ସରଗୁଲଠାରେ କ୍ଷୁଦ୍ରଶସ୍ୟ ଖାଦ୍ୟମେଳା

କର୍ଲାମୁଣ୍ଡା,୭ା୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ. ମାଲପଡା ପଞ୍ଚାୟତ ସରଗୁଲ ଉଚ୍ଚ ବିଦ୍ୟାଳୟଠାରେ ଶୁକ୍ରବାର ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଦୁଇଦିନିଆ ଖାଦ୍ୟମେଳା ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା ସିଡିପିଓ କଳ୍ପଲତା ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ଶ୍ରୀ ଅନ୍ନ ଅଭିଯାନର ଜିଲା କାର୍ଯ୍ୟକ୍ରମ ସଂଯୋଜକ ଅକ୍ଷୟ କୁମାର ପାତ୍ର, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରୋହିତ କୁମାର ରଣା, ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅନ୍ତର୍ଯ୍ୟାମୀ ପ୍ରଧାନ, ଶିକ୍ଷକ ସୁଦର୍ଶନ ସାହୁ, ଶ୍ରୀ ଅନ୍ନ ଅଭିଯାନ ବିପିସି ଜଗଦୀଶ ପ୍ରସାଦ ରଣା, ଜୟ ଥୁଆମୂଳ ରାମପୁର ଅର୍ଗାନିକ ଫାର୍ମର ପ୍ରଡୁସର କମ୍ପାନୀର କାର୍ଯ୍ୟନିର୍ବାହୀ ଅଧିକାରୀ ଟଙ୍କଧର ନାଏକ ପ୍ରମୁଖ ଯୋଗଦେଇ ସରକାରଙ୍କ ମିଲେଟ ମିଶନ ଯୋଜନା ତଥା ମାଣ୍ଡିଆକୁ ଦୈନନ୍ଦିନ ଜୀବନରେ ଖାଦ୍ୟ ରୂପେ ଗ୍ରହଣ କରିବାର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କ୍ଷୁଦ୍ରଶସ୍ୟ ସମ୍ପର୍କିତ କୁଇଜ୍‌ ପ୍ରତିଯୋଗିତା କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ ମିକ୍ଚର, ଲଡୁ,ମାଲପା, ବିସ୍କୁଟ, କେକ ଓ କାଙ୍ଗୁ ବିସ୍କୁଟ, କୋଦୋ କ୍ଷୀରି, ମାଣ୍ଡିଆ ପଣା ପ୍ରଭୃତି ପ୍ରଦର୍ଶିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିଷ୍ଟାଲ୍‌ ଲୋଟସ୍‌ ରଖି ବି ଘରର ପରିସ୍ଥିତିକୁ ବଦଳାଇପାରିବେ: ଜାଣନ୍ତୁ କିପରି

ହିନ୍ଦୁ ଧର୍ମରେ ପଦ୍ମ ଫୁଲର ବିଶେଷ ମହତ୍ତ୍ୱ ରହିଛି। ଏହାକୁ ଦିବ୍ୟ ପୂର୍ଣ୍ଣତାର ପ୍ରତୀକ ବୋଲି କୁହାଯାଇଥାଏ। ମାତା ଲକ୍ଷ୍ମୀଙ୍କର ମଧ୍ୟ ଏହି ଫୁଲ ଖୁବ୍‌...

ଗଞ୍ଜାମରେ ଚାଞ୍ଚଲ୍ୟ: ୨ ଭାଇଙ୍କୁ ପିଟିପିଟି ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ

ବେଗୁନିଆପଡା,୨୭।୪(ସୁଶାନ୍ତ ପଟ୍ଟନାୟକ): ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି।...

ଭଞ୍ଜ ରାଜବଂଶର ଅଧିଷ୍ଠାତ୍ରୀ ଦେବୀ କୁଲାଡ ବ୍ୟାଘ୍ରଦେୀ ମନ୍ଦିର ଚୋରି ପରେ ଗ୍ରହଶୁଦ୍ଧି ହୋମଯଜ୍ଞ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଦେବୀଙ୍କ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଥିଲା। କିନ୍ତୁ...

ଚମ୍ପାପୁଟ ଘାଟରେ ବୁଡ଼ିଲା ଡଙ୍ଗା: ଜଣେ ନିଖୋଜ

ନନ୍ଦପୁର,୨୭।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାନ୍ଥଲୁଙ୍ଗ ପଞ୍ଚାୟତର ଚମ୍ପାପୁଟ ଘାଟରେ ରବିବାର ସକାଳୁ ଏକ ଅଘଟଣ ଘଟିଛି। ଘାଟରୁ ଏକ...

ନିନ୍ଦା କରିବା ପରିବର୍ତ୍ତେ ଭାରତକୁ ପ୍ରମାଣ ମାଗିଲେ ଶାହିଦ ଆଫ୍ରିଦି, ବୟାନ ଶୁଣିଲେ…

ଇସଲାମାବାଦ,୨୭।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏହାକୁ ନେଇ ଚାରିଆଡେ ପ୍ରତିକ୍ରିୟା ପ୍ରକାଶ ପାଉଥିବା ବେଳେ ପାକିସ୍ତାନ...

ଆମ୍ବୁଲାନ୍ସରେ ହେଉଥିଲା ଗୋଚାଲାଣ: ୪ ଗୋରୁ ଉଦ୍ଧାର, ଆମ୍ବୁଲାନ୍ସ ଜବତ

ଭଦ୍ରକ,୨୭।୪(ସନାତନ ରାଉତ): ଭଦ୍ରକରେ ଗୋ ଚାଲାଣ ରୋକିବା ପାଇଁ ପୋଲିସ କଡା ପଦକ୍ଷେପ ନେଉଥିବାରୁ ଗୋ ମାଫିଆ ମାନେ ଅଭିନ ଉପାୟରେ କରୁଛନ୍ତି ଗୋଚାଲାଣ ।ରବିବାର...

ମାନିଲା ରୁଷିଆ,ୟୁକ୍ରେନ ଯୁଦ୍ଧରେ ଲଢୁଛନ୍ତି ଦକ୍ଷିଣ କୋରିଆ ସୈନିକ, ପ୍ରଶଂସାରେ ପୋତିଲା…

ମସ୍କୋ,୨୭।୪: ଶେଷରେ ମାନିଲା ରୁଷିଆ। ୟୁକ୍ରେନ ଯୁଦ୍ଧରେ ଉତ୍ତର କୋରିଆର ସୈନ୍ୟଙ୍କୁ ମଧ୍ୟ ନିୟୋଜିତ କରାଯାଇଛି ବୋଲି ରୁଷିଆ ପ୍ରଥମ ଥର ପାଇଁ ନିଶ୍ଚିତ କରିଛି।...

ବିପଦକୁ ଡାକୁଛି ଶୁଖିଲା ଗଛ, ପବନରେ ଡାଳ ଭାଙ୍ଗିବାରୁ ଆତଙ୍କିତ ପଥଚାରୀ

ଦାରିଙ୍ଗବାଡ଼ି,୨୭।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ଳିହେରୀ ପଞ୍ଚାୟତ ମ୍ଲୁକଚେରୀ ଗାଁ ଜାତୀୟରାଜପଥ କଡ଼ରେ ରହିଛି ଶୁଖିଲା ବିରାଟ କାୟ ଗଛ। ଯାହାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image