ଜବରଦଖଲ ଉଚ୍ଛେଦ କଲା ପୌର ପ୍ରଶାସନ

ନୟାଗଡ଼ ଅଫିସ,୨୫।୧: ନୟାଗଡ଼ ପୌର ପ୍ରଶାସନ ପକ୍ଷରୁ ଏମ୍‌ଆଇ କଲୋନୀ ନିକଟସ୍ଥ ୬ ନଂ ଓ୍ବାର୍ଡର ବଳରାମ ପାହାଡ଼ ପାଦଦେଶରେ ଗଢ଼ି ଉଠିଥିବା ଜବରଦଖଲ ଉଚ୍ଛେଦ ସୋମବାର ଆରମ୍ଭ ହୋଇଛି। ଏଠାରେ ୨୦ଟି ବେଆଇନ ଘର ଗଢ଼ି ଉଠିଥିଲା। ପୌର ପଶାସନର ନିର୍ବାହୀ ଅଧିକାରୀ ସନ୍ତୋଷ ଜେନା, ତହସିଲଦାର ଭିକାରୀ ସାହୁଙ୍କ ଉପସ୍ଥତିରେ ଜବରଦଖଲ ଉଚ୍ଛେଦ ଚାଲିଛି।

Share