଖାଇବା କିମ୍ବା ପଢ଼ିବା ଲେଖିବା କାମ କରିବା ପାଇଁ ଅଭ୍ୟାସ କରାନ୍ତୁ।
ପରିବାରରେ ଛୋଟଙ୍କ ପ୍ରତି ସ୍ନେହ ଓ ବଡ଼ଙ୍କୁ ସମ୍ମାନ କରିବାକୁ କୁହନ୍ତୁ। ସମ୍ପର୍କର ଗୁରୁତ୍ୱ ମଧ୍ୟ ସେମାନଙ୍କୁ ଅନୁଭବ କରିବାକୁ ଦିଅନ୍ତୁ। ଏଥିପାଇଁ ନିଜେ ମଧ୍ୟ ସମସ୍ତଙ୍କ ପ୍ରତି ଠିକ୍‌ ବ୍ୟବହାର କରି ଉଦାହରଣ ଦିଅନ୍ତୁ।
ପିଲାମାନେ ଖେଳିବା ପରେ ଖେଳନାସବୁ ସଜାଡି ରଖିବା ଶିଖାନ୍ତୁ। ସେହିପରି ପଢ଼ିବା ପରେ ବହିପତ୍ର ସଜାଡ଼ି ରଖିବାକୁ କୁହନ୍ତୁ। ଏପରି କଲେ ବଡ଼ ହେବା ପରେ ସେମାନେ ଶୃଙ୍ଖଳିତ ବ୍ୟବହାର କରିପାରିବେ।
ଏକାଠି ସମସ୍ତଙ୍କ ସହ ଖାଇବାକୁ ଦିଅନ୍ତୁ।
ବାହାରେ ଲୋକଙ୍କୁ ସାଧାରଣ ଭଦ୍ରାମିରେ କିପରି ବ୍ୟବହାର କରିବାକୁ ହୁଏ କୁହନ୍ତୁ।
କୌଣସି ସ୍ଥାନକୁ ଯିବା ପୂର୍ବରୁ ଅନୁମତି ନେବାପାଇଁ ପିଲାଙ୍କୁ କୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ନାଶ କରିଦେବ ଏହି ଗଛର ଛାଇ, ସାଜିପାରେ ଅକାଳ ମୃତ୍ୟୁର କାରଣ

ବେଳେବେଳେ ଘର ନିର୍ମାଣ କରିବା ସମୟରେ ଆମ ଚାରିପାଖରେ ଉପସ୍ଥିତ ଜିନିଷ ପ୍ରତି ଧ୍ୟାନ ଦେଇନଥାଉ । ଏହି କାରଣରୁ,ଘରେ ନକାରାତ୍ମକ ଶକ୍ତି ବୃଦ୍ଧି ପାଇଥାଏ...

ଧନଠାରୁ ଅଧିକ ମୂଲ୍ୟବାନ ଏହି ୩ ଜିନିଷ; ଟଙ୍କା ପଛରେ ଦୌଡ଼ି କେବେ ହରାନ୍ତୁ ନାହିଁ

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନରେ ସବୁଠାରୁ ଅଧିକ ମହତ୍ୱ ଧନର ରହିଛି। ଚାଣକ୍ୟ କୁହନ୍ତି ଟଙ୍କା ଥିଲେ ବ୍ୟକ୍ତି ନିଜର ଆବଶ୍ୟକତା ଅନୁସାରେ ପ୍ରତ୍ୟେକଟି ଜିନିଷ...

ଲେମ୍ବୁର ଉପକାରିତା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାଧାରଣତଃ ଲେମ୍ବୁର ବ୍ୟବହାର ବିଭିନ୍ନ ପୂଜା, ଦେବ କାର୍ଯ୍ୟ, ନୂତନ ବାସଗୃହରେ ପ୍ରବେଶ ବେଳେ, ଯାନବାହନ ଆଦିର ପୂଜା ତଥା ଯେ କୌଣସି ଶୁଭାଶୁଭ ପୂଜା...

ଓଜନ ବଢାଏ ଏହି ଖରାପ ଅଭ୍ୟାସ

ନିଶାଦ୍ରବ୍ୟ ସେବନ ଏଭଳି ଏକ ଖରାପ ଅଭ୍ୟାସ ଯାହା ଅଯଥାରେ ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। କେବଳ ସେତିକି ନୁହେଁ, ଏଥିପାଇଁ ଅକାଳ...

ଚାଇନାର ଚନ୍ଦ୍ର ଅଭିଯାନ

”ଚାଇନାର ଚଳିତ ଚେଙ୍ଗ’ଇ ୬ ଅଭିଯାନ ଚନ୍ଦ୍ରପୃଷ୍ଠରୁ ପ୍ରାୟ ୨ କି.ଗ୍ରା. ଓଜନର ମାଟି ସଂଗ୍ରହ କରି ପୃଥିବୀକୁ ଆଣିବ ବୋଲି ଲକ୍ଷ୍ୟ ରଖାଯାଇଛି। ଚାଇନା...

ଆଲର୍ଜି ସମସ୍ୟା ଥିଲେ..ଆପଣାନ୍ତୁ ଏହି ଟିପ୍ସ

ଭିଟାମିନ୍‌-ଇ ଆମ ଶରୀର ପାଇଁ ବେଶ୍‌ ଲାଭପ୍ରଦ। ବିଶେଷ ଭାବରେ ଏଥିରେ ତତ୍ତ୍ୱ ରହିଛି ଯାହା ଆଲର୍ଜି ଭଳି ସମସ୍ୟାରୁ କେତେକାଂଶରେ ରକ୍ଷା କରିଥାଏ। କେବଳ...

ଦୀର୍ଘାୟୁ ହେବାର ସହଜ ଉପାୟ

ଦୀର୍ଘାୟୁ ହେବାକୁ କିଏ ବା ନ ଚାହେଁ? ହେଲେ କେବଳ କହିଦେଲେ ତ ହେବ ନାହିଁ ଏଥିପାଇଁ କେତୋଟି ଦିଗ ପ୍ରତି ଧ୍ୟାନ ଦେବାକୁ ପଡିଥାଏ।...

ଆକ୍ୱାରିୟମ୍‌ ରଖୁଥିଲେ ଜାଣିରଖନ୍ତୁ ଏସବୁ ବାସ୍ତୁ ନିୟମ, ବଢ଼ିବ ଐଶ୍ୱର୍ଯ୍ୟ…

ଘରେ ଆକ୍ୱାରିୟମ୍‌ ରଖିଲେ ବହୁତ ଉନ୍ନତି ହୋଇଥାଏ ବୋଲି ବିଶ୍ୱାସ ରହିଛି। କିନ୍ତୁ ଏଥିପାଇଁ କିଛିଟା ବାସ୍ତୁ ନିୟମ ଜାଣିବା ବି ଜରୁରୀ… *ଆକ୍ୱାରିୟମ୍‌ରେ ସର୍ବଦା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri