ଦାମଙ୍କୁ ଝୁରୁଛନ୍ତି ପୂର୍ବତନ ଡ୍ରାଇଭର, କାନ୍ଦିକାନ୍ଦି କହିଲେ….

ଭୁବନେଶ୍ୱର,୨୨।୩: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଶୁକ୍ରବାର ଭୋରରୁ ପରଲୋକ ହୋଇଛି। ଦାମ ଜଣେ ଦକ୍ଷ ରାଜନେତା ଥିଲେ। ତାଙ୍କର ରୋକଠୋକ ଜବାବ ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରହୁଥିଲେ। ତେବେ ଦାମଙ୍କ ବିୟୋଗ ରାଜନୈତିକ କ୍ଷେତ୍ରରେ ଏକ ଦୁଃଖଦ ଘଟଣା ସହ ଅପୂରଣୀୟ କ୍ଷତି। ତେବେ ଦାମଙ୍କୁ ଝୁରୁଛନ୍ତି ପରିବାର, ସାହି ପଡ଼ିଶା ରାଜନୈତିକ ବନ୍ଧୁ ଓ ତାଙ୍କ କର୍ମଚାରୀ। ଦାମଙ୍କ ସହିତ ବିତାଇଥିବା ସମୟକୁ ସେମାନେ ଭୁଲି ପାରି ନାହାନ୍ତି। କାନ୍ଦିକାନ୍ଦି ତାଙ୍କ ପୂର୍ବତନ ଡ୍ରାଇଭର ଏରସମାର ରବୀନ୍ଦ୍ର ମଲ୍ଲିକ ଦାମକୁ ମନେ ପକାଇଛନ୍ତି। ୧୯୯୯ ମହାବାତ୍ୟା ମହାବାତ୍ୟା ସମୟର କଥା ବଖାଣିଛନ୍ତି। ୧୯୯୯ ମହାବାତ୍ୟାରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିଲା। ସେତେବେଳେ ବିପନ୍ନଙ୍କ ଦାମ ପହଞ୍ଚି ଅନେକ ଲୋକଙ୍କୁ ବଞ୍ଚାଇଥିଲେ। ଏରସମା ବ୍ଲକକୁ ରକ୍ଷା କରିଥିଲେ ଦାମ। ଜଣେ ଡିଲରଙ୍କ କବାଟ ଭାଙ୍ଗି ଲୋକଙ୍କୁ ଚାଉଳ ଦେଇଥିଲେ। ଏହାକୁ ଆଜିବି ଭୁଲି ପାରି ରାହାନ୍ତି ରବୀନ୍ଦ୍ର। ଏହି କଥାକୁ ମନେ ପକାଇ କୋହଭରା କଣ୍ଠରେ କାନ୍ଦିକାନ୍ଦି ରବୀନ୍ଦ୍ର ଦାମଙ୍କୁ ଝୁରି ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!

ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି...

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri