Categories: ଜାତୀୟ

ପୂର୍ବତନ ସିଜେଆଇ ରଞ୍ଜନ ଗୋଗୋଇଙ୍କୁ ଜେଡ୍ ପ୍ଲସ ସୁରକ୍ଷା

ନୂଆଦିଲ୍ଲୀ,୨୨ ।୧: କେନ୍ଦ୍ର ସରକାର ଦେଶର ପୂର୍ବତନ ସିଜେଆଇ ବା ଚିଫ୍ ଜଷ୍ଟିଶ ଅଫ୍ ଇଣ୍ଡିଆ ଅର୍ଥାତ୍ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ତଥା ବର୍ତ୍ତମାନର ରାଜ୍ୟ ସଭା ଏମ୍‌ପି ରଞ୍ଜନ ଗୋଗୋଇଙ୍କୁ ଜେଡ୍ ପ୍ଲସ ସୁରକ୍ଷା ପ୍ରଦାନ କରିଛନ୍ତି । ଦେଶ ସାରା ଯେଉଁଠିକି ସେ ଯାତ୍ରା କରିବେ ତାଙ୍କୁ ଏହି ସୁରକ୍ଷା ଯୋଗାଇ ଦିଆଯିବ । ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌) ତାଙ୍କୁ ସୁରକ୍ଷା ଯୋଗାଇଦେବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି ।

Share