Posted inଜାତୀୟ

ନିର୍ବାଚନକୁ ଓହ୍ଲାଇବେ ପୂର୍ବତନ ଡିଜିପି, ଜଣାପଡ଼ିଲା ନୂଆ ପାର୍ଟିର ନାଁ

ମୁମ଼୍ବାଇ, ୨୭।୦୭: ମହାରାଷ୍ଟ୍ରର ପୂର୍ବତନ ଡିଜିପି ସଞ୍ଜୟ ପାଣ୍ଡେ ଆଗାମୀ ବିଧାନସଭା ନିର୍ବାଚନରେ ନିଜର ରାଜନୈତିକ ଇନିଂସ ଆରମ୍ଭ କରିବାକୁ ଯଆଉଛନ୍ତି। ପୂର୍ବତନ ଡିଜିପି ସଞ୍ଜୟ ପାଣ୍ଡେ ମୁମ୍ବାଇର ଭର୍ସୋଭା ଆସନରୁ ବିଧାନସଭା ର୍ନିବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହାପୂର୍ବରୁ ସେ ତାଙ୍କର ରାଜନୈତିକ ଦଳ “ରାଷ୍ଟ୍ରୀୟ ଜନହିତ ପାର୍ଟି” ମଧ୍ୟ ଗଠନ କରିବେ। ମୁମ୍ବାଇ ପୋଲିସ କମିଶନର ଭାବେ କାର୍ଯ୍ୟ କରୁଥିବା ସଞ୍ଜୟ ପାଣ୍ଡେ କହିଛନ୍ତି ଯେ ସେ କୌଣସି ରାଜନୈତିକ ଦଳ ସହ ଯୋଗାଯୋଗ କରିନାହାଁନ୍ତି ଏବଂ ସେ ଦୀର୍ଘ ଦିନ ଧରି ସକ୍ରିୟ ରାଜନୀତିରେ ଯୋଗଦେବାକୁ ଚିନ୍ତା କରୁଛନ୍ତି।

ପୂର୍ବତନ ଡିଜିପି ମୁମ୍ବାଇର ଉତ୍ତର-ପଶ୍ଚିମ ଆସନରୁ ଜଣେ ସ଼୍ବାଧୀନ ପ୍ରାର୍ଥୀ ଭାବରେ ର୍ନିବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପ୍ରସ୍ତୁତ ହୋଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ସେ ତାଙ୍କ ନାମାଙ୍କନ ପ୍ରତ୍ୟାହାର କରିନେଇଥିଲେ। ଯେତେବେଳେ ସା ପାଣ୍ଡେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିଲେ ସେତେବେଳେ ସେ ମୁମ୍ବାଇର ପୋଲିସ କମିଶନର ହୋଇଥିଲେ। ଉଦ୍ଧବ ଠାକରେଙ୍କ ଘନିଷ୍ଠ ସଞ୍ଜୟ ପାଣ୍ଡେଙ୍କୁ ଜୁନ ୨୦୨୨ରେ ଇଡି ଗିରଫ କରିଥିବାବେଳେ ସେପ୍ଟେମ୍ବରରେ NSE ଫୋନ ଟ୍ୟାପ ମାମଲାରେ ସିବିଆଇ ତାଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri