EKYC ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: ବନ୍ଦ ହେବ…

ଭୁବନେଶ୍ୱର,୨୯।୯: EKYC ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ରବିବାର ବଡ଼ ସୂଚନା ଦେଇଛନ୍ତି।
ମନ୍ତ୍ରୀ ପାତ୍ର କହିଛନ୍ତି, ଶେଷ ଲୋକର EKYC ନ ହେବା ଯାଏଁ ଏହା ବନ୍ଦ ହେବ ନାହିଁ। ପାଖାପାଖି ସାଢ଼େ ୩ କୋଟି ଲୋକଙ୍କ EKYC ହେବ। ୨ କୋଟି ଲୋକଙ୍କ EKYC ସରିଛି। ଆଉ ଦେଢ଼ କୋଟି ଲୋକଙ୍କ ହେବ। ଏଥିପାଇଁ ମାସେ, ଦେଢ଼ମାସ ସମୟ ଲାଗିପାରେ ବୋଲି ମନ୍ତ୍ରୀ କହିଛନ୍ତି। -EKYC ହୋଇସାରିଲା ପରେ କେତେ ଫଲ୍ସ କାର୍ଡ ଥିଲା ଜଣାପଡ଼ିବ ବୋଲି କହିଛନ୍ତି। ନିଶ୍ଚିତ ଆମେ ସେମାନଙ୍କୁ କାଟିବୁ, ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଦେବୁ ଦୃଢ଼କ୍ତି ପ୍ରକାଶ କରିଛନ୍ତି।

 

ପୂବର୍ବରୁ ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ ବୋଲି କୁହାଯାଉଥିଲା । ବିଧାନସଭା ଅଧିବବେଶନ ଚାଲିଥିବା ବେଳେ ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଥିଲେ। E-KYC ଯାଞ୍ଚ ଚାଲିଛି, ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି। ଏସରକାର KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ  ଯୋଗ୍ୟ ହିତାଧତକାରୀ ଏହି ସୁବିଧା ପାଇବେ।

ପୂର୍ବରୁ ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାଶନ କାର୍ଡଧାରୀ ଚିହ୍ନଟ ହୋଇଥିଲେ। ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଥିଲେ। ୬ ଲକ୍ଷ ୧୯ ହଜାର ୮୩୬ ରାଶନ କାର୍ଡ ପାଇଁ ଆବେଦନ କରିଛନ୍ତି। କୌଣସି କାରଣରୁ ରାଶନ କାର୍ଡ କଟିଥିଲେ ପୁଣି ଆବେଦନ କରିପାରିବେ। ସରକାର KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ ବୋଲି ମନ୍ତ୍ରୀ କହିଛନ୍ତି।

କେନ୍ଦ୍ର ସରକାରଙ୍କ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟ ପାଇଁ ୩.୨୫ କୋଟି ଲୋକଙ୍କୁ ସାମିଲ କରାଯାଇଛି। କେନ୍ଦ୍ର ସରକାର ଏହାର କୋଟା ବଢ଼ାଉନାହାନ୍ତି। ଅନ୍ୟପକ୍ଷରେ ବିଜେଡି ସରକାର ଅମଳରେ କାର୍ଯ୍ୟକାରୀ ହେଉଥିବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରାଯାଇଛି। ତେବେ


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଅକ୍ଟୋବର ୯ରେ ଭିଲେନ୍: ଶୁଣନ୍ତୁ ଫିଲ୍ମକୁ ନେଇ କ’ଣ କହୁଛନ୍ତି …

ଅକ୍ଟୋବର ୯ରେ ରିଲିଜ ହେବ ଓଡ଼ିଆ ଚଳଚ୍ଚିତ୍ର ଭିଲେନ୍ । ଏହି ଚଳଚ୍ଚିିତ୍ରରେ ନଜର ଆସିବେ ଅଭିନେତା ଅଦେ୍ର୍ଧନ୍ଦୁ ଏବଂ ଅଭିନେତ୍ରୀ ତମ୍ମନା । ତେବେ...

Featured Video Play Icon

ଦଶହରା ପୂବର୍ବରୁ ସୁଭଦ୍ରା ଭେଟି

ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ଏକ ପ୍ରକାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ...

ପୁଣି ବିଜେଡିକୁ ଟାର୍ଗେଟ କଲେ ମୋହନ, ଏଥର କହିଦେଲେ ବଡ଼ କଥା..

ଯାଜପୁର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇ ରବିବାର ଯାଜପୁର ଜିଲାର ବଡ଼ଚଣା...

ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’...

ଆସୁଛି ବଡ଼ ଲଘୁଚାପ: ଏଥର ବର୍ଷାରେ ଭିଜିବ ଦଶହରା…

ଭୁବନେଶ୍ୱର,୨୯।୯: ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ। ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା।...

ରାପିଡ୍‌ ଆକ୍ସନ ଫୋର୍ସର ଫ୍ଲାଗ୍‌ମାର୍ଚ୍ଚ, ସାମିଲ ହେଲେ ଏସ୍‌ପି-ଡିଆଇଜି-ଜିଲାପାଳ

ଭଦ୍ରକ,୨୯ା୯(ସନାତନ ରାଉତ): ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା ଘଟଣାରେ ୧୬୩ ଧାରା ଜାରି ରହିଥିବା ବେଳେ ଇଣ୍ଟନେଟ୍‌ ସେବା ବନ୍ଦ ରହିଛି। ପୋଲିସକୁ ଆକ୍ରମଣ...

ବଡ଼ ସୂଚନା ଦେଲେ ମନମୋହନ, ଖୁବ୍‌ଶୀଘ୍ର ନିଯୁକ୍ତି ପାଇବେ ବୋର୍ଡ…

ଭୁବନେଶ୍ୱର,୨୯ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ନିଯୁକ୍ତ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri